କଟକ ଦୁର୍ଗା ଭସାଣିରେ ଗଣ୍ଡଗୋଳ: ହିନ୍ଦୁ ସଂଗଠନ ପକ୍ଷରୁ ବିଶାଳ ଶୋଭାଯାତ୍ରା

କଟକ,୫ା୧୦: ଶୁକ୍ରବାର ରାତିରେ କଟକର ଦାରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡକୁ ନେଇ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ସହ ଅନ୍ୟ ହିନ୍ଦୁ ସଂଗଠନମାନଙ୍କ ଦ୍ୱାରା ସୋମବାର ଡାକାଯାଇଥିବା ୧୨ ଘଣ୍ଟିଆ କଟକ ବନ୍ଦ ପୂର୍ବରୁ ରବିବାର ଅପରାହ୍ନରେ ବଜ୍ରବାଟି ରୋଡ଼ରେ ଏକ ବିଶାଳ ଶୋଭାଯାତ୍ରା ଆୟୋଜନ କରାଯାଇଛି। ଏହି ଶୋଭାଯାତ୍ରା ହିଂସା ଓ ଗଣ୍ଡଗୋଳକୁ ବିରୋଧ କରି ଆୟୋଜିତ ହୋଇଥିଲା, କିନ୍ତୁ ପୋଲିସ ଏହାକୁ ଅଟକାଇବାରୁ ବିଭିନ୍ନ ସଂଗଠନର କର୍ମୀମାନେ ବିକ୍ଷୋବ କରିଛନ୍ତି। ଏହା ସହରରେ ସମ୍ବେଦନଶୀଳ ପରିସ୍ଥିତି ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ: ଅଟକିଲା ଆମ୍ବୁଲାନ୍ସ, ଗାଡି ପାଉ ନ ଥିଲେ ଲୋକେ

ନୂଆପଡ଼ା,୮ା୧୧ (ମକାରୁ ବେମାଲ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରୋଡ୍‌ ଶୋରେ ନୂଆପଡ଼ା ସହରର ଏକତା ଛକ ଓ ଖରିଆର ରୋଡ୍‌ ଏନ୍‌ଏସରେ ପ୍ରବଳ ଭିଡ଼...

ରାତି ପାହିଲେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ: ପୂର୍ବରୁ ୨୫୬ଟି ଅଭିଯୋଗ ଶୁଣି କରିଥିଲେ ରେକର୍ଡ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସର ମଧ୍ୟରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷନ ଏବଂ ଏଏସ୍‌ପି ହରିଶ ବିସିଙ୍କ ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ...

ଦାରିଙ୍ଗବାଡିରେ ଖସୁଛି ପାରଦ: ୨ ଦିନ ହେଲା ଶୀତ, ନିଆଁ ଲଗାଇ ବସୁଛନ୍ତି…

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିବାରେ ବିଳମ୍ବ ହୋଇଛି । ତେବେ ଗତ ୨ ଦିନ ହେଲା ପାରଦ ଖସୁଛି ଏବଂ...

ବିଜେଡି, ଭାଜପାର ରୋଡ୍‌ ଶୋ’କୁ ନେଇ ଚର୍ଚ୍ଚା

ନୂଆପଡ଼ା,୯ା୧୧(ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ ପର୍ଯ୍ୟାୟରେ। ରବିବାର ପ୍ରଚାର ଶେଷ ହୋଇଯିବ। ଅପରାହ୍ନ ୪ଟା ସୁଦ୍ଧା ନୂଆପଡ଼ା ଛାଡ଼ି ଚାଲିଯିବାକୁ ବାହାର ନେତା...

ନୂଆପଡ଼ା ଉପନିର୍ବାଚନ ବିଜୟ ପାଇଁ ପ୍ରମୁଖ ଦଳର କସରତ୍‌

ନୂଆପଡ଼ା,୯ା୧୧ (ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ଏହାକୁ ନେଇ ଆଲୋଚନା ସେତେ...

ଘାସିରାମ ନିଷ୍କଳଙ୍କ: ଚେୟାରମ୍ୟାନ ଥାଇ ନିଜ ବିଡିଓଙ୍କୁ ଧରାଇଥିଲେ ଭିଜିଲାନ୍ସ ହାତରେ

ନୂଆପଡ଼ା,୯ା୧୧ (ମକାରୁ ବେମାଲ): କଂଗ୍ରେସ ହେଉଛି ଏକମାତ୍ର ଦଳ ଯିଏ ଏହି ମାଟିର ମଣିଷ, ନିଷ୍କଳଙ୍କ ବ୍ୟକ୍ତି ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଛି। କଂଗ୍ରେସ ପ୍ରାର୍ଥୀ...

ଉପନିର୍ବାଚନ ପ୍ରଚାରର ଶେଷଦିନ: ୪ଟାରୁ ନୂଆପଡ଼ା ଛାଡ଼

ନୂଆପଡ଼ା,୯।୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷଦିନ। ରବିବାର ଅପରାହ୍ନ ୪ଟାରୁ ସାଇଲେନ୍ସ ପିରିୟଡ ଲାଗୁ ହେବ। ସାଇଲେନ୍ସ ପିରିୟଡ ପୂର୍ବରୁ ସମସ୍ତ...

ଆପାର୍ଟମେଣ୍ଟ ବାଲ୍‌କୋନି ଭୁଶୁଡ଼ି ୩ମୃତ

କଟକ,୯।୧୧(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା ପାଇଁ କଟକ ସହର ଚଳଚଞ୍ଚଳ ହୋଇ ଉଠିଥିବାବେଳେ ଶନିବାର ଅପରାହ୍ନରେ ମଣିସାହୁ ଛକ ନିକଟରେ ଘଟିଛି ଏକ ଅଘଟଣ। ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri