ଇସ୍ରାଏଲ-ହମାସ ଯୁଦ୍ଧ ଉପରେ ମତ ବଦଳାଇଲା ଚାଇନା, କହିଲା- ‘ଆତ୍ମରକ୍ଷା ପାଇଁ ରହିଛି ଅଧିକାର’

ନୂଆଦିଲ୍ଲୀ, ୨୪/୧୦: ଯୁଦ୍ଧ ପ୍ରଭାବିତ ପାଲେଷ୍ଟାଇନ-ଇସ୍ରାଏଲର ପୁନଃ ନିର୍ମାଣରେ ସହଯୋଗ କରିବାକୁ ଚାଇନା ଯଥାସମ୍ଭବ ଉଦ୍ୟମ କରିବ ମଙ୍ଗଳବାର ଇସ୍ରାଏଲ୍ ପ୍ରତିପକ୍ଷଙ୍କୁ ଏକ ଫୋନ୍ କଲରେ ଏହି କଥା କହିଛନ୍ତି ଚାଇନା ବୈଦେଶିକ ମନ୍ତ୍ରୀ। ତେବେ ଯେପର୍ଯ୍ୟନ୍ତ ଶାନ୍ତି ପାଇଁ ସ୍ଥାପନା ହୋଇନାହିଁ ସେ ପର୍ଯ୍ୟନ୍ତ ଚାଇନା କୌଣସି ସଂକଳ୍ପକୁ ଦୃଢ ସମର୍ଥନ କରିବ ନାହିଁ ବୋଲି ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି ଇସ୍ରାଏଲର ଏଲି କୋହେନଙ୍କୁ କହିଛନ୍ତି।

ୱାଙ୍ଗ ମଧ୍ୟ ପୂର୍ବର ଚାଇନା ନାଗରିକ ତଥା ଅନୁଷ୍ଠାନଗୁଡିକର ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ଆହ୍ୱାନ ଦେଇ କହିଛନ୍ତି ଯେ,”ସମସ୍ତ ଦେଶର ଆତ୍ମରକ୍ଷା କରିବାର ଅଧିକାର ଅଛି, କିନ୍ତୁ ସେମାନେ ଆନ୍ତର୍ଜାତୀୟ ମାନବିକ ଆଇନ ପାଳନ କରିବା ଉଚିତ ଏବଂ ସାଧାରଣ ନାଗରିକଙ୍କ ସୁରକ୍ଷା ରକ୍ଷା କରିବା ଉଚିତ୍। ”

ଏହି ବିବାଦରେ ଚାଇନା ହିଂସା ତଥା ସାଧାରଣ ନାଗରିକଙ୍କ ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରିଛି ଏବଂ ୱାଙ୍ଗ ଇସ୍ରାଏଲର କାର୍ଯ୍ୟକଳାପକୁ “ଆତ୍ମରକ୍ଷା ସୀମା ବାହାରେ” ଘୋଷଣା କରିଥିବାବେଳେ ସେ ତାଙ୍କ ମନ୍ତବ୍ୟରେ ହାମାସର ନାମ ନେଇ ନାହାନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

‘ଭାରତର ୪ବନ୍ଧ ଆମ ପାଇଁ ଡେଥ ଓ୍ବାରେଣ୍ଟ’, ଘାବରେଇଲେଣି ପାକିସ୍ତାନୀ ଏକ୍ସପର୍ଟ, ଧମକ ଦେଇ କହିଲେ…

ଇସଲାମାବାଦ,୪।୯: ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାକୁ ପଦକ୍ଷେପ ନେବା ପରଠାରୁ ପାକିସ୍ତାନ ବିଷ ଓଗାଳି ଚାଲିଛି। ଇତିମଧ୍ୟରେ, ପାକିସ୍ତାନୀ ଜଳ ବିଶେଷଜ୍ଞ ରସିଦ ଆବାସି…

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

ବଡ଼ ଚମତ୍କାର: ନେପାଳ ବନ୍ୟାର ୯ ଦିନ ପରେ ମାଟି ତଳୁ ଜୀବନ୍ତ ଉଦ୍ଧାର ହେଲେ ୨ ବ୍ୟକ୍ତି, ଏବେ ବି ଶୁଣାଯାଉଛି ଆହୁରି ସ୍ବର

କାଠମାଣ୍ଡୁ,୪।୯: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଏକ ବଡ଼ ଚମତ୍କାର ଘଟଣା ସାମ୍ନାକୁ ଆସିଛି। ରସୁୱା ଜିଲାରେ ବନ୍ୟା ପରେ ତ୍ରିଶୁଳୀ-୩ଏ ହାଇଡ୍ରୋପାୱାର ପ୍ରକଳ୍ପର…

ଭଉଣୀଙ୍କ ବଢୁଥିଲା ଫଲୋଅର୍ସ, ସହି ନ ପାରି ଭାଇ ନେଲେ ଚରମ ପଦକ୍ଷେପ

ଇସଲାମାବାଦ୍‌,୪।୯: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଜଣେ ୧୮ ବର୍ଷର ଝିଅ ନିଜ ସୋସିଆଲ ମିଡିଆ ଲୋକପ୍ରିୟତାକୁ ନେଇ ସୃଷ୍ଟି ହୋଇଥିବା ବିବାଦ କାରଣରୁ ନିଜ ସାନ ଭଉଣୀକୁ…

ଜନ୍ମଗତ ନାଗରିକତ୍ୱ: ଟ୍ରମ୍ପ୍‌ଙ୍କ ନୂତନ ନିର୍ଦ୍ଦେଶନାମା ଉପରେ ରୋକ

ଓ୍ବାଶିଂଟନ,୪।୯(ପି.ଟି.): ଆମେରିକାର ସୁପ୍ରିମକୋର୍ଟ ତାଙ୍କର ପୂର୍ବ ପ୍ରୟାସକୁ ପ୍ରତ୍ୟାଖ୍ୟାନ କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜାରି କରିଥିବା ଜନ୍ମଗତ ନାଗରିକତା ପାଇବାକୁ ଯୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri