ଆନ୍ଦୋଳନକୁ ସମର୍ଥନ କଲେ ରିହାନା-ଗ୍ରେଟା

ଓ୍ବାଶଂଟନ,୩।୨: କୃଷି ଆଇନକୁ ନେଇ ଭାରତରେ ଜାରି ରହିଥିବା ଚାଷୀ ସଂଗଠନଙ୍କ ଆନ୍ଦୋଳନକୁ ଏବେ ସେଲିବ୍ରିଟିଙ୍କ ସମର୍ଥନ ମିଳିବାରେ ଲାଗିଛି।  ଆମେରିକା ପପ୍‌ ଷ୍ଟାର ରିହାନା ମଙ୍ଗଳବାର ସନ୍ଧ୍ୟାରେ ଏହାକୁ ଟୁଇଟ କରି ସମର୍ଥନ କରିଥିଲେ। ଏବେ ପରିବେଶକର୍ମୀ ଗ୍ରେଟା ଥନବର୍ଗ ଭାରତରେ ଜାରି ରହିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ କରିଛନ୍ତି। ଚାଷୀଙ୍କ ସହିତ ସେ ଛିଡ଼ା ହୋଇଥିବା ବୁଧବାର ଗ୍ରେଟା ଟୁଇଟ୍‌ କରି କହିଛନ୍ତି। ସେହିପରି ଦିଲ୍ଲୀ ପ୍ରଦୂଷଣ ବିରୋଧରେ ପ୍ରଦର୍ଶନ କରିଥିବା ୯ ବର୍ଷ ବୟସ୍କା ପରିବେଶ କର୍ମୀ ଲିସିପ୍ରିୟା କଙ୍ଗୁଜମ୍‌ ମଧ୍ୟ ଆନ୍ଦୋଳନକୁ ସମର୍ଥନ କରିଛନ୍ତି। ଲୋକମାନେ ଆନ୍ଦୋଳନକୁ ସମର୍ଥନ କରିବା ଲାଗି ସେ ଅନୁରୋଧ କରି ଟୁଇଟ୍‌ କରିଛନ୍ତି। ସେହିପରି ପରିବେଶକର୍ମୀ ଜେମି ମାର୍ଗେଲିନ୍‌ ଏବଂ କାନାଡ଼ାର ୟୁଟ୍ୟୁବର ତଥା ଅଭିନେତ୍ରୀ ଲିଲି ଚାଷୀଙ୍କ ସହିତ ଏକଜୁଟ ହୋଇ ଛିଡ଼ା ହୋଇଥିବା ନେଇ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri