‘ଜନ୍‌ ଓ୍ବିକ୍‌’ରେ ରିନା ସ୍ବୟଂମା

ଜାପାନରେ ଜନ୍ମିତ ବ୍ରିଟିଶ୍‌ ପପ୍‌ ସୁପରଷ୍ଟାର ରିନା ସ୍ବୟଂମା ଗୀତ ଗାଇବା ପରେ ଏବେ ଅଭିନୟ ଜଗତରେ ପାଦ ଥାପିଛନ୍ତି। ତାଙ୍କୁ କେଆନୁ ରିଭେସ୍‌ ଷ୍ଟାରର୍‌ ‘ଜନ୍‌ ଓ୍ବିକ୍‌: ଚାପ୍ଟର ୪’ରେ ଦେଖିବାକୁ ମିଳିବ। ଏହି ସିରିଜ୍‌ର ପୂର୍ବ ୩ଟି ଚାପ୍ଟର ୨୦୧୪, ୨୦୧୭ ଓ ୨୦୧୯ରେ ରିଲିଜ୍‌ ହୋଇଥିଲା। ନୂଆ ଫିଲ୍ମରେ ରିନା କେଉଁ ଭୂମିକାରେ ଡେବ୍ୟୁ କରିବେ ତାହା ଗୋପନ ରଖାଯାଇଛି। ଲଣ୍ଡନର କେମ୍ବ୍ରିଜ୍‌ ୟୁନିଭର୍ସିଟିରେ ରାଜନୀତି, ମନସ୍ତତ୍ୱ ଓ ସମାଜବିଜ୍ଞାନରେ ପାଠ ପଢ଼ିବାବେଳେ ଏହି ପପ୍‌ ଗାୟିକା ଚର୍ଚ୍ଚାକୁ ଆସିଥିଲେ। ଗୀତ ଗାଇବା ପୂର୍ବରୁ ସେ ମଡେଲିଂ ମଧ୍ୟ କରୁଥିଲେ। ‘ଜନ୍‌ ଓ୍ବିକ୍‌: ଚାପ୍ଟର ୪’ର ପ୍ରଯୋଜନା ବାସିଲ ଇଓ୍ବାୟକ୍‌, ଏରିକା ଲି ଏବଂ ଷ୍ଟାହେଲ୍‌ସ୍କି କରିଛନ୍ତି। ଫ୍ରାନ୍ସ, ଜର୍ମାନୀ ଓ ଜାପାନରେ ଏହାର ଶୁଟିଂ କରାଯିବ ବୋଲି ପ୍ରଡକ୍ସନ ହାଉସ୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri