Posted inଖେଳ

ପନ୍ତ କହିଲେ ହୃଦୟର କଥା, PM Modiଙ୍କୁ…

ନୂଆଦିଲ୍ଲୀ,୧୧।୪: ଆଇପିଏଲ୍‌ ୨୦୨୫ରେ ଟିମ୍‌ ଇଣ୍ଡିଆର ଷ୍ଟାର ଉଇକେଟକିପର୍‌ ଋଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସ୍‌ର ଅଧିନାୟକ ଭାବେ ଦାୟିତ୍ୱ ତୁଲାଉଛନ୍ତି। ଦଳ ଏଯାବତ ୫ ମ୍ୟାଚ୍‌ ଖେଳିଥିବା ବେଳେ ୩ରେ ବିଜେତା ହୋଇଛି। ମଇଦାନରେ ନିଜର ସ୍ବଭାବକୁ ନେଇ ଖେଳାଳିଙ୍କୁ ହସାଉଥିବା ପନ୍ତ ଏକ ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଡିନର୍‌(ରାତ୍ରଭୋଜନ)ରେ ଡାକିବାକୁ ଇଚ୍ଛା ପ୍ରକାଶ କରିଛନ୍ତି।

ସାକ୍ଷାତକାରରେ ପନ୍ତଙ୍କୁ ପଚରାଯାଇଥିଲା ଯେ ଯଦି ତାଙ୍କୁ ସୁଯୋଗ ମିଳେ ତେବେ ସେ କେଉଁ ତିନିଜଣ ଲୋକଙ୍କୁ ଡାକିବେ। ଏହାର ଜବାବରେ ପନ୍ତ ପ୍ରଥମେ ଟେନିସ ତାରକା ରୋଜର ଫେଡରରଙ୍କ ନାମ ନେଇଥିଲେ। ଦ୍ୱିତୀୟରେ ସେ ଫୁଟବଲର୍‌ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ନାମ ନେଇଥିଲେ। ପରେ ସେ ତୃତୀୟ ନାମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେଇଥିଲେ।

ଗତ ବର୍ଷ ଟି୨୦ ବିଶ୍ୱକପ୍‌ ଜିତିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟିମ୍‌ ଇଣ୍ଡିଆର ସମସ୍ତ ଖେଳାଳିଙ୍କୁ ନିଜ ଆବାସକୁ ଆମନ୍ତ୍ରଣ କରିଥିଲେ। ଏହି ସମୟରେ ପନ୍ତ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। କାରଣ ଯେତେବେଳେ ତାଙ୍କର ଦୁର୍ଘଟଣା ଘଟିଥିଲା ସେତେବେଳେ ମୋଦି ପନ୍ତଙ୍କ ମା’ଙ୍କୁ ଫୋନ କରି ହାଲଚାଲ ବୁଝିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ନୂଆବର୍ଷରେ ମିଥୁନ ରାଶିରେ ଧନ ବର୍ଷା, ଶତ୍ରୁ ବନେଇବେ ସିଂହ ରାଶି; ୨୦୨୬ରେ ଧନୀ ହୋଇଯିବେ ଏହି ୫ରାଶି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନୂଆବର୍ଷ ୨୦୨୬ ଆରମ୍ଭରେ ଅନେକ ବଡ ଗ୍ରହ ଗୋଚର କରିବାକୁ ଯାଉଛନ୍ତି । ଏହାସହ, ଗୋଚର କରୁଥିବା ଏହି ଗ୍ରହମାନଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri