Posted inଖେଳ

ଭଉଣୀଙ୍କୁ ଉପହାର ଦେଲେ ରିଙ୍କୁ ସିଂ

ଲକ୍ଷ୍ନୌ,୭।୧୦: ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟ ଚାମ୍ପିୟନ ଭାରତୀୟ ଦଳର ସଦସ୍ୟ ରିଙ୍କୁ ସିଂ ତାଙ୍କ ଭଉଣୀ ନେହାକୁ ଏକ ନୂଆ ଇଲେକ୍ଟ୍ରିକ୍‌ ସ୍କୁଟି ଉପହାରରେ ଦେଇଛନ୍ତି। ଏ ନେଇ ସୋସିଆଲ ମିଡିଆରେ ଫଟୋ ଶେୟାର କରି ରିଙ୍କୁଙ୍କ ଭଉଣୀ ନେହା ଏହି ସୂଚନା ଦେଇଛନ୍ତି।

ଫଟୋରେ ସ୍କୁଟି ସହିତ ନେହା ଓ ରିଙ୍କୁ ରହିଛନ୍ତି। ଏଥିପୂର୍ବରୁ ରିଙ୍କୁ ଗତ ନଭେମ୍ବରରେ ଅଲିଗଡ଼ରେ ଏକ ବିଳାଶପୂର୍ଣ୍ଣ ୩ ତାଲା ବାଙ୍ଗଲୋ କିଣିଥିଲେ, ଯାହାର ନାମ ତାଙ୍କ ମା’ଙ୍କ ନାମରେ ରଖିଛନ୍ତି। ଏହାର ଆନୁମାନିକ ମୂଲ୍ୟ ୩.୫ କୋଟି ଟଙ୍କା। ଉଲ୍ଲେଖଯୋଗ୍ୟ, ଗତ ମାସରେ ଅନୁଷ୍ଠିତ ଏସିଆ କପ୍‌ରେ ପାକିସ୍ତାନ ବିପକ୍ଷ ଫାଇନାଲରେ ରିଙ୍କୁ ଚୌକା ମାରି ଭାରତକୁ ବିଜୟ କରାଇଥିଲେ

Dharitri – Odisha’s No.1 Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ଆଖି ଦେଖାଇଲା ପାକିସ୍ତାନ! ବାଂଲାଦେଶରୁ କଲା ଗର୍ଜନ…

ଢାକା,୯।୧୧: ମହମ୍ମଦ ୟୁନୁସଙ୍କ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ ହେବା ପରଠାରୁ, ପାକିସ୍ତାନ ସହିତ ବାଂଲାଦେଶର ସମ୍ପର୍କରେ ଯଥେଷ୍ଟ ଉନ୍ନତି ଆସିଛି। ଏହା ପ୍ରଥମ ଥର ପାଇଁ...

ମ୍ୟାନ ଅଫ ଦି ମ୍ୟାଚ ଖେଳାଳି କେତେ ଟଙ୍କା ପାଆନ୍ତି? ଏହା ମ୍ୟାଚ ଫି ଠାରୁ କେତେ କମ

ନୂଆଦିଲ୍ଲୀ,୯।୧୧: ନିକଟରେ, ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ମହିଳା ODI ବିଶ୍ୱକପ ଜିତିଥିଲା। ଫାଇନାଲ ମ୍ୟାଚରେ, ଶାଫାଲି ବର୍ମା ଏକ ଚମତ୍କାର ଇନିଂସ...

ଦାରିଙ୍ଗବାଡିରେ ଖସୁଛି ପାରଦ: ୨ ଦିନ ହେଲା ଶୀତ, ନିଆଁ ଲଗାଇ ବସୁଛନ୍ତି…

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିବାରେ ବିଳମ୍ବ ହୋଇଛି । ତେବେ ଗତ ୨ ଦିନ ହେଲା ପାରଦ ଖସୁଛି ଏବଂ...

ବିଜେଡି, ଭାଜପାର ରୋଡ୍‌ ଶୋ’କୁ ନେଇ ଚର୍ଚ୍ଚା

ନୂଆପଡ଼ା,୯ା୧୧(ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ ପର୍ଯ୍ୟାୟରେ। ରବିବାର ପ୍ରଚାର ଶେଷ ହୋଇଯିବ। ଅପରାହ୍ନ ୪ଟା ସୁଦ୍ଧା ନୂଆପଡ଼ା ଛାଡ଼ି ଚାଲିଯିବାକୁ ବାହାର ନେତା...

ନୂଆପଡ଼ା ଉପନିର୍ବାଚନ ବିଜୟ ପାଇଁ ପ୍ରମୁଖ ଦଳର କସରତ୍‌

ନୂଆପଡ଼ା,୯ା୧୧ (ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ଏହାକୁ ନେଇ ଆଲୋଚନା ସେତେ...

ଘାସିରାମ ନିଷ୍କଳଙ୍କ: ଚେୟାରମ୍ୟାନ ଥାଇ ନିଜ ବିଡିଓଙ୍କୁ ଧରାଇଥିଲେ ଭିଜିଲାନ୍ସ ହାତରେ

ନୂଆପଡ଼ା,୯ା୧୧ (ମକାରୁ ବେମାଲ): କଂଗ୍ରେସ ହେଉଛି ଏକମାତ୍ର ଦଳ ଯିଏ ଏହି ମାଟିର ମଣିଷ, ନିଷ୍କଳଙ୍କ ବ୍ୟକ୍ତି ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଛି। କଂଗ୍ରେସ ପ୍ରାର୍ଥୀ...

ଏଇ ଭାରତରେ

ରୋଗପୋକ ନିୟନ୍ତ୍ରଣ ଓ ଜଳବାୟୁର ପ୍ରତିକୂଳ ସ୍ଥିତି ସମ୍ପର୍କିିତ ତଥ୍ୟ ସଂଗ୍ରହ କରୁଥିବା ଟେକ୍ନୋଲୋଜି ଏବେ ଆଧୁନିକ କୃଷିକୁ ନୂଆ ଦିଗ ଦେଖାଇଛି। ଏହି କ୍ରମରେ...

ଜୀବନର ମୂଲ୍ୟ

ଜିକାଲିର ଯୁବପିଢ଼ି ପାଖରେ ଜୀବନ ମୂଲ୍ୟର ଉତ୍କଟ ଅଭାବ ସବୁଆଡ଼େ ପରିଲକ୍ଷିତ ହେଲାଣି, ଯାହା ସମାଜ ପାଇଁ ଏକ ଆହ୍ବାନ କହିଲେ ଅତ୍ୟୁକ୍ତି ହେବ ନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri