Posted inଖେଳ

ଚେସ୍‌ ଖେଳୁଛନ୍ତି ପନ୍ତ

ନୂଆଦିଲ୍ଲୀ,୭।୩: କାର ଦୁର୍ଘଟଣା ପରେ ଭାରତର ଷ୍ଟାର ଉଇକେଟ୍‌କିପର ବ୍ୟାଟ୍ସମ୍ୟାନ ରିଷଭ ଅନ୍ତର୍ଜାତୀୟ କ୍ରିକେଟ୍‌ଠାରୁ ଦୂରରେ ଅଛନ୍ତି। ତାଙ୍କୁ କ୍ରିକେଟ୍‌ ଜଗତକୁ ଫେରିବା ପାଇଁ ଆହୁରି ଅନେକ ମାସ ଲାଗିବ। ପନ୍ତଙ୍କ ଗୋଡ଼ ଅସ୍ତ୍ରୋପଚାର ହୋଇଛି। ନିକଟରେ ସେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଏବଂ ଭିଡିଓ ଶେୟାର କରିଛନ୍ତି। ତାଙ୍କ ମନରେ କ’ଣ ରହିଛି ତାହା ପନ୍ତ ଦୁଇଟି ପୋଷ୍ଟ ମାଧ୍ୟମରେ ଜଣାଇବାକୁ ଚେଷ୍ଟା କରିଛନ୍ତି।
ପନ୍ତ ଇନ୍‌ଷ୍ଟାଗ୍ରାମ ଷ୍ଟାଟସ୍‌ରେ ଚେସ୍‌ ଖେଳୁଥିବାର ପ୍ରଥମ ଫଟୋ ଶେୟାର କରିଛନ୍ତି। ଫଟୋ ଶେୟାର କରିବା ସହିତ ସେ ଲେଖିଛନ୍ତି- କିଏ ଖେଳୁଛନ୍ତି ଅନୁମାନ କରିପାରିବେ କି? ଏହାପରେ ପନ୍ତ ତାଙ୍କର ଦ୍ୱିତୀୟ ଇନଷ୍ଟାଗ୍ରାମ ଷ୍ଟାଟସ୍‌ରେ ଏକ ଛୋଟ ଭିଡିଓ ଶେୟାର କରିଥିଲେ। ଏହି ଭିଡିଓରେ ସେ ଛାତ ଉପରେ ବସିଛନ୍ତି।
ଡିସେମ୍ବର ୩୦ରେ ଭାରତର ତାରକା କ୍ରିକେଟର ରିଷଭ ପନ୍ତ ଏକ ସଡ଼କ ଦୁର୍ଘଟଣାର ଶିକାର ହୋଇଥିଲେ। ଦିଲ୍ଲୀରୁ ରୁର୍କି ଯାଉଥିବାବେଳେ ତାଙ୍କ କାର ରୁର୍‌କୀ ନିକଟରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଏହି ଦୁର୍ଘଟଣାରେ ପନ୍ତ ଗୁରୁତର ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri