Posted inଜାତୀୟ

ଅଯୋଧ୍ୟାରେ ଦଙ୍ଗା ଷଡ଼ଯନ୍ତ୍ର ପଣ୍ଡ: ୭ ମାଷ୍ଟରମାଇଣ୍ଡ ଗିରଫ

ଆଯୋଧ୍ୟା,୨୯।୪: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଥିବା ବିଭିନ୍ନ ଧାର୍ମିକ ସ୍ଥାନରେ ଆପତ୍ତିଜନକ ପୋଷ୍ଟର, ମାଂସ ଏବଂ ଚିରିଯାଇଥିବା ଧାର୍ମିକ ପୁସ୍ତକ ଫିଙ୍ଗି ଦଙ୍ଗା ସୃଷ୍ଟି କରିବାକୁ ଷଡଯନ୍ତ୍ର କରିବା ଅଭିଯୋଗରେ ପୋଲିସ ୭ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ସମ୍ପୃକ୍ତ ଆଉ ଚାରି ଜଣଙ୍କୁ ଖୋଜା ଚାଲିଛି। ମୁଖ୍ୟ ଅଭିଯୁକ୍ତ ମହେଶ ମିଶ୍ର ହେଉଛନ୍ତି ହିନ୍ଦୁ ଯୋଦ୍ଧା ସଂଗଠନର ମୁଖ୍ୟ। ସେ ତାଙ୍କର ୧୦ ଜଣ ସହଯୋଗୀଙ୍କ ସହ ଦୁଇଟି ମସଜିଦ ଉପରେ ଏବଂ ରାସ୍ତାରେ ଗୋଟିଏ ସ୍ଥାନରେ ଆପତ୍ତିଜନକ ପୋଷ୍ଟର ଫିଙ୍ଗି ଦଙ୍ଗା ପାଇଁ ଷଡଯନ୍ତ୍ର କରିଥିଲେ। ମସଜିଦ ଏବଂ ସହରର ବିଭିନ୍ନ ସ୍ଥାନରେ ଲଗାଯାଇଥିବା ସିସିଟିଭିରେ ଅଭିଯୁକ୍ତଙ୍କ ସମ୍ପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଦେଖାଯାଇଥିଲା। ଘଟଣାର ୨୪ ଘଣ୍ଟା ମଧ୍ୟରେ ଅଭିଯୁକ୍ତକୁ ଧରିବାରେ ପୋଲିସ ବଡ଼ ସଫଳତା ହାସଲ କରିଛି। ପୋଲିସର ସୂଚନାନୁସାରେ, ଦିଲ୍ଲୀ ଘଟଣାରେ ଅଭିଯୁକ୍ତମାନେ ନିରାଶ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଜେଲ୍‌ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ

ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ…

ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ

ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି…

ଭଞ୍ଜନଗରରେ କଂଗ୍ରେସ ପ୍ରଭାରୀ: ଜିଲା ସଂଗଠନ ସୁଦୃଢ଼ ଉପରେ…

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଜେ.ଟି. କୁସୁମ କୁମାର ଶୁକ୍ରବାର ଅପରାହ୍ନରେ ଭଞ୍ଜନଗର ଗସ୍ତରେ ଆସି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଗଞ୍ଜାମ…

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ଏବଂ ଅଧ୍ୟକ୍ଷ ଚିନ୍ତାମଣି ଏବଂ ଚାଷୀ କେ. ଶ୍ୟାମ ସୁନ୍ଦରଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଦିଗପହଣ୍ଡି ବ୍ଳକର କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନୀତ କରାଯିବା ସହ ପୁରସ୍କାର…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri