ଟୁଇଟରରେ ଟ୍ରେଣ୍ଡ କରୁଛି ଆର୍‌ଆଇପି ଇମ୍ରାନ

ନୂଆଦିଲ୍ଲୀ,୧୯।୮ : ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ପରଲୋକ ଘଟିଥିବା ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। ୟୁଜର୍ସ ଘଟଣା ପଛର ସତ୍ୟତା ନ ଜାଣି ପାକିସ୍ତାନକୁ ୧୯୯୨ରେ କ୍ରିକେଟ ବିଶ୍ୱକପ୍‌ ଜିତାଇଥିବା ଇମ୍ରାନଙ୍କ ଲାଗି ଶୋକ ବ୍ୟକ୍ତ କରୁଛନ୍ତି। ଏବେ ଟୁଇଟରରେ ଆରଆଇପି ଇମ୍ରାନ ଖାନ ଟ୍ରେଣ୍ଡ କରୁଛି।

ତେବେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓଟି ଖୁବ୍‌ ପୁରୁଣା। ଯେଉଁଥିରେ ପ୍ରଧାନମନ୍ତ୍ରୀ ଇମ୍ରାନଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଜଣାପଡ଼ୁଛି। କିଛି ୟୁଜର୍ସ ଟୁଇଟ୍‌ କରିଛନ୍ତି, କରାଚୀରେ ଘଟିଥିବା ବିସ୍ଫୋରଣରେ ପ୍ରଧାନମନ୍ତ୍ରୀ ଇମ୍ରାନଙ୍କ ମୃତ୍ୟୁ ହୋଇଛି। ଏହା ପ୍ରଥମ ଥର ଘଟିନାହିଁ। ପୂର୍ବରୁ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁ ସମ୍ପର୍କିତ ଖବର ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲ ତଳେ ଫସିଲା ପ୍ଲେନ

ବେଜିଂ,୨୩।୧୦: ଚାଇନାର ହର୍ବିନ୍‌ରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି, ଯାହାକୁ ଦେଖି ସମସ୍ତେ ଚକିତ ହୋଇପଡ଼ିଛନ୍ତି। ହର୍ବିନ୍‌ ସହରର ଏକ ପୋଲ ତଳେ ଟ୍ରକରେ...

ଇରାକ ପାର୍ଲାମେଣ୍ଟରେ ସହମତି: ବିଦା ହେବେ ଆମେରିକା ସୈନ୍ୟ

ବେରୁଟ,୬ା୧(ଏପି): ଇରାକରୁ ଆମେରିକା ସୈନ୍ୟଙ୍କୁ ବିଦା କରାଯିବ। ଦେଶରୁ ଆମେରିକା ସେନାକୁ ବିତାଡ଼ିତ କରିବା ପାଇଁ ରବିବାର ଇରାକ ପାର୍ଲାମେଣ୍ଟରେ ସହମତି ପ୍ରକାଶ ପାଇଛି। ପାର୍ଲାମେଣ୍ଟ...

ସାଇବର ଡାଟା ଚୋରି ଯୋଗୁ ବର୍ଷକୁ ୪.୨୪ ନିୟୁତ ଡଲାର ଠକେଇ…

ଓ୍ବାଶିଂଟନ,୫।୧୦: ଭାରତ ସମେତ ସାରା ପୃଥିବୀରେ ସାଇବର ଡାଟା ଚୋରି ଯୋଗୁ ବର୍ଷକୁ ୪.୨୪ ନିୟୁତ ଡଲାର ଠକେଇ ହେଉଛି। ଆଇବିଏମ୍‌ ପକ୍ଷରୁ ପ୍ରକାଶିତ ଏକ...

ବାହାରିନ୍‌ରେ ଫାଇଜର-ବାୟୋଏନ୍‌ଟେକ୍‌ ଟିକାକୁ ମଞ୍ଜୁରୀ

ମାନାମା,୫।୧୨: ବ୍ରିଟେନ ପରେ ଏବେ ପୃଥିବୀର ଦ୍ୱିତୀୟ ରାଷ୍ଟ୍ର ଭାବେ ବାହାରିନ୍‌ରେ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଟିକାକୁ ମଞ୍ଜୁରୀ ଦିଆଯାଇଛି।...

ଘରେ ସୁରକ୍ଷିତ ରହୁଥିଲେ ବି ହେବ କରୋନା! ଜାଣନ୍ତୁ କେମିତି

ଘରେ ବସି ମଧ୍ୟ ଜଣେ କରୋନା ଭାଇରସ ସଂକ୍ରମିତ ହେବାର ସମ୍ଭାବନା ରହିଛି। ଦକ୍ଷିଣ କୋରିଆର ବୈଜ୍ଞାନିକମାନେ ଏହା ପ୍ରକାଶ କରିଛନ୍ତି। ଦକ୍ଷିଣ କୋରିଆର ବୈଜ୍ଞାନିକମାନେ...

ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଆରମ୍ଭ: ଡାକ୍ତର-ଶିକ୍ଷକ-ବୟସ୍କଙ୍କୁ ପ୍ରଥମେ

ମସ୍କୋ, ୬।୧୨: କରୋନା ଲଢ଼େଇରେ ପ୍ରଥମ ଦେଶଭାବେ ରୁଷ୍‌ରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍‌ଙ୍କ ନିର୍ଦ୍ଦେଶକ୍ରମେ ପ୍ରଥମେ ଡାକ୍ତର,ଶିକ୍ଷକ...

ବିକ୍ରମକୁ ପାଇଲାନି ନାସା, ଚେଷ୍ଟା ଜାରି ରଖିବ

ନ୍ୟୁୟର୍କ/ନୂଆଦିଲ୍ଲୀ,୨୭।୯: ମିଶନ ଚନ୍ଦ୍ରଯାନ-୨ରେ ଇସ୍ରୋ ପକ୍ଷରୁ ଚନ୍ଦ୍ରକୁ ପଠାଯାଇଥିବା ଲ୍ୟାଣ୍ଡର ବିକ୍ରମକୁ ଖୋଜି ପାଇଲାନି ଆମେରିକୀୟ ମହାକାଶ ସଂସ୍ଥା ନାସା। ବିକ୍ରମକୁ ଖୋଜିବା ପାଇଁ ଅକ୍ଟୋବରରେ...

ନିଜ ସମ୍ପତିକୁ ଉପହାରରେ ଦେବାକୁ ଚାହୁଁଛନ୍ତି ଦିଲିପ କୁମାର!

ଇସ୍‌ଲାମାବାଦ,୧୪ ।୨: ବଲିଉଡ୍ ଟ୍ରାଜେଡି କିଙ୍ଗ ଦିଲିପ କୁମାରଙ୍କ ଜଣେ ବନ୍ଧୁ ଶୁକ୍ରବାର ଦାବି କରିଛନ୍ତି କି ପାକିସ୍ତାନରେ ଥିବା ଦିଲିପଙ୍କ ଏକ ଘରର ପାୱାର...

Advertisement


Archives

Model This Week