Posted inଖେଳ

ଭାରତୀୟ ଦଳରେ ସ୍ଥାନ ପାଇପାରନ୍ତି ରିଙ୍କୁ

ନୂଆଦଲ୍ଲୀ, ୧୨ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଭଲ ପ୍ରଦର୍ଶନ କରୁଥିବାରୁ କୋଲକାତା ନାଇଟ ରାଇଡର୍ସ (କେକେଆର) ଯୁବ ବାମହାତି ଖେଳାଳି ରିଙ୍କୁ ସିଂ ଖୁବ୍‌ ଶୀଘ୍ର ଭାରତୀୟ କ୍ରିକେଟ ଦଳ ପାଇଁ ଡକରା ପାଇପାରନ୍ତି ବୋଲି ପୂର୍ବତନ ସ୍ପିନର ହରଭଜନ ସିଂ ଆଶା ପ୍ରକାଶ କରି କହିଛନ୍ତି। ଇତିମଧ୍ୟରେ ସେ ୧୨ଟି ମ୍ୟାଚରେ ୧୬୭ ରନ୍‌ ସଂଗ୍ରହ କରିସାରିଛନ୍ତି। ସେ ଜଣେ ଫିନିଶର ଭାବେ ଏକ ପରିଚୟ ସୃଷ୍ଟି କରିଛନ୍ତି। ତାଙ୍କ ଦଳ ଯେତେବେଳେ ବିଜୟ ଲକ୍ଷ୍ୟ ପିଛା କରୁଛି ସେତେବେଳେ ସେ ଭଲ ପ୍ରଦର୍ଶନ କରୁଛନ୍ତି। ତନ୍ମଧ୍ୟରେ ଗୁଜରାଟ ଟାଇଟାନ୍ସ ବିପକ୍ଷ ଏକ ମ୍ୟାଚରେ ସେ କ୍ରମାଗତ ୫ଟି ଛକା ଲଗାଇ ଦଳକୁ ଜିତାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

ଭାଲେଣ୍ଟାଇନ୍ସ ଡେ’ରେ ସାଥୀଙ୍କୁ ଦେବାକୁ ଭୁଲନ୍ତୁନି ଏସବୁ , ନହଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ ଭାଲେଣ୍ଟାଇନ୍ସ ଡେ’ରେ ଏମିତି କିଛି ଉପହାର ସାଥୀକୁ ଦିଅନ୍ତୁ; ଯାହା ତାଙ୍କୁ ଖୁସି ଦେବା ସହ ତାଙ୍କ ଜୀବନରେ ସୁଖ, ସମୃଦ୍ଧି ବି ଆଣିଦେଉଥିବ……

ଭାଲେଣ୍ଟାଇନ ସପ୍ତାହ, ୪ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରେମ…

ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ତାରିଖରୁ ଆରମ୍ଭ ହୋଇଛି ଏବଂ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଲେଣ୍ଟାଇନ୍ସ ସପ୍ତାହ ପ୍ରେମୀ, ବିବାହିତ ଦମ୍ପତି ଏବଂ ଅବିବାହିତମାନଙ୍କ…

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri