Posted inଖେଳ

ଲୋକଙ୍କୁ ସାହାଯ୍ୟ ମାଗିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି

ଚେନ୍ନାଇ,୮।୨: ରବିବାର ଉତ୍ତରାଖଣ୍ଡର ଚାମୋଲି ଜିଲାରେ ନନ୍ଦାଦେବୀ ଗ୍ଲେସିୟର ଫାଟିବାରୁ ଋଷିଗଙ୍ଗା ଉପତ୍ୟକାରେ ହଠାତ୍‌ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି କାରଣରୁ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୫୦ରୁ ଅଧିକ ଶ୍ରମିକ ନିଖୋଜ ଅଛନ୍ତି। ଭାରତୀୟ କ୍ରିକେଟ୍‌ ଦଳର ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ନିଜ ରାଜ୍ୟରେ ଏହି ବିପର୍ଯ୍ୟୟକୁ ନେଇ ଗଭୀର ଦୁଃଖିତ ଅଛନ୍ତି। ଦୁର୍ଘଟଣାର ଶିକାର ହୋଇଥିବା ଲୋକଙ୍କୁ ସାହାଯ୍ୟ କରିବା ପାଇଁ ପନ୍ତ ତାଙ୍କ ମ୍ୟାଚ ଫିସ ଦେବାକୁ ଘୋଷଣା କରିଛନ୍ତି। ସେ ଟୁଇଟ୍‌ ଯୋଗେ କହିଛନ୍ତି, ଉତ୍ତରଖଣ୍ଡରେ ପ୍ରାଣ ହରାଇ ଲୋକଙ୍କ ପାଇଁ ମୁଁ ଗଭୀର ଦୁଃଖିତ। ଉଦ୍ଧାର କାର୍ଯ୍ୟ ପାଇଁ ମୁଁ ମୋର ମ୍ୟାଚ ଫି ଦେବାକୁ ନିଷ୍ପତ୍ତି ନେଇଛି ଏବଂ ସାହାଯ୍ୟ ପାଇଁ ଲୋକଙ୍କୁ ନିବେଦନ କରୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ଷତିରେ ପଡିଲା ବିସିସିଆଇ: ବୁଡିଲା ଏତିକି ଟଙ୍କା

ନୂଆଦିଲ୍ଲୀ,୫।୫: ଆଇପିଏଲର ୧୪ତମ ସିଜିନ କରୋନା କାରଣରୁ ସ୍ଥଗିତ ରଖାଯାଇଛି। ଆଇପିଏଲ ସ୍ଥଗିତାଦେଶ ପରେ ବୋର୍ଡର କ୍ଷତି ବିଷୟରେ ଏବେ ଚର୍ଚ୍ଚା ହେଉଛି। ବିସିସିଆଇ ଆଇପିଏଲ୍‌ର...

ପରିବାର ସହ ଜନ୍ମଦିନ ପାଳିଲେ ସଚିନ

ମୁମ୍ବାଇ, ୨୫।୪-କ୍ରିକେଟ ଆଇକନ ସଚିନ ତେନ୍ଦୁଲକର ଶୁକ୍ରବାର ୪୭ବର୍ଷରେ ପଦାର୍ପଣ କରିଛନ୍ତି। କରୋନା ଭାଇରସ ସଂକ୍ରମଣ ଜନିତ ସାମ୍ପ୍ରତିକ ସ୍ଥିତିରେ ସଚିନ ନିଜ ଜନ୍ମଦିନକୁ ନିରାଡ଼ମ୍ବରଭାବେ...

ଟି୨୦ ସିରିଜରେ ଭାରତର ଦମ୍‌ଦାର ବିଜୟ

ଅହମଦାବାଦ,୨୦।୩: ଟେଷ୍ଟ ପରେ ଟି୨୦ ସିରିଜରେ ମଧ୍ୟ ଭାରତ ତା’ର ଦମ୍‌ ଦେଖାଇଛି। ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜରେ ଘରୋଇ ଭାରତ ବିଜୟ ହାସଲ କରିଛି।...

ଅଲିମ୍ପିକ୍ସ ଯୋଗ୍ୟତା ହାସଲ ପାଇଁ ଅପେକ୍ଷା ଯନ୍ତ୍ରଣାଦାୟକ

ନୂଆଦିଲ୍ଲୀ, ୧୭ା୪(ପି.ଟି.)-ନିଜର ଭବିଷ୍ୟତକୁ ନେଇ ଦ୍ୱନ୍ଦ୍ୱ ଓ ଉତ୍କଣ୍ଠାରେ ରହିଛନ୍ତି ଜାତୀୟ ରେକର୍ଡ ହାସଲକାରୀ ଲଙ୍ଗ୍‌ଜମ୍ପର ମୁରଲୀ ଶ୍ରୀଶଙ୍କର। କୋଭିଡ୍‌-୧୯ ମହାମାରୀର ଆବିର୍ଭାବ ତାଙ୍କ ପାଇଁ...

ଫ୍ରାନ୍ସକୁ ୟୁଫାର ଜରିମାନା

ପ୍ୟାରିସ, ୨୫ା୧୦ (ଏଏଫ୍‌ପି)-ଆଲବାନିଆ ପାଇଁ ତ୍ରୁଟି ଜାତୀୟ ସଂଙ୍ଗୀତ ପରିବେଷଣ କରିଥିବାରୁ ୟୁଫା (ୟୁନିୟନ ଅଫ୍‌ ୟୁରୋପିଆନ୍‌ ଫୁଟ୍‌ବଲ ଆସୋସିଏଶନ୍ସ) ଫ୍ରାନ୍ସକୁ ୨୦,୦୦୦ ୟୁରୋ ଜରିମାନା...

ସ୍କୁଲରେ ଏହି ବିଷୟ ପଢିବାକୁ ଡରୁଥିଲେ କୋହଲି, ପରୀକ୍ଷାରେ ୧୦୦ରୁ ରଖିଥିଲେ ମାତ୍ର ୩ ନମ୍ବର

ବିରାଟ କୋହଲି, କେବଳ ଭାରତରେ ନୁହେଁ, ବିଶ୍ୱ କ୍ରିକେଟରେ ଏବେ ରାଜ୍‌ କରୁଛନ୍ତି। କିନ୍ତୁ ଜାଣିଛନ୍ତି ସ୍କୁଲରେ ପଢିବାବେଳେ କୋହଲିଙ୍କୁ ଗୋଟିଏ ବିଷୟ ପ୍ରତି ପ୍ରବଳ...

ମିଷ୍ଟର ଡିପେଣ୍ଡବୁଲ୍‌ ଟିମ୍‌ ଇଣ୍ଟିଆ କୋଚ୍‌: ସୂଚନା ଦେଲେ ଗାଙ୍ଗୁଲୀ…

କୋଲକାତା,୧୫।୬: ଟିମ୍‌ ଇଣ୍ଡିଆ ଶ୍ରୀଲଙ୍କା ଗସ୍ତରେ ଯିବ। ଏନେଇ ବିବିସିଆଇ ପକ୍ଷରୁ ଟିମ୍‌ ଇଣ୍ଡିଆ କୋଚ୍‌ ଭାବେ ମିଷ୍ଟର ଡିପେଣ୍ଡବୁଲ୍‌ ରାହୁଲ ଦ୍ରାବିଡ୍‌ଙ୍କୁ ନିଯୁକ୍ତ କରାଯାଇଛି।...

ପଏଣ୍ଟ ପାର୍କ ବିଶ୍ୱବିଦ୍ୟାଳୟ ବାସ୍କେଟବଲ ଦଳରେ ଯୋଗଦେଲେ ଜଗଶନବୀର

ପିଟ୍ସବର୍ଗ,୧।୫(ୟୁଏସ୍‌ଏ): ଏନ୍‌ବିଏ ଏକାଡେମୀ ପ୍ରତିଭା ଭାରତର ଜଗଶନବୀର ସିଂଙ୍କୁ ଏକ ବଡ଼ ସୁଯୋଗ ମିଳିଛି। ଆମେରିକାର ପିଟ୍ସବର୍ଗସ୍ଥିତ ପଏଣ୍ଟ ପାର୍କ ବିଶ୍ୱବିଦ୍ୟାଳୟ ପୁରୁଷ ବାସ୍କେଟବଲ ଦଳ...

Ten Cric Info
Advertisement


Archives

Model This Week

Why Dharitri