ପୁଣି ବଢ଼ିଲାଣି କରୋନା, ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ କହିଲା ଏହାର କାରଣ

ଓ୍ବାଶିଂଟନ,୧୭ା୩: ବିଶ୍ୱର କେତେକ ଦେଶରେ ଏବେ ପୁଣି କରୋନା ମାମଲା ବଢ଼ିବାରେ ଲାଗିଲାଣି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଏନେଇ ଚେତାବନୀ ଦେଇଛି। ଡବ୍ଲ୍ୟୁଏଚ୍‌ଓ କହିଛି, କରୋନା ସଂକ୍ରମଣ ମାମଲା ବିଶ୍ୱରେ ବୃଦ୍ଧି ଯୋଗୁ ଏକ ବଡ଼ ସମସ୍ୟା ସୃଷ୍ଟି ହୋଇପାରେ। ଡବ୍ଲ୍ୟୁଏଚ୍‌ଓ ଏହି ଭାଇରସ ବିରୋଧରେ ସଜାଗ ରହିବାକୁ ଚେତାବନୀ ଦେଇଛି।

ଏକ ମାସ ଧରି ଏହି ମାମଲା ହ୍ରାସ ପାଇଥିଲା। କିନ୍ତୁ ଏବେ ଅନେକ ଦେଶରେ ବଢ଼ିଲାଣି। ମହାମାରୀକୁ ରୋକିବା ପାଇଁ ସଂଗ୍ରାମ କରୁଥିବା ଚାଇନା ଭଳି ଦେଶକୁ ଲକ୍‌ଡାଉନ୍‌ କରିବାକୁ ପଡିବ। ଡବ୍ଲ୍ୟୁଏଚ୍‌ଓ କହିଛି, ମାମଲା ବୃଦ୍ଧି ପଛରେ ଅନେକ କାରଣ ରହିଛି। ଡବ୍ଲ୍ୟୁଏଚ୍‌ଓର ମହାନିର୍ଦ୍ଦେଶକ ଟେଡ୍ରୋସ ଆଡାନୋମ୍‌ ଗେବ୍ରେଏସ୍‌ କହିଛନ୍ତି ଯେ, କୋଭିଡ୍‌-୧୯ ପରୀକ୍ଷଣ ଅଭାବ ସତ୍ତ୍ୱେ ଅନେକ ଦେଶରେ ମାମଲା ବୃଦ୍ଧି ପାଉଛି। କେତେକ ଦେଶରେ ଟିକାକରଣ ମଧ୍ୟ ହ୍ରାସ ପାଇଛି। ସର୍ବଭାରତୀୟସ୍ତରରେ ପୂର୍ବ ସପ୍ତାହ ତୁଳନାରେ ନୂଆ ମାମଲା ୮ ପ୍ରତିଶତ ବୃଦ୍ଧି ପାଇଛି।

ସୂଚନାଯୋଗ୍ୟ, ମାର୍ଚ୍ଚ ୩ରୁ ୧୩ ମଧ୍ୟରେ ୧.୧ କୋଟି ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୪୩ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri