Posted inଜାତୀୟ

ଦଳିତଙ୍କୁ ମନ୍ଦିର ପ୍ରବେଶ ଅନୁମତି ନ ମିଳିବାରୁ ଭିଲ୍ଲୁପୁରମ୍‌ରେ ଉତ୍ତେଜନା

ଚେନ୍ନାଇ, ୧୧।୪: ତାମିଲନାଡୁର ଭିଲ୍ଲୁପୁରମ୍‌ରେ ଥିବା ଶ୍ରୀଧର୍ମରାଜ ଦ୍ରୌପତି ଅମ୍ମନ ମନ୍ଦିରରେ ଦଳିତଙ୍କୁ ପ୍ରବେଶ ଅନୁମତି ନ ମିଳିବାରୁ ସୋମବାର ଉତ୍ତେଜନା ପ୍ରକାଶ ପାଇଛି। ମେଲପାଠି ଗ୍ରାମରେ ଥିବା ଏହି ମନ୍ଦିର ରାଜ୍ୟ ସରକାରଙ୍କ ହିନ୍ଦୁ ଧର୍ମ ଓ ଦାତବ୍ୟ ଏଣ୍ଡାଓମେଣ୍ଟ ବିଭାଗ ଦ୍ୱାରା ପରିଚାଳିତ। କାଥିରାଭନ (୨୩) ନାମକ ଦଳିତ ଯୁବକ ତାଙ୍କର ଦୁଇ ଭାଇଙ୍କ ସହ ଶୁକ୍ରବାର ମନ୍ଦିରକୁ ଯାଇଥିବାବେଳେ ହିନ୍ଦୁ ଧର୍ମର କେତେଜଣ ସେମାନଙ୍କୁ ଗାଳିଗୁଲଜ କରିବା ସହ ମନ୍ଦିର ପ୍ରବେଶକୁ ବାରଣ କରିଥିଲେ। ଏହା ଜଣାପଡ଼ିବା ପରେ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ୧୦ ବର୍ଷ ପରେ ଇଂଲଣ୍ଡକୁ ହରାଇଲା ୱେଷ୍ଟଇଣ୍ଡିଜ୍, ରଦରଫୋର୍ଡଙ୍କ ବିସ୍ଫୋରକ ବ୍ୟାଟିଂ

ନୂଆଦିଲ୍ଲୀ,୧୧।୨: ୱେଷ୍ଟଇଣ୍ଡିଜ୍ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ହାଇ-ଭୋଲଟେଜ୍ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍ ୩୦ ରନ୍‌ରେ ଚମତ୍କାର ବିଜୟ ହାସଲ କରିଛି। ୨୦୧୬ ଟି-୨୦ ବିଶ୍ୱକପ୍ ଫାଇନାଲ୍ ପରେ…

୨୦୨୫-୨୬ ଆର୍ଥିକ ବର୍ଷରେ କମିପାରେ ପ୍ରତ୍ୟକ୍ଷ କର ସଂଗ୍ରହ, ଚିନ୍ତାରେ ସରକାର

ନୂଆଦିଲ୍ଲୀ,୧୧।୨: ଚଳିତ ଆର୍ଥିକ ବର୍ଷ ଶେଷ ହେବାକୁ ମାତ୍ର କିଛି ସପ୍ତାହ ବାକି ଥିବାବେଳେ ପ୍ରତ୍ୟକ୍ଷ ଟିକସ ସଂଗ୍ରହ କ୍ଷେତ୍ରରେ ସରକାର ଏକ ବଡ଼ ଚ୍ୟାଲେଞ୍ଜର ସାମ୍ନା…

FIH Hockey Pro League: ରାଉରକେଲାରେ ଭାରତକୁ ୩-୧ରେ ହରାଇଲା ବେଲଜିୟମ

ରାଉରକେଲା,୧୧।୨: ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିବା ଏଫ୍‌ଆଇଏଚ୍ ପୁରୁଷ ପ୍ରୋ ଲିଗ୍ ୨୦୨୫-୨୬ର ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଭାରତୀୟ ଦଳ ବେଲଜିୟମ ନିକଟରୁ ପରାଜିତ ହୋଇଛି।…

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

ଅଷ୍ଟମ ବେତନ ଆୟୋଗ ଉପରେ ସରକାରଙ୍କ ଅପଡେଟ୍: ଏହିଦିନ ମିଳିପାରେ ରିପୋର୍ଟ

ନୂଆଦିଲ୍ଲୀ,୧୧।୨: କେନ୍ଦ୍ରୀୟ କର୍ମଚାରୀଙ୍କ ବହୁ ପ୍ରତିକ୍ଷିତ ଅଷ୍ଟମ ବେତନ ଆୟୋଗକୁ ନେଇ କେନ୍ଦ୍ର ସରକାର ରାଜ୍ୟସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି। ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ କହିଛନ୍ତି,…

କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ….

ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ…

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri