ଦୁର୍ଘଟଣା ପରେ ପ୍ରଥମ ଥର ଗୋଡ଼ରେ ଛିଡ଼ା ହେଲେ ରିଷଭ ପନ୍ତ

ମୁମ୍ବାଇ,୧୩।୧: ଭାରତୀୟ କ୍ରିକେଟ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ନିକଟରେ ଦୁର୍ଘଟଣାର ଶିକାର ହୋଇଥିବା ରିଷଭ ପନ୍ତଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁଛି। ଭାରତୀୟ ଉଇକେଟ କିପର ତଥା ବ୍ୟାଟ୍ସମ୍ୟାନ ବର୍ତ୍ତମାନ ମୁମ୍ବାଇର କୋକିଲାବେନ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସର୍ଜରୀ ପରେ ରିଷଭଙ୍କ ସ୍ବାସ୍ଥ୍ୟରେ ଶୀଘ୍ର ଉନ୍ନତି ହେଉଥିବା ପରିଲକ୍ଷିତ ହୋଇଛି। ତେବେ ଦୁର୍ଘଟଣା ପରେ ପ୍ରଥମ ଥର ସେ ନିଜ ଗୋଡ଼ରେ ଛିଡ଼ା ହୋଇଛନ୍ତି। କିଛି ସେକେଣ୍ଡ ପାଇଁ ହେଉନା କାହିଁକି ରିଷଭ ନିଜ ଗୋଡ଼ରେ ଛିଡ଼ା ହୋଇଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ ଉକ୍ତ ହସ୍ପିଟାଲରେ ରିଷଭ ୧ସପ୍ତାହ ରହିବାକୁ ଥିବା ବେଳେ ତାଙ୍କୁ ସମ୍ପୂର୍ଣ୍ଣ ସୁସ୍ଥ ହେବା ପାଇଁ ୪ରୁ ୬ମାସ ଲାଗିବ ବୋଲି ଚିକିତ୍ସା କରୁଥିବା ଡାକ୍ତରୀ ଟିମ୍‌ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ ବିଶ୍ୱକପ୍‌ : ଅନ୍ତିମ ଦୁଇ ଦଳ ଭାବେ ଓମାନ, ସ୍କଟ୍‌ଲାଣ୍ଡର ଯୋଗ୍ୟତା

ଦୁବାଇ, ୩୧।୧୦ (ଏଏଫ୍‌ପି)- ଓମାନ ଓ ସ୍କଟ୍‌ଲାଣ୍ଡ ଅନ୍ତିମ ଦୁଇ ଦଳ ଭାବେ ଆସନ୍ତା ବର୍ଷ ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ୨୦୨୦ ଆଇସିସି ଟି୨୦ ବିଶ୍ୱକପ୍‌କୁ...

ରୋହିତ ନୁହେଁ, କିଷନଙ୍କ ସହ ଓପନିଂ କଲେ ରାହୁଲ

ଦୁବାଇ,୩୧।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ନୂଆ ଓପନିଂ ଯୋଡ଼ି ସହ ଓହ୍ଲାଇଛି ଭାରତୀୟ ଦଳ। ନିୟମିତ ଓପନର ରୋହିତ ଶର୍ମାଙ୍କ ବଦଳରେ ଇଶାନ କିଷନଙ୍କ ସହ...

ପୁନିଆ ‘ଜୁନିୟର ଫ୍ରିଷ୍ଟାଇଲ ରେସ୍‌ଲର ଅଫ୍‌ ଦି ଇୟର’

ନୂଆଦିଲ୍ଲୀ, ୧୭ା୧୨(ପି.ଟି.)- ଉଭୟ ଜୁନିୟର ଏବଂ ସିନିୟର ବିଭାଗରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ ବିଜେତା ଦୀପକ ପୁନିଆ ୟୁନାଇଟେଡ ଓ୍ବାଲର୍‌ଡ ରେସ୍‌ଲିଂ...

ସିରାଜ୍‌ଙ୍କ ଜାଲରେ ଫସିଲେ ଓ୍ବେଡ୍‌, ଲଜ୍ଜାଜନକ ରେକର୍ଡର ହେଲେ ଅଧିକାରୀ

ବ୍ରିସବେନ୍‌,୧୭।୧: ବ୍ରିସବେନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ତଥା ଶେଷ ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ମହମ୍ମଦ ସିରାଜ ଚମତ୍କାର ବୋଲିଂ କରିଥିଲେ। ସିରାଜ...

ବିବାହର ଛଅ ମାସ ଭିତରେ ମାତ୍ର ୨୧ ଦିନ ସାଙ୍ଗରେ ରହିଥିଲେ ଅନୁଷ୍କା-ବିରାଟ; ହେଲେ..

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟ ଟିମ୍‌ର ଅଧିନାୟକ ବିରାଟ କୋହଲୀଙ୍କ ଆଜି ବିବାହ ବାର୍ଷିକୀ। ୨୦୧୭ ଡିସେମ୍ବର ୧୧ରେ ଲୋକପ୍ରିୟ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ହାତ ଧରିଥିଲେ...

ବୋଲର୍‌ରୁ ରାତାରାତି ଓପନର୍‌ ହୋଇଯାଇଥିଲେ ଏହି କ୍ରିକେଟର୍‌: ବ୍ୟାଟିଂରେ ଦେଖାଇଥିଲେ ଜଲଓ୍ବା

ଶ୍ରୀଲଙ୍କା କ୍ରିକେଟର କିମ୍ବଦନ୍ତୀ ସନଥ ଜୟସୁରିଆ ଆଜି ୫୨ ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୯୦ ଦଶକରେରେ ଦୁନିଆର ଅନ୍ୟତମ ବିପଜ୍ଜନକ ବ୍ୟାଟ୍ସମ୍ୟାନ ଥିଲେ।...

ମମତାଙ୍କୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ଶୁଭେନ୍ଦୁ ଅଧିକାରୀ

କୋଲକତା,୨୭।୧୧:ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ମୁଖମ୍ୟନ୍ତ୍ରୀ ମମତା ବାନାର୍ଜୀଙ୍କୁ ଖୋଲା ଚ୍ୟାଲେଞ୍ଜ୍‌ ଦେଇଛନ୍ତି। ନାଗରିକ ସଂଶୋଧନ ଅଧିନିୟମ (ସିଏଏ)କୁ ନେଇ ସେ...

କର୍ନାଟକରେ ସ୍ବାସ୍ଥ୍ୟକର୍ମୀଙ୍କୁ ଆକ୍ରମଣ କରିଥିବା ୫ଜଣ ବ୍ୟକ୍ତି କରୋନା ପଜିଟିଭ୍‌: ଜେଲରୁ ଗଲେ ହସ୍ପିଟାଲ

ବେଙ୍ଗାଲୁରୁ,୨୪।୪: ବେଙ୍ଗାଲୁରୁର ପଦାରାୟଣପୁରା ଅଞ୍ଚଳର ସ୍ବାସ୍ଥ୍ୟକର୍ମୀଙ୍କୁ ଆକ୍ରମଣ କରିବା ଅଭିଯୋଗରେ ଗତ ସପ୍ତାହରେ ୫ଜଣଙ୍କୁ ଗିରଫ କରାଯାଇଥିଲା। ଏବେ ଏହି ୫ଜଣଙ୍କର କରୋନା ପଜିଟିଭ୍‌ ବାହାରିଥିବା...

Advertisement
Archives

Model This Week