‘କାନ୍ତାରା ଚାପ୍ଟର-୧’ର ଜବରଦସ୍ତ ଟିଜର୍‌ ରିଲିଜ୍‌

ଫିଲ୍ମ ‘କାନ୍ତାରା’ର ଜବରଦସ୍ତ ସଫଳତା ପରେ ନିର୍ମାତାମାନେ ଏହାର ପରବର୍ତ୍ତୀ ପାର୍ଟ କାନ୍ତାରା ଚାପ୍ଟର-୧ ପରଦାକୁ ଆଣିବାକୁ ଯାଉଛନ୍ତି। ନିକଟରେ ଏହି ଫିଲ୍ମ ଘୋଷଣା କରାଯାଇଥିଲା। ଆଜି ଏହାର ପ୍ରଥମ ଲୁକ ଏବଂ ଟିଜର ରିଲିଜ ହୋଇଛି।
ଏହି ଟିଜରରେ ଅଭିନେତା ତଥା ନିର୍ଦ୍ଦେଶକ ରିଷବ ଶେଟ୍ଟୀଙ୍କୁ ଏକ ଭୟଙ୍କର ଏବଂ ଆକର୍ଷଣୀୟ ରୂପରେ ଦର୍ଶାଯାଇଛି। ଟିଜର ଦେଖିବା ପରେ ଏହା ପ୍ରଥମ ଫିଲ୍ମ ଅପେକ୍ଷା ଅଧିକ ରହସ୍ୟମୟ ଏବଂ ଚମତ୍କାର ହେବ ବୋଲି ଦର୍ଶକ କହିବା ଆରମ୍ଭ କଲେଣି।
ରିଷବଙ୍କୁ ଭୟଭୀତ ଜଙ୍ଗଲରେ ଦୌଡୁଥିବା ଦେଖାଯିବା ସହିତ ଟିଜର ଆରମ୍ଭ ହୁଏ। ବ୍ୟାକ୍‌ଗ୍ରାଉଣ୍ଡରେ ଏକ ଭୟଙ୍କର ସଙ୍ଗୀତ ମଧ୍ୟ ଶୁଣାଯାଏ। ଏହି ଦିନଠାରୁ ଫିଲ୍ମର ସୁଟିଂ ଆରମ୍ଭ ହେବ
ଗତ ବର୍ଷ ଫିଲ୍ମ ‘କାନ୍ତାରା’ବିଶ୍ୱ ସ୍ତରରେ ଏକ ଜବରଦସ୍ତ ପ୍ରଦର୍ଶନ କରିଥିଲା। ଚଳଚ୍ଚିତ୍ରର କାହାଣୀ ଏବଂ ଅଭିନେତାଙ୍କ ଅଭିନୟ ଦର୍ଶକଙ୍କୁ ପାଗଳ କରିଦେଇଥିଲା ।ବର୍ତ୍ତମାନ ପ୍ରଥମ ଭାଗ ପରେ ପ୍ରଶଂସକମାନେ ଉତ୍ସାହର ସହିତ ଫିଲ୍ମର ପରବର୍ତ୍ତୀ ଭାଗକୁ ଅପେକ୍ଷା କରିଛନ୍ତି ।
ଆସନ୍ତା ବର୍ଷ ହିନ୍ଦୀ ଏବଂ କନ୍ନଡ, ତାମିଲ, ତେଲୁଗୁ, ମାଲାୟାଲମ, ଇଂରାଜୀ ଏବଂ ବଙ୍ଗଳା ସମେତ ୭ଟି ଭାଷାରେ ‘କାନ୍ତାରା ଚାପ୍ଟର ୧’ ରିଲିଜ ହେବ।
ଡିସେମ୍ବର ଶେଷ ସୁଦ୍ଧା ଫିଲ୍ମର ଶୁଟିଂ ଆରମ୍ଭ ହେବ। ଫିଲ୍ମର କାଷ୍ଟ ଏପର୍ଯ୍ୟନ୍ତ ପ୍ରକାଶ କରାଯାଇ ନାହିଁ, କିନ୍ତୁ ଫିଲ୍ମର ପ୍ରଥମ ଲୁକରେ ଅସାଧାରଣ କାହାଣୀରେ ପରିପୂର୍ଣ୍ଣ ଏକ ସମାନ୍ତରାଳ ଦୁନିଆକୁ ଯାତ୍ରା ଦେଖାଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

୨୦୨୬ରେ କେମିତି ରହିବ ତୁଳା ରାଶିର ଭାଗ୍ୟ, ବୃହସ୍ପତିଙ୍କ ଚଳନ, ଟଙ୍କାରେ ପୋତି ହେବେ…

ବର୍ଷ ୨୦୨୬ ତୁଳା ରାଶି ପାଇଁ ସେମାନଙ୍କ ଅଧ୍ୟୟନ ଏବଂ କ୍ୟାରିୟର ଉଭୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ବର୍ଷର ମଧ୍ୟଭାଗରେ ବୃହସ୍ପତିଙ୍କ ପ୍ରଭାବ ଆପଣଙ୍କୁ ସ୍ଥଗିତ...

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri