Posted inଜାତୀୟ

ଉପାସନା ଅଧିକାର ମନ୍ଦିର ପରିଚାଳନା କମିଟି ଦ୍ୱାରା ପ୍ରତିବନ୍ଧିତ ସାମାଜିକ ଅଧିକାର…

ଥିରୁଭାନନ୍ତପୁରମ୍‌, ୨୯।୬ : ଗୁରୁଭୟୁର ଶ୍ରୀକୃଷ୍ଣ ମନ୍ଦିରରେ ଉପାସନା ପ୍ରସଙ୍ଗରେ କେରଳ ହାଇକୋର୍ଟ କହିଛନ୍ତି ଯେ, ଉପାସନା ଅଧିକାର ମନ୍ଦିର ପରିଚାଳନା କମିଟି ଦ୍ୱାରା ପ୍ରତିବନ୍ଧିତ ସାମାଜିକ ଅଧିକାର। ଏହାକୁ କୌଣସି ବ୍ୟକ୍ତି ବିଶେଷ, ମନ୍ଦିର କମିଟି ସଦସ୍ୟ, ପ୍ରଶାସକ ଅବା ପୂର୍ବତନ ଅଧିକାରୀଙ୍କ ଦ୍ୱାରା ଉଲ୍ଲଂଘନ କରାଯାଇ ପାରିବ ନାହିଁ। ମନ୍ଦିରର ନାଲାବଲମ୍‌ରେ ପ୍ରବେଶ ସମ୍ପର୍କିତ ପ୍ରତିବନ୍ଧକ ପରିଚାଳନା କମିଟି ଦ୍ୱାରା ଲାଗୁ ହୋଇଛି। ଏହାକୁ କୌଣସି କ୍ଷେତ୍ରରେ ଉଲ୍ଲଂଘନ କରାଯାଇ ପାରିବ ନାହିଁ।

ବିଚାରପତି ଅନୀଲ କେ. ନରେନ୍ଦ୍ରନ୍‌ ଏବଂ ପି.ଜି. ଅଜିଥକୁମାରଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହାର ବିଚାର କରି ଏଭଳି କହିଛନ୍ତି। ଶ୍ରଦ୍ଧାଳୁ ପରମ୍ପରା ଏବଂ ପରିଚାଳନା କମିଟି ଦ୍ୱାରା ଲାଗୁ ହୋଇଥିବା ପ୍ରତିବନ୍ଧକ ଆଧାରରେ ମନ୍ଦିରରେ ଉପାସନା କରିପାରିବେ।

୨୦୨୧ରେ ପରିଚାଳନା କମିଟିର ଜଣେ ପୂର୍ବତନ ପ୍ରଶାସକ ଏବଂ ୨ ଜଣ ସଦସ୍ୟ ପ୍ରତିବନ୍ଧକର ଉଲ୍ଲଂଘନ କରି ବିଶୁକାନି ଦର୍ଶନ ପାଇଁ ନାଲାବଲମ୍‌ରେ ପ୍ରବେଶ କରିଥିଲେ। ଏନେଇ କାର୍ଯ୍ୟ ନିର୍ବାହୀ ପ୍ରଶାସକଙ୍କ ପକ୍ଷରୁ ଏକ ଅଭିଯୋଗ ଅଣାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି।…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?