ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରିକି କେଜ୍‌

ଭୁବନେଶ୍ୱର,୨୬।୨(ବ୍ୟୁରୋ): ତିନି ଥର ଗ୍ରାମୀ ପୁରସ୍କାର ବିଜେତା ତଥା ଭାରତୀୟ ସଙ୍ଗୀତକାର ଏବଂ ପ୍ରଯୋଜକ ରିକି କେଜ୍‌ ଶନିବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ନିକଟରେ ତୃତୀୟଥର ପାଇଁ ଗ୍ରାମୀ ପୁରସ୍କାର ପାଇଥିବାରୁ ମୁଖ୍ୟମନ୍ତ୍ରୀ ରିକି କେଜ୍‌ଙ୍କୁ ଅଭିନନ୍ଦନ ଜଣାଇଥିଲେ। ସାକ୍ଷାତ ବେଳେ ଉଭୟ କିଛି ସମୟ ପାଇଁ ଆଲୋଚନା କରିଥିଲେ। ଅନ୍ତର୍ଜାତୀୟ ମାଣ୍ଡିଆ ଦିବସରେ ରିକି କେଜ୍‌ଙ୍କ ଓଡ଼ିଆ ଭାଷାରେ ମାଣ୍ଡିଆ ଗୀତରେ ଥିବା ଅବଦାନ ପାଇଁ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ଏହି ଅବସରରେ ହକି ଜର୍ସି ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ୫ କିଲୋଗ୍ରାମ ସିଲିଣ୍ଡରର ଯୋଗାଣକୁ କଲେ ଦ୍ୱିଗୁଣିତ

ନୂଆଦିଲ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି। ଏହାର ପ୍ରଭାବ ଏସୀୟ ଦେଶଗୁଡ଼ିକରେ ଏଲପିଜି ଏବଂ ପେଟ୍ରୋଲ-ଡିଜେଲର ଯୋଗାଣ ଉପରେ ଦେଖାଯାଉଛି। ତଥାପି,…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା, ନୂଆ ଦଳ ଗଠନ କଲେ ସିଦ୍ଧୁ! ଦଳରୁ ଅଲଗା ହେବା ପରେ…

ଚଣ୍ଡିଗଡ଼,୭।୪: ୨୦୨୭ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ନବଜୋତ ସିଂହ ସିଦ୍ଧୁଙ୍କ ପତ୍ନୀ ଡକ୍ଟର ନବଜୋତ କୌର…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

୨୦ହଜାର କୋଟି କ୍ଷତି, ଝୁଲୁଛି AI 171 ତଦନ୍ତର ଖଣ୍ଡା , ଏୟାର ଇଣ୍ଡିଆ ଛାଡିଲେ ସିଇଓ କ୍ୟାମ୍ପବେଲ ୱିଲସନ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପର ମାଲିକାନାରେ ଥିବା ଏୟାରଲାଇନ୍ସ ଏୟାର ଇଣ୍ଡିଆରେ ଏକ ବଡ଼ ପରିବର୍ତ୍ତନ ଆସିଛି। ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ), କ୍ୟାମ୍ପବେଲ ୱିଲସନ ତାଙ୍କ…

ଖୋଲିବ ହର୍ମୁଜ! ଇରାନ ରଖିଲା ଲମ୍ବା ସର୍ତ୍ତ, ରାଜି ହେଲେ ଟ୍ରମ୍ପ? ଜାଣନ୍ତୁ…

ତେହରାନ, ୭।୪: ଇରାନ ଏକ ଅସ୍ତ୍ରବିରତି ପ୍ରସ୍ତାବକୁ ଆନୁଷ୍ଠାନିକ ଭାବରେ ସୋମବାର ପ୍ରତ୍ୟାଖ୍ୟାନ କଲା ଏବଂ ଏହା ବଦଳରେ ଯୁଦ୍ଧ ଶେଷ କରିବା ପାଇଁ ଏକ ୧୦-ସୂତ୍ରୀ…

କୋମାରେ ଇରାନର ସୁପ୍ରିମ ଲିଡର? କାହିଁକି ବ୍ୟାପିଛି ଏଭଳି ଖବର? ଜାଣନ୍ତୁ ଏହା ପଛର କାରଣ

ତେହରାନ,୭।୪: ବ୍ରିଟିଶ ଖବରକାଗଜ ଦି ଟାଇମ୍ସ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା କରିଛି। ରିପୋର୍ଟରେ କୁହାଯାଇଛି ଯେ ମୋଜତାବା ଖାମେନେଇ ଅଚେତ ଅଛନ୍ତି ଏବଂ ବର୍ତ୍ତମାନ ତାଙ୍କjର ଏହି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri