ଜଗନ୍ନାଥପୁର ଛକରେ ଇ-ରିକ୍ସାକୁ ଧକ୍କା ଦେଲା କାର୍‌, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଚାଳକଙ୍କୁ…

ଭୋଗରାଇ, ୩ l୩(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଜଳେଶ୍ୱର – ଚନ୍ଦନେଶ୍ୱର ୫୭ ନଂ ରାଜ୍ୟ ରାଜପଥ ଜଗନ୍ନାଥପୁର ଛକଠାରେ ମଙ୍ଗଳବାର ମଧ୍ୟାହ୍ନରେ ଏକ କାର ସହିତ ଇ-ରିକ୍ସା ମୁହାଁମୁହିଁ ଧକ୍କା ହେବାରୁ ରିକ୍ସା ଚାଳକ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ଛୁଟିଯାଇ ରକ୍ତ ଜୁଡୁବୁଡୁ ଅବସ୍ଥାରେ ରିକ୍ସା ଚାଳକଙ୍କୁ ଉଦ୍ଧାର କରି ଜଳେଶ୍ୱରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ତାଙ୍କର ସ୍ବାସ୍ଥ୍ୟବସ୍ଥା ସଙ୍କଟଜନକ ହେବାରୁ ଆମ୍ବୁଲାନ୍ସ ଯୋଗେ ବାଲେଶ୍ୱର ରେମୁଣାସ୍ଥିତ ଚିକତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବାର ସୂଚନା ମିଳିଥିଲା। ଘଟଣାସ୍ଥଳରୁ କାର ସହିତ ଇ ରିକ୍ସାକୁ ଚନ୍ଦନେଶ୍ୱର ଫାଣ୍ଡିକୁ ପୋଲିସ ଟଣା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା: ଭବିଷ୍ୟତରେ ନିଷ୍ଠାର ସହ ଆଗକୁ ବଢ଼ିବାକୁ ପରାମର୍ଶ

କୋରାପୁଟ,୩ା୬(ଅମିତାଭ ବେହେରା): କୋରାପୁଟ ଜିଲାର ନାରାୟଣପାଟଣା ବ୍ଲକ ପକ୍ଷରୁ ବୁଧବାର କୃତୀ ଛାତ୍ରୀଛାତ୍ରଙ୍କୁ ଉପଢୌକନ, ପ୍ରମାଣପତ୍ର ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଛି। ନାରାୟଣପାଟଣା ବ୍ଲକ…

ଚତୁର୍ଥୀ ରାତିରେ ଝୁଲିପଡ଼ିଲେ ସନ୍ତୋଷୀ: ଶାଶୁଘର ଲୋକେ…

କୁଜଙ୍ଗ,୩ା୬(ମନୋଜ ପ୍ରଧାନ):ବାହାଘରର ଚତୁର୍ଥୀ ରାତିରେ ଶୋଇବା ଘରୁ ନବବଧୂଙ୍କ ଝୁଲନ୍ତା ମୃତଦେହ ମିଳିଛି। ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅନ୍ତର୍ଗତ ବଳେଇପୁର ଗ୍ରାମରେ ସୋମବାର ଏହି ଘଟଣା…

ବସଷ୍ଟାଣ୍ଡକୁ ଯାଉଥିବାବେଳେ ଧକ୍କା ଦେଇଥିଲା ବାଇକ, ଆଜି ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଯୁଧିଷ୍ଠିରଙ୍କ ଜୀବନ

ଦିଗପହଣ୍ଡି,୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ବ୍ୟକ୍ତି ଏଚ.ଯୁଧିଷ୍ଠିର ରେଡ୍ଡୀ(୫୪) ଗତ ମେ ୨୪ ତାରିଖ ସନ୍ଧ୍ୟାରେ ବାଇକ ଧକ୍କାରେ ଗୁରୁତର…

ପୁଣି କୋଟିଆରେ ଉପସ୍ଥିତି ଜାହିର କଲା ଆନ୍ଧ୍ର: ପଛଘୁଞ୍ଚା ନଦେଇ ଅନୁପ୍ରବେଶ କଲେ ଅଧିକାରୀ

ପଟ୍ଟାଙ୍ଗି, ୩।୬ (ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନରେ ଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପୁଣିଥରେ ପଡୋଶୀ ଆନ୍ଧ୍ର ପ୍ରଦେଶର ପଦାଧିକାରୀମାନେ…

ବିଜେଡି ଛାଡ଼ିଲେ ପୂର୍ବତନ କର୍ପୋରେଟର, ନବୀନଙ୍କୁ ଇସ୍ତଫାପତ୍ର ପଠାଇ କହିଲେ…

କଟକ,୩ା୬: ଜଣଙ୍କ ପରେ ଜଣେ ନେତା ବିଜେଡିର ହାତ ଛାଡୁଛନ୍ତି। ଦେବାଶିଷଙ୍କ ପରେ ଏବେ ବିଜେଡି ଛାଡ଼ିଛନ୍ତି କଟକର ପୂର୍ବତନ କର୍ପୋରେଟର ରଞ୍ଜନ ବିଶ୍ୱାଳ। ସେ ତାଙ୍କର…

ଦିଅର ମାଡ଼ରେ ଚାଲିଗଲା ଭାଉଜଙ୍କ ଜୀବନ: ପାରିବାରିକ କଳହ ସାଜିଲା କାଳ

ଧର୍ମଶାଳା, ୩।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ସାରୋଇ ଗ୍ରାମରେ ଦିଅର ମାଡ଼ରେ ତାଙ୍କ ଭାଉଜଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ପାରିବାରିକ…

ବିଡିଓଙ୍କୁ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ, ଏହି ସବୁ ଅଭିଯୋଗ ଆସିବା ପରେ କାର୍ଯ୍ୟାନୁଷ୍ଠାନ

ବାରିପଦା,୩।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ନିର୍ବାଚନମଣ୍ଡଳୀର ସହକାରୀ ନିର୍ବାଚନ ପଞ୍ଜିକରଣ ଅଧିକାରୀ (ଏଇଆରଓ) ତଥା ବଡ଼ସାହି ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡ଼ିଓ) ସ୍ମୃତିମୟୀ ବନଜା…

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ଆସିଲା ସାଂଘାତିକ ତଥ୍ୟ: କଲ୍‌ କରି ଆମ୍ବୁଲାନ୍ସ ଫେରାଇ ଦେଇଥିଲେ ଜଣେ ବ୍ୟକ୍ତି

ଭୁବନେଶ୍ୱର,୩ା୬: ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ ସାମ୍ନାକୁ ଆସିଛି ଏକ ସାଂଘାତିକ ତଥ୍ୟ। ମେ’ ୭ରେ ଅଡ଼ଶପୁର ମେଡିକାଲର ଆମ୍ବୁଲାନ୍ସକୁ ଜଣେ ବ୍ୟକ୍ତି କଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri