Posted inଖେଳ

ଉତ୍ଥାନ ଓ ପତନ: କୋହଲିଙ୍କ ନେତୃତ୍ୱରେ ସର୍ବାଧିକ, ସର୍ବନିମ୍ନ ସ୍କୋର

ଆଡିଲେଡ,୨୦।୧୨(ପି.ଟି.): ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତ ଟେଷ୍ଟରେ ସର୍ବାଧିକ ଓ ସର୍ବନିମ୍ନ ସ୍କୋର ହାସଲ କରିଛି। ପ୍ରଥମ ଟେଷ୍ଟର ଦ୍ୱିତୀୟ ଇନିଂସରେ ଭାରତ ୩୬ ରନରେ ଅଲ୍‌ଆଉଟ ହୋଇ ସର୍ବନିମ୍ନ ସ୍କୋର କରିଛି। ସେହିପରି କୋହଲିଙ୍କ ଅଧିନାୟକତ୍ୱରେ ଭାରତ ଚେନ୍ନାଇର ଚିପକ ଷ୍ଟାଡିୟମରେ ୨୦୧୬ ଡିସେମ୍ବର ୧୯ରେ ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟେଷ୍ଟରେ ୭ ଉଇକେଟ ହରାଇ ୭୫୯ ରନ ସଂଗ୍ରହ କରିଥିଲା। ଏହି ମ୍ୟାଚରେ ଭାରତ ଏକ ଇନିଂସ ଓ ୭୫ ରନରେ ବିଜୟ ହାସଲ କରିଥିଲା। ଭାରତ ତରଫରୁ କରୁନ ନାୟାର ୩୦୩ ରନର ଶତକୀୟ ପାଳି ଖେଳିଥିଲେ। ସେହିପରି ଲୋକେଶ ରାହୁଲ ଚତୁର୍ଥ ଦିବସରେ ୧୯୯ ରନର ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହ୍ବିଲଚେୟାରରେ ବିଶ୍ୱ ରେକର୍ଡ

ଭୁବନେଶ୍ୱର,୧୭।୧ (ସ୍ପୋଟର୍‌ସ ବ୍ୟୁରୋ): ରାଜ୍ୟର ଜଣାଶୁଣା ହ୍ବିଲଚେୟାର ମାରାଥନର କମଳାକାନ୍ତ ନାୟକ ବିଶ୍ୱ ରେକର୍ଡ କରିଛନ୍ତି। ୨୮ ବର୍ଷୀୟ କମଳାକାନ୍ତ ଶନିବାର ଅପରାହ୍ନ ୩ଟାରୁ ରବିବାର...

ପାକିସ୍ତାନର ପରାଜୟ ପରେ ଅଖତରଙ୍କୁ କଡ଼ା ଜବାବ ଦେଲେ ଶାମି

ନୂଆଦିଲ୍ଲୀ,୧୩।୧୧: ଟି-୨୦ ବିଶ୍ୱକପ ଫାଇନାଲରେ ପାକିସ୍ତାନକୁ ୫ ଉଇକେଟରେ ପରାସ୍ତ କରି ଇଂଲଣ୍ଡ ଟାଇଟଲ ଜିତିଛି। ଭାରତ ସେମିଫାଇନାଲରୁ ବାଦ୍‌ ପଡିବା ପରେ ପାକିସ୍ତାନର ପୂର୍ବତନ...

ଅନ୍ତିମ ଟେଷ୍ଟରେ ଖେଳିବେନି ଏହି ଭାରତୀୟ ଷ୍ଟାର ଖେଳାଳି

ଅହମଦାବାଦ,୧।୩: ଭାରତ ଓ ଭ୍ରମଣକାରୀ ଇଂଲଣ୍ଡ ମଧ୍ୟରେ ଗୁରୁବାରଠାରୁ ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହେବାକୁ ଯାଉଛି। ରବିବାର ଭାରତୀୟ ଖେଳାଳିମାନେ ଅଭ୍ୟାସ...

ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ଫୁଟବଲ: ଭାରତ-ବାଂଲାଦେଶ ମ୍ୟାଚ ଡ୍ର

କୋଲକାତା, ୧୬ା୧୦ (ପି.ଟି.)-ଆଦିଲ ଖାଁଙ୍କ ବିଳମ୍ବିତ ଗୋଲ ଭାରତର ସମ୍ମାନ ରଖିଛି। ମଙ୍ଗଳବାର ଅନୁଷ୍ଠିତ ଭାରତ-ବାଂଲାଦେଶ ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ଗ୍ରୁପ୍‌ ‘ଇ’ ମ୍ୟାଚ...

ଆଇପିଏଲ୍‌ ଅଧାରୁ ଛାଡି ପଳାଇଲେ ‘ୟୁନିଭର୍ସ ବସ୍‌’: ଜାଣନ୍ତୁ କାହିଁକି

ଦୁବାଇ,୧।୧୦: ଆଇପିଏଲ ୨୦୨୧ରେ ପଞ୍ଜାବ କିଙ୍ଗସକୁ ଏକ ବଡ଼ ଝଟ୍‌କା ଲାଗିଛି। କୋଲକାତା ନାଇଟ ରାଇଡର୍ସ ବିପକ୍ଷ ଆଜିର ମ୍ୟାଚ ପୂର୍ବରୁ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ...

ଶ୍ରୀଲଙ୍କା ବିଶ୍ୱକପ୍‌ ପ୍ରସ୍ତାବକୁ ଜୟବର୍ଦ୍ଧନେଙ୍କ ଅଗ୍ରାହ୍ୟ

କଲମ୍ବୋ,୨୬।୫- ଶ୍ରୀଲଙ୍କା ବିଶ୍ୱକପ୍‌ ଦଳରେ ଭୂମିକା ଗ୍ରହଣ କରିବାକୁ ଦିଆଯାଇଥିବା ପ୍ରସ୍ତାବକୁ ପୂର୍ବତନ ଅଧିନାୟକ ମାହେଲା ଜୟବର୍ଦ୍ଧନେ ପ୍ରତ୍ୟାଖ୍ୟାନ କରିଛନ୍ତି। ଦୁଇ ଥର ଆଇପିଏଲ ଚାମ୍ପିୟନ...

ଗୋଟିଏ କିଡ୍‌ନୀରେ ସଫଳତା ହାସଲ କରିଥିଲେ ଅଞ୍ଜୁ

କୋଚି, ୭ା୧୨ (ପି.ଟି.)-ଅଲିମ୍ପିଆନ ଅଞ୍ଜୁ ବବି ଜର୍ଜ ଏକ ଟୁଇଟ୍‌ରେ ତାଙ୍କର ଏକ ବ୍ୟକ୍ତିଗତ ଗୋପନ କଥା ସାଧାରଣରେ ପ୍ରକାଶ କରିଛନ୍ତି। ୨୦୦୩ରେ ପ୍ୟାରିସ୍‌ରେ ବିଶ୍ୱ...

ରାଜ୍ୟପାଳ ହୋଇପାରନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍‌

କଲମ୍ବୋ,୨୧।୧୧:ଶ୍ରୀଲଙ୍କାର ପୂର୍ବତନ କ୍ରିକେଟର ମୂଥୟା ମୁରଲିଧରନଙ୍କୁ ନେଇ ଏବେ ଚର୍ଚ୍ଚା। ଏବେ ସେ ଆଉ ଏକ ଇନିଂଶ ଖେଲିବାକୁ ଯାଉଛନ୍ତି। କ୍ରିକେଟରେ ନୁହେଁ ଏଥର ରାଜନୈତିକ...

Advertisement
Archives

Model This Week