Posted inଖେଳ

ଋଷଭ ପନ୍ତ ଗୋଟିଏ ମ୍ୟାଚ୍ ନିଲମ୍ବିତ, ବଡ଼ ମ୍ୟାଚ୍ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ଝଟକା

ନୂଆଦିଲ୍ଲୀ,୧୧।୫: ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚରେ ମନ୍ଥର ଓଭର ହାର ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଋଷଭ ପନ୍ତଙ୍କୁ ଗୋଟିଏ ମ୍ୟାଚ୍ ନିଲମ୍ବନ ଏବଂ ୩୦ ଲକ୍ଷ ଟଙ୍କା ଜୋରିମାନା କରାଯାଇଛି।

ଏହି ସିଜିନରେ ଦିଲ୍ଲୀର ଏହା ତୃତୀୟ ଅପରାଧ ହୋଇଥିବାରୁ ନିଲମ୍ବନ ଏବଂ ଜୋରିମାନା କରାଯାଇଛି। ଏହା ବ୍ୟତୀତ ବାକି ଦିଲ୍ଲୀ ଖେଳାଳୀ (ଇମ୍ପାକ୍ଟ ଖେଳାଳି)ଙ୍କୁ ୧୨ ଲକ୍ଷ ଟଙ୍କା କିମ୍ବା ସେମାନଙ୍କ ମ୍ୟାଚ୍ ଫି ର ୫୦% ଜରିମାନା କରାଯାଇଛି।

ମ୍ୟାଚ୍ ରେଫରିଙ୍କ ଏହି ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦିଲ୍ଲୀ ଏକ ଆବେଦନ କରିଥିଲେ ଯାହା ସମୀକ୍ଷା ପାଇଁ ବିସିସିଆଇ ଅମ୍ବୁଡ୍ସମ୍ୟାଙ୍କ ନିକଟକୁ ପଠାଯାଇଥିଲା। ଅମ୍ଫେଡ୍ସମ୍ୟାନ୍ ଏକ ଭର୍ଚୁଆଲ୍ ଶୁଣାଣି କରି କହିଥିଲେ ଯେ ମ୍ୟାଚ୍ ରେଫରିଙ୍କ ନିଷ୍ପତ୍ତି ଚୂଡାନ୍ତ ଏବଂ ବାଧ୍ୟତାମୂଳକ ଅଟେ।

ପନ୍ତ ବର୍ତ୍ତମାନ ବାଙ୍ଗାଲୋରର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ରବିବାର (ମେ ୧୨) ମ୍ୟାଚ୍ରୁ ବଞ୍ଚିତ ହେବ। ଦିଲ୍ଲୀ କ୍ୟାପିଟାଲ୍ସ ଏପର୍ଯ୍ୟନ୍ତ ପ୍ଲେ ଅଫ୍ ଦୋୖଡରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏଫ୍‌ ମହଙ୍ଗା: ବିମାନସେବା ବନ୍ଦ ଚେତାବନୀ

ମୁମ୍ବାଇ,୨୯ା୪: ପଶ୍ଚିମ ଏସିଆ ଯୁଦ୍ଧକୁ ନେଇ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇଥିବାବେଳେ ବିମାନ ଇନ୍ଧନ (ଏଟିଏଫ୍‌) ମୂଲ୍ୟ ବୃଦ୍ଧି ପାଇଛି। ଏୟାରଲାଇନ୍ସ ବ୍ୟୟର…

ହଠାତ୍‌ ଅନେକ ପେଟ୍ରୋଲ ପମ୍ପ ବନ୍ଦ; ମୁଖ୍ୟମନ୍ତ୍ରୀ ଡାକିଲେ ଜରୁରୀ ବୈଠକ, ଜାଣନ୍ତୁ କେଉଁଠି..

ନୂଆଦିଲ୍ଲୀ,୨୮ା୪: ପ୍ରତିଦିନ ଆମେ ପେଟ୍ରୋଲ ଦରରେ ପରିବର୍ତ୍ତ ଦେଖୁଛେ । ପେଟ୍ରୋଲ ଦର ପ୍ରତିଦିନ ସକାଳ ୬ଟାରେ ନୂଆ ଦର ଜାରି କରିଥାଏ । କିନ୍ତୁ ଏବେ…

୨୪ ଘଣ୍ଟାରେ ଏହି ୭ ଜିଲ୍ଲାରେ ପ୍ରବଳ ବର୍ଷା! ୫ ଯାଏ ବର୍ଷା ଆଲର୍ଟ ଜାରି

ତାତିରେ ଲାଗିବ ବ୍ରେକ। ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପ୍ରବଳ ଖରା ଓ ଗରମ ଭିତରେ କାଳବୈଶାଖୀ ବର୍ଷା କିଛିମାତ୍ରାରେ…

ବିଳମ୍ବରେ ଚିକିତ୍ସା ପାଇଁ ଚାଲିଗଲା ରୋଗୀଙ୍କ ଜୀବନ! ସାକ୍ଷୀଗୋପାଳ ଡାକ୍ତରଖାନାରେ ଉତ୍ତେଜନା, ଅବହେଳାରୁ…

ସାକ୍ଷୀଗୋପାଳ,୨୮। ୪ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସାକ୍ଷୀଗୋପାଳ ଡାକ୍ତରଖାନାକୁ ଆସିଥିବା ଜଣେ ରୋଗୀଙ୍କର ମଙ୍ଗଳବାର ଚିକିତ୍ସା ଅବହେଳାରୁ ମୃତ୍ୟୁ ଘଟିବା ଅଭିଯୋଗ ହୋଇଛି। ଏହି ଘଟଣାକୁ…

‘ ବୁଢ଼ୀ ଠାକୁରାଣୀଙ୍କ  ଯାତ୍ରା ମହୋତ୍ସବ : ଆଗାମୀ ୨ ବର୍ଷ ପାଇଁ ମା ‘ଙ୍କୁ ମେଲାଣି

ଦିଗପହଣ୍ଡି,୨୮|୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମରେ ଚୈତ୍ର ଶୁକ୍ଳ ନବମୀ ତିଥି ଗତ ମାର୍ଚ୍ଚ ୨୭ ତାରିଖରୁ ୧ ମାସ…

ସରପଞ୍ଚଙ୍କ ତତ୍ତ୍ୱାବଧାନରେ ପରିବେଶର ସୁରକ୍ଷା

ପୁରୁଷୋତ୍ତମପୁର,୨୮ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କେଏନପୁର ପଞ୍ଚାୟତ ପକ୍ଷରୁ ପରିବେଶ ସୁରକ୍ଷା ଓ ପରିମଳ ସଚ୍ଚେତନତା କାର୍ଯ୍ୟକ୍ରମ ମଙ୍ଗଳବାର ସରପଞ୍ଚ ରାଜଲକ୍ଷ୍ମୀ ବେହେରାଙ୍କ ତତ୍ତ୍ୱାବଧାନରେ…

ଭଞ୍ଜନଗରରେ ଝଡ ତୋଫାନ ସହ ପ୍ରବଳ ବର୍ଷା: ଭାଙ୍ଗିଲା ଗଛ ବିଦ୍ୟୁତ୍‌ ସେବା ବ୍ୟାହତ

ଭଞ୍ଜନଗର,୨୮।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ୧ ଟା ରୁ ୪ ଟା ପର୍ଯ୍ୟନ୍ତ ଝଡ଼ତୋଫାନ ସହ ମଝିରେ ମଝିରେ ତୁହାକୁ ତୁହା…

HDFC ୟୁଜର୍ସ ସାବଧାନ! ମେ ୧୫ରୁ ବଦଳିବ ଏହି ନିୟମ…

ନୂଆଦିଲ୍ଲୀ,୨୮।୪: HDFC ବ୍ୟାଙ୍କ ଏହାର Regalia Gold କ୍ରେଡିଟ କାର୍ଡର ରିଓ଼୍ବାର୍ଡ ଗଠନ ଏବଂ ଯାତ୍ରା ଲାଭରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏହି ନୂତନ ନିୟମଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri