ନାବାଳକଙ୍କୁ ପୋଲିସ ଗୁଳି କରି ମାରିବା ପରେ ପ୍ୟାରିସରେ ଅଶାନ୍ତି

ପ୍ୟାରିସ,୨୯ା୬: ଫ୍ରାନ୍ସର ରାଜଧାନୀ ପ୍ୟାରିସରେ ଜଣେ ୧୭ ବର୍ଷର ନାବାଳକଙ୍କୁ ପୋଲିସ ଗୁଳି କରି ମାରିବା ପରେ ପ୍ୟାରିସ୍‌ରେ ହିଂସା ଦେଖାଦେଇଛି। ଗୁଳି ବିନିମୟ ପରେ ପ୍ୟାରିସରେ ଅଶାନ୍ତି ଜାରି ରହିଛି।

TOPSHOT-FRANCE-POLICE-CRIME

ପ୍ୟାରିସରେ ନାହେଲ ଏମ୍‌ ନାମକ ଜଣେ ନାବାଳକ ଟ୍ରାଫିକ ପୋଲିସ ସମ୍ମୁଖରେ ମଙ୍ଗଳବାର  କାର୍‌ ଅଟକାଇବାକୁ ମନା କରିଦେଇଥିଲେ। ଏହା ପରେ ଜଣେ ପୋଲିସ କର୍ମଚାରୀ ତାଙ୍କୁ ଅତି ନିକଟରୁ ଗୁଳି ଚଳାଇଥିଲେ। ଏହି ଘଟଣାର ଖବର ବ୍ୟାପିବା ମାତ୍ରେ ଲୋକମାନେ ରାସ୍ତାକୁ ଓହ୍ଲାଇଥିଲେ। ଏହାକୁ ନେଇ ସହରରେ ହିଂସା ଦେଖାଦେଇଛି।

A firefighter stands in front of a burning vehicle during clashes between protesters and police, after the death of Nahel, a 17-year-old teenager killed by a French police officer during a traffic stop, in the Paris suburb of Nanterre, on Wednesday. | REUTERS

ସୋସିଆଲ ମିଡିଆରେ ଶେୟାର କରାଯାଇଥିବା ଭିଡିଓରେ ଦେଖିବାକୁ ମିଳିଛି, ବୁଧବାର କାରଗୁଡ଼ିକରେ ନିଆଁ ଲଗାଇ ଦିଆଯାଉଛି। ପ୍ୟାରିସରେ ହିଂସା ବ୍ୟାପିବା ପରଠାରୁ ପୋଲିସ ଏପର୍ଯ୍ୟନ୍ତ ୧୫୦ ଜଣଙ୍କୁ ଗିରଫ କରିସାରିଲାଣି। ପୋଲିସ କହିଛି, ଏହି ଲୋକମାନେ ସରକାରୀ ଗାଡ଼ିରେ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri