Posted inଖେଳ

ସୂର୍ଯ୍ୟକୁମାରଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ପଣ୍ଟିଂ

ନୂଆଦିଲ୍ଲୀ,୨୭।୧: ଅଷ୍ଟ୍ରେଲିଆର ମହାନ କ୍ରିକେଟର ରିକି ପଣ୍ଟିଂ ଭାରତୀୟ ମିଡିଲ୍‌ ଅର୍ଡର ବ୍ୟାଟ୍ସମ୍ୟାନ୍‌ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଛନ୍ତି। ବର୍ତ୍ତମାନ ସମୟରେ କୌଶଳ ତଥା ଅଭିନବତା ଦୃଷ୍ଟିରୁ କ୍ରିକେଟରେ ସୂର୍ଯ୍ୟକୁମାରଙ୍କଠାରୁ ଭଲ ଖେଳାଳିଙ୍କୁ ଦେଖି ନ ଥିବା ପଣ୍ଟିଂ କହିଛନ୍ତି। ଏହାଛଡ଼ା ସୂର୍ଯ୍ୟକୁମାର ଯାହା ବି କରିବେ, ଆଗାମୀ ଦିନରେ ଅନେକ ଖେଳାଳି ତାଙ୍କୁ ଅନୁକରଣ କରିବାକୁ ଚେଷ୍ଟା କରିବେ। ଏହାଦ୍ୱାରା ସମଗ୍ର ବିଶ୍ୱରେ ଟି୨୦ ଫର୍ମାଟରେ ବ୍ୟାଟିଂ କୌଶଳର ଏକ ଭିନ୍ନ ସ୍ତର ଦେଖିବାକୁ ମିଳିବ ବୋଲି ସେ କହିଛନ୍ତି।

ଆଇସିସି ସହ କଥାବାର୍ତ୍ତାରେ ପଣ୍ଟିଂ କହିଛନ୍ତି, ସୂର୍ଯ୍ୟକୁମାର ଟି୨୦ ଫର୍ମାଟର ଜଣେ ଅଭିନବ କ୍ରିକେଟର। ତାଙ୍କ ବ୍ୟାଟିଂ ଦକ୍ଷିଣ ଆଫ୍ରିକା ଧଳା ବଲ୍‌ ବିଶେଷଜ୍ଞ ଏବି ଡି ଭିଲିୟର୍ସ ଏବଂ ଅଷ୍ଟ୍ରେଲିଆର ପୂର୍ବତନ ଉଇକେଟକିପର ଆଡାମ ଗିଲକ୍ରିଷ୍ଟଙ୍କ ସହ ସମାନ। ସେ ଏବେ ଅନ୍ୟ ଖେଳାଳିଙ୍କ ଅପେକ୍ଷା ଭଲ ପ୍ରଦର୍ଶନ କରୁଛନ୍ତି। ମଇଦାନର ଚାରିପଟୁ(୩୬୦ଂ) ବ୍ୟାଟିଂ କରିବାରେ ସେ ମାହିର ବୋଲି ମଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋହଲି ଦ୍ରୁତତମ ଅଧିନାୟକ

ବେଙ୍ଗାଲୁରୁ,୨୦।୧ – ବିରାଟ କୋହଲି ଦିନିକିଆ ଫର୍ମାଟ୍‌ରେ ଅଧିନାୟକ ଭାବେ ୫ ହଜାର ରନ୍‌ ପୂରଣ କରିଛନ୍ତି। ଏହି ମାଇଲଷ୍ଟୋନ ସ୍ପର୍ଶ କରିବାରେ ସେ ବିଶ୍ୱର...

ଟୁର୍‌ ଡି ଫ୍ରାନ୍ସରୁ ଓହରିଲେ ଗତଥରର ଚାମ୍ପିୟନ ଇଗାନ ବେର୍ନାଲ

ଗ୍ରେନୋବଲ(ଫ୍ରାନ୍ସ), ୧୭।୯(ଏପି): ଫ୍ରାନ୍ସରେ ପ୍ରତିବର୍ଷ ଆୟୋଜିତ ହେଉଥିବା ବହୁ ପର୍ଯ୍ୟାୟ ବିଶିଷ୍ଟ ପୁରୁଷ ସାଇକେଲ ରେସ୍‌ ଟୁର୍‌ ଡି ଫ୍ରାନ୍ସରୁ ଓହରିଯାଇଛନ୍ତି ଗତଥରର ଚାମ୍ପିୟନ ଇଗାନ...

କୋହଲିଙ୍କ ପରି ହେବାକୁ ହେଲେ ବାବର ଆଜମଙ୍କୁ ଆଉ ୨୦ରୁ ୩୦ ହଜାର ରନ ସ୍କୋର କରିବାକୁ ପଡିବ: ସୋଏବ ଅଖତର

ଇସଲମାବାଦ,୨୩।୭: ପାକିସ୍ତାନ ଅଧିନାୟକ ବାବର ଆଜମ ଜଣେ ଦକ୍ଷ ଦିନିକିଆ, ଟି-୨୦ ଏବଂ ଟେଷ୍ଟ କ୍ରିକେଟର ଭାବେ ଜଣାଶୁଣା। ତାଙ୍କ ବ୍ୟାଟିଂ ଦେଖି ସମସ୍ତେ ତାଙ୍କୁ...

ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ: ବେରେଟିନି ଫାଇନାଲରେ

ଲଣ୍ଡନ, ୧୦।୭- ଇଟାଲିର ମାଟେଓ ବେରେଟିନି ଚଳିତ ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ସେ...

କୋହଲି, ଚୟନକର୍ତ୍ତାଙ୍କୁ ନେଇ ଗାଭାସ୍କରଙ୍କ ସହ ମଞ୍ଜରେକରଙ୍କ ଅସହମତି

ନୂଆଦିଲ୍ଲୀ,୩୦।୭(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଚୟନକର୍ତ୍ତାଙ୍କୁ ନେଇ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଓ ପୂର୍ବତନ ବ୍ୟାଟ୍ସମ୍ୟାନ ସଞ୍ଜୟ ମଞ୍ଜରେକର ଭିନ୍ନ ମତ...

ଭାରତ ହାତକୁ ଆସୁନି ଆଇସିସି ଟ୍ରଫି

ନୂଆଦିଲ୍ଲୀ,୨୩।୬: ଅନ୍ତିମ ଥର ୨୦୧୩ରେ ଟିମ୍‌ ଇଣ୍ଡିଆ ହାତେଇଥିଲା ଆଇସିସି ଟ୍ରଫି। ତା’ ପରଠୁ ଖେଳାଯାଇଥିବା ୪ଟି ଆଇସିସି ଟୁର୍ନାମେଣ୍ଟରେ ଭାରତୀୟ ଦଳ ଫାଇନାଲ କିମ୍ବା...

ଫ୍ୟାକ୍ଟ୍ରି ମାଲିକଙ୍କୁ ପିଟି ପୂର୍ବତନ କ୍ରିକେଟର ହଟହଟା

ମେରଟ,୧୫।୧୨- ଏକ ଫ୍ୟାକ୍ଟ୍ରି ମାଲିକଙ୍କୁ ପିଟିବା କାରଣରୁ ପୂର୍ବତନ ଭାରତୀୟ କ୍ରିକେଟ ଖେଳାଳି ପ୍ରବୀଣ କୁମାର ହଟହଟା ହୋଇଛନ୍ତି। ଏ ନେଇ ଟିପିନଗର ଥାନାରେ ଅଭିଯୋଗ...

ପ୍ରଥମ ଟେଷ୍ଟ: ମୟଙ୍କଙ୍କ ଦ୍ୱିଶତକ: ଭାରତ ସ୍ଥିତି ଦୃଢ଼

ବିଶାଖାପାଟଣା,୩।୧୦(ପି.ଟି.)- ଓପନର ରୋହିତ ଶର୍ମାଙ୍କ ଶତକ ଓ ମୟଙ୍କ ଅଗ୍ରଓ୍ବାଲଙ୍କ ଦ୍ୱିଶତକ ପରେ ସ୍ପିନରମାନେ ଦମ୍‌ଦାର ପ୍ରଦର୍ଶନ କରି ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ...

Advertisement
Archives

Model This Week