Posted inଖେଳ

ଦୁର୍ଘଟଣା ମୋ’ ଜୀବନର ଦୃଷ୍ଟିକୋଣ ବଦଳାଇଦେଇଛି: ପନ୍ତ

ନୂଆଦିଲ୍ଲୀ,୧।୩: ଦୁର୍ଘଟଣା ବଦଳାଇଦେଇଛି ଜୀବନ ଜିଇଁବାକୁ ନେଇ ଚିନ୍ତାଧାରା। ଆମେ କହୁଛୁ ଭାରତୀୟ ଷ୍ଟାର ଉଇକେଟକିପର ରିଷଭ ପନ୍ତଙ୍କ କଥା। ଦୁଇ ମାସ ପୂର୍ବେ ଭୟଙ୍କର କାର୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ପନ୍ତ ଧିରେ ଧିରେ ସୁସ୍ଥ ହେଉଛନ୍ତି। ଏବେ ସେ ନିଜର ଅଭ୍ୟାସ ସହ ଦଳକୁ ଫେରିବା ବିଷୟରେ ପ୍ରତିକ୍ରିୟା ଦେଇଛନ୍ତି।

ପନ୍ତ କହିଛନ୍ତି, ଏବେ ପୂର୍ବାପେକ୍ଷା ଭଲ ଅନୁଭବ କରୁଛି। ଡାକ୍ତରୀ ଦଳର ସହଯୋଗରେ ଖୁବ୍‌ଶୀଘ୍ର ସମ୍ପୂର୍ଣ୍ଣ ଫିଟ୍‌ ହୋଇଯିବେ। ଦୁର୍ଘଟଣା ପରେ ଜୀବନ ଜିଇଁବାର ଏକ ଦୃଷ୍ଟିକୋଣ ପାଇଛି। ଏବେ ମୁଁ ଜୀବନର ପ୍ରତ୍ୟେକ ମୂହୁର୍ତ୍ତକୁ ଉପଭୋଗ କରୁଛି। ଆମେ ବଡ଼ ସ୍ବପ୍ନ ପୂରଣ କରିବାକୁ ଯାଇ ଜୀବନର ଛୋଟ ଖୁସିକୁ ସେଲିବ୍ରେଟ୍‌ କରିବାକୁ ଭୁଲିଯାଉ। ଦୁର୍ଘଟଣା ପରେ ନିଜେ ବ୍ରଶ କରିବା, ଖରାରେ ବସିବାକୁ ଭଲ ଲାଗୁଛି। ଏହି ଘଟଣା ପରେ ଜୀବନରେ ଅନେକ କିଛି ବଦଳିଯାଇଛି। ଛୋଟ ଛୋଟ ଜିନିଷକୁ ଏବେ ବୁଝୁଛି। ପ୍ରତିଟି ମୂହୁର୍ତ୍ତକୁ ମନଭରି ଉପଭୋଗ କରୁଛି। ଏସବୁ ଭିତରେ କ୍ରିକେଟ ବହୁତ ମନେ ପଡ଼ୁଛି। କାରଣ ମୋ ଜୀବନ ତା ଚାରିପାଖେ ହିଁ ଘୁରିବୁଲେ। ପୁଣି ଥରେ ସୁସ୍ଥ ହୋଇ କ୍ରିକେଟ ଖେଳିବା ଦିନକୁ ଅପେକ୍ଷା କରିପାରୁନାହିଁ। ନିଜକୁ ଭାଗ୍ୟବାନ ବୋଲି ଭାବେ କାରଣ ମୋତେ ଏତେ ଭଲ ପ୍ରଶଂସକ ମିଳିଛନ୍ତି। ସେମାନଙ୍କୁ ଏତିକି କହିବି ଭାରତୀୟ ଟିମ୍‌ ଏବଂ ଦିଲ୍ଲୀ କ୍ୟାପିଟାଲ୍ସର ସମର୍ଥନ କରନ୍ତୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri