ଅରୁନ୍ଧତୀରେ ରଥଯାତ୍ରା ମେଗା ସେଲ

ଭୁବନେଶ୍ୱର,୧୧।୬: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ‘ରଥଯାତ୍ରା ମେଗା ସେଲ୍‌’ ସମ୍ପର୍କରେ ଘୋଷଣା କରାଯାଇଛି। ଚଳିତ ବର୍ଷର ରଥଯାତ୍ରା ଉପଲକ୍ଷେ ଅରୁନ୍ଧତୀ ପକ୍ଷରୁ ଆକର୍ଷଣୀୟ ‘ହୁଇଲ୍ସ ଅଫ୍‌ ଫର୍ଚ୍ୟୁନ’ ଅଫରର ଶୁଭାରମ୍ଭ କରାଯାଇଛି। ସେହିଭଳି ଅରୁନ୍ଧତୀର ଅଭିଜ୍ଞ କାରିଗରି ଦ୍ୱାରା ପ୍ରସ୍ତୁତ ୧୦,୦୦୦ରୁ ଊର୍ଦ୍ଧ୍ୱ ଆକର୍ଷଣୀୟ ଡିଜାଇନ ଓ ବ୍ୟାପକ ଗହଣା ସମ୍ଭାର ସହିତ ପ୍ରିମିୟମ ବିବାହ ସୁନାଗହଣା କ୍ରୟ ଉପରେ ଫ୍ଲାଟ୍‌ ୫୦%ର ରିହାତି ଦିଆଯାଉଛି। ଏପରିକି ହୀରା ଗହଣାର ମୂଲ୍ୟ ଉପରେ ୩୦% ପର୍ଯ୍ୟନ୍ତ ଛାଡ଼ ଓ ରୁପା ସାମଗ୍ରୀ ଉପରେ ଫ୍ଲାଟ୍‌ ୨୫% ରିହାତି ସହିତ ୫ ଷ୍ଟାର ପ୍ରମିଜ୍‌ ସେବାରେ ଲାଇଫି ଟାଇମ୍‌ ଫ୍ରି ରିପେୟାର ସହ ୧୦୦% ଏକ୍ସଚେଞ୍ଜ ଭାଲ୍ୟୁ ଓ ଗହଣା ଉପରେ ଫ୍ରି ଇନ୍‌ସ୍ୟୁରାନ୍ସ ସେବା ମଧ୍ୟ ଗ୍ରାହକମାନେ ପାଇପାରିବେ। ଚଳିତ ରଥଯାତ୍ରା ଅବସରରେ ଅରୁନ୍ଧତୀର ବ୍ୟାପକ ଗହଣା ସମ୍ଭାର ଏବଂ ଆକର୍ଷଣୀୟ ଅଫରର ଲାଭ ଉଠାଇବା ପାଇଁ ସମସ୍ତ ଗ୍ରାହକବନ୍ଧୁଙ୍କୁ ଅରୁନ୍ଧତୀ ପକ୍ଷରୁ ସାଦର ନିମନ୍ତ୍ରଣ କରାଯାଉଛି ବୋଲି ଅରୁନ୍ଧତୀ ଗ୍ରୁପ୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

ଯବାନଙ୍କ ସର୍ଚ୍ଚ ଅପରେଶନ ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ

ନୂଆପଡ଼ା,୮।୭ (ମକାରୁ ବେମାଲ): ୨୦୨୬ ମାର୍ଚ୍ଚ ୩୧ରେ ସାରା ଦେଶକୁ ମାଓବାଦୀ ମୁକ୍ତ ଘୋଷଣା କରାଯାଇଥିଲା। ସେହି ଦିନଠାରୁ ମାଓବାଦୀ ଗତିବିଧି ଜଣାପଡି ନ ଥିଲା। ହେଲେ…

ନେହା ଡାଗା ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ

ନୂଆପଡ଼ା,୮।୭ (ମକାରୁ ବେମାଲ) : ନୂଆପଡା ଜିଲା ଖରିଆର ରୋଡ ପାର୍ଶ୍ୱନାଥ (ଜୈନ) ଭବନଠାରେ ଭାରତୀୟ ଜନତା ମଜଦୁର ସେଲ୍‌ (ବିଜେଏମ୍‌ସି) ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ…

ଲୋକଙ୍କ ଘରେ ପଶିଲା ମଇଳା ପାଣି, ଡ୍ରେନେଜ ସମସ୍ୟା ନେଇ ଜିଲାପାଳଙ୍କୁ …

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଞ୍ଚଳରେ ଡ୍ରେନେଜ ସମସ୍ୟା ସଙ୍ଗୀନ ହୋଇପଡ଼ିଛି। ଗତ କିଛିଦିନ ବର୍ଷା ଲାଗି ରହିବାରୁ ବିଭିନ୍ନ ୱାର୍ଡ଼ ଜଳମଗ୍ନ ହେବା ସହିତ…

ସରକାରୀ ଜମିରେ ବନବିଭାଗର ବୃକ୍ଷରୋପଣ ଉଦ୍ୟମ: ଗ୍ରାମବାସୀଙ୍କ ତୀବ୍ର ବିରୋଧ, ଗାଁ ମୁଣ୍ଡ ରାସ୍ତାରେ ଦେଲେ ଧାରଣା

ମହାକାଳପଡ଼ା,୮।୭( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କଣ୍ଡରା ପାଟିଆ ଗ୍ରାମ ଜୋରୀ…

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri