Posted inଖେଳ

ପନ୍ତଙ୍କ ବିସ୍ଫୋରକ ବ୍ୟାଟିଂ ଦେଖି ଗର୍ଲଫ୍ରେଣ୍ଡ୍‌ କହିଲେ…

ଲଣ୍ଡନ,୧୮।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜର ଶେଷ ମ୍ୟାଚ ରବିବାର ଖେଳାଯାଇଥିଲା। ଏହି ମ୍ୟାଚରେ ଟିମ ଇଣ୍ଡିଆ ଏକ ରୋମାଞ୍ଚକର ବିଜୟ ହାସଲ କରି ସିରିଜ ଜିତିଛି। ଭାରତୀୟ ଦଳର ଷ୍ଟାର୍‌ ଉଇକେଟ୍‌କିପର ରିଷଭ ପନ୍ତଙ୍କ ଚମତ୍କାର ଶତକ ଯୋଗୁ ଭାରତ ୫ ଉଇକେଟ୍‌ରେ ବିଜୟ ହାସଲ କରିଥିଲା। ମ୍ୟାଚ୍‌ ବିଜୟୀ ଇନିଂସ ଯୋଗୁ ତାଙ୍କୁ ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ପୁରସ୍କାର ଦିଆଯାଇଥିଲା। ରିଷଭଙ୍କ ସଫଳତାରେ ବେଶ୍‌ ଖୁସି ଅଛନ୍ତି ତାଙ୍କ ଗର୍ଲଫ୍ରେଣ୍ଡ ଇସା ନେଗି। ଏହି ଖୁସିରେ ସେ ସୋସିଆଲ ମିଡିଆରେ ରିଷଭଙ୍କ ମ୍ୟାଚ୍‌ ବିଜୟୀ ଇନିଂସର ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓ କ୍ୟାପଶନ୍‌ରେ ସେ ‘ଚାମ୍ପିଅନ୍‌ ରିଷଭ ପନ୍ତ’ ବୋଲି ଲେଖିଛନ୍ତି।
ରିଷଭ ଏବଂ ଇଶା କିଛି ବର୍ଷ ହେବ ପରସ୍ପରକୁ ଡେଟ୍‌ କରୁଛନ୍ତି। ଇଶା ଉତ୍ତରାଖଣ୍ଡରେ ରୁହନ୍ତି। ସେ ପେଶାରେ ଜଣେ ଇଣ୍ଟେରିୟର୍‌ ଡଜାଇନର୍‌। ଆଇପିଏଲ୍‌ ୨୦୨୨ରେ ଇଶା ପନ୍ତଙ୍କୁ ଚିୟର୍‌ କରିବା ପାଇଁ ଷ୍ଟାଡିୟମରେ ପହଞ୍ଚିଥିଲେ।

Pant

 


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ଟ୍ରମ୍ପଙ୍କୁ ମିଳିଲା ବଡ଼ ସମ୍ମାନ, ଏମିତି ସମ୍ମାନ ପାଇବାରେ ସେ ହେଲେ ପ୍ରଥମ ରାଷ୍ଟ୍ରପତି

ଓ୍ବାଶିଂଟନ,୧୦।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସମର୍ଥକଙ୍କ ଦ୍ୱାରା ଜାତୀୟ ସ୍ମାରକୀ ଠାରୁ ଆରମ୍ଭ କରି ନୋଟ ପର୍ଯ୍ୟନ୍ତ ସବୁଠି ତାଙ୍କ ନାମ ଏବଂ…

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…

ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତ ଚିହ୍ନଟ! ଟିକା ନେବା ପରେ ବି ୪ ସଂକ୍ରମିତ, ୨ ଜଣଙ୍କ ଜୀବନ ଗଲା…

ଅମରାବତୀ,୧୦।୭: ଆନ୍ଧ୍ରପ୍ରଦେଶରୁ ଆସିଛି ଚିନ୍ତାଜନକ ଖବର। ଦେଶରେ ପୁଣିଥରେ ମାରାତ୍ମକ କରୋନା ଭାଇରସ ଫେରିବାର ସଙ୍କେତ ମିଳିଛି। ରାଜ୍ୟର କଡ଼ପ୍ପା ଜିଲାରେ କୋଭିଡ-୧୯ର କିଛି ନୂଆ ମାମଲା…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri