Posted inଖେଳ

ଧୋନୀ-ସାକ୍ଷୀଙ୍କ ମଧ୍ୟରେ କଣ୍ଟା ସାଜିଲେ ଏହି ଖେଳାଳି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଅନ୍ତର୍ଜାତୀୟ ଖେଳରୁ ସନ୍ୟାସ ନେବା ପରେ ପରିବାର ସହ ସମୟ ବିତାଉଛନ୍ତି। କେତେବେଳେ ତାଙ୍କୁ ଦୁବାଇ ତ ଆଉ କେତେବେଳେ ମୁମ୍ବାଇରେ ସ୍ତ୍ରୀ ସାକ୍ଷୀଙ୍କ ସହ ମସ୍ତି କରୁଥିବାର ଦେଖିବାକୁ ମିଳୁଛି। ସାକ୍ଷୀ ସବୁ ଖାସ୍‌ ସମୟର ଫଟୋ ସୋସିଆଲ ମିଡିଆରେ ଶେୟାର କରିଥାନ୍ତି। ନିକଟରେ ସାକ୍ଷୀ ଇନ୍‌ଷ୍ଟାଗ୍ରାମ୍‌ରେ ନିଜର ଏକ କ୍ୟୁଟ୍‌ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ଧୋନୀ ଟୋପି ପିନ୍ଧିଥିବା ବେଳେ ସାକ୍ଷୀ ବହୁତ ସୁନ୍ଦର ଦେଖାଯାଉଛନ୍ତି। ତେବେ ଧୋନୀ, ସାକ୍ଷୀଙ୍କ ସହ ଫଟୋରେ ରିଷଭ ପନ୍ତଙ୍କୁ ମଧ୍ୟ ଦେଖିବାକୁ ମିଳୁଛି।
ବର୍ଡର ଗାଭାସ୍କର ସିରିଜ୍‌ର ଷ୍ଟାର ପାଲଟିଥିବା ରିଷଭ ପନ୍ତ ଅଷ୍ଟ୍ରେଲିଆରୁ ଫେରିବା ପରେ ଏବେ ଏକାକୀ ସମୟ ବିତାଉଛନ୍ତି। ଏହି ଅବସରରେ ସେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଏବଂ ତାଙ୍କ ସ୍ତ୍ରୀ ସାକ୍ଷୀଙ୍କୁ ଭେଟିଥିଲେ। ଧୋନୀ, ସାକ୍ଷୀ ଏବଂ ରିଷଭଙ୍କ ଏହି ଫଟୋ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଏଥିରେ ଧୋନୀଙ୍କୁ ଭିନ୍ନ ଲୁକ୍‌ରେ ଦେଖିବାକୁ ମିଳୁଛି। ସେହିପରି ସାକ୍ଷୀ ଗୋଲାପୀ ରଙ୍ଗର ଏକ ସ୍କାର୍ପ ବେକରେ ପକାଇଛନ୍ତି। ଧୋନୀ ସାକ୍ଷୀଙ୍କ ମଧ୍ୟରେ ରିଷଭ କଣ୍ଟା ସାଜିଥିବା ଜଣେ ପ୍ରଶଂସକ ମଜାଳିଆ ଢଙ୍ଗରେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୋଆରେ ଛୁଟି କାଟୁଛନ୍ତି ତେନ୍ଦୁଲକରଙ୍କ ଝିଅ

ମୁମ୍ବାଇ: ପୂର୍ବତନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ସୋସିଆଲ ମିଡିଆରେ ସୁପରହିଟ୍‌। ସାରାଙ୍କ ପ୍ରତ୍ୟେକ ଫଟୋ ତୀବ୍ର ବେଗରେ ଭାଇରାଲ ହୋଇଥାଏ। ଏବେ...

ପ୍ରଥମ ମ୍ୟାଚ ଭଳି ଶେଷ ମ୍ୟାଚରେ ଜିଟି-ସିଏସକେ ଲଢ଼େଇ…

ଅହମଦାବାଦ,୨୮।୫ : ଆଇପିଏଲ ୨୦୨୩ର ୧୬ ତମ ସିଜନର ପ୍ରଥମ ମ୍ୟାଚ ଅହମଦାବାଦରେ  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ(ଜିଟି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ)ର...

ବୋପାନ୍ନା-ସାନିଆ ବିଜୟୀ

ଲଣ୍ଡନ, ୩।୬(ପି.ଟି.)-ଅଭିଜ୍ଞ ସାନିଆ ମିର୍ଜା ଓ ରୋହନ ବୋପାନ୍ନା ଯୋଡ଼ି ଚଳିତ ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ ମିକ୍ସଡ ଡବଲ୍ସ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଅଲ୍‌...

ଇଣ୍ଡିଆନ ସୁପର ଲିଗ୍‌: ପ୍ରଥମ ବିଜୟ ଲକ୍ଷ୍ୟରେ ଓଡ଼ିଶା

ବାମ୍ବୋଲିମ(ଗୋଆ),୬।୧୨(ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ରବିବାର ଦୁଇଟି ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ସ୍ଥାନୀୟ ଜିଏମ୍‌ସି ଷ୍ଟାଡିୟମରେ ଓଡ଼ିଶା ଏଫ୍‌ସି ଓ ମୁମ୍ବାଇ ସିଟି...

ସଫଳତମ ଅଧିନାୟିକା ମେଗ୍‌ ଲାନିଙ୍ଗ୍‌

ମେଗ୍‌ ଲାନିଙ୍ଗ୍‌ଙ୍କ ନେତୃତ୍ୱରେ ଅଷ୍ଟ୍ରେଲିଆ ୫ ଥର ବିଶ୍ୱ ଚାମ୍ପିୟନ ହୋଇଛି। ଟି୨୦ରେ ୪ ଥର ଏବଂ ଦିନିକିଆରେ ଥରେ ଲାନିଙ୍ଗ୍‌ଙ୍କ ନେତୃତ୍ୱରେ ଟ୍ରଫି ହାସଲ...

ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିବୁ : ବୀରେନ୍ଦ୍ର

ଭୁବନେଶ୍ୱର, ୬।୧୦(ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଆ ହକି ତାରକା ତଥା ଅଭିଜ୍ଞ ଭାରତୀୟ ଡିଫେଣ୍ଡର ବୀରେନ୍ଦ୍ର ଲାକ୍ରା ୟୁରୋପ ଗସ୍ତ ସାରି ପ୍ରତ୍ୟାବର୍ତ୍ତନ କରିଛନ୍ତି। ଶନିବାର ସକାଳେ...

ପିଏସ୍‌ଏ ବିଶ୍ୱ ଚାମ୍ପିୟନଶିପ୍‌ ଘୋଷାଲ ପ୍ରି-କ୍ୱାର୍ଟରରେ

ଦୋହା, ୧୧ା୧୧ (ପି.ଟି.)- ଭାରତର ସୌରଭ ଘୋଷାଲ ଏଠାରେ ଚାଲିଥିବା ପିଏସ୍‌ଏ ପୁରୁଷ ବିଶ୍ୱ ଚାମ୍ପିୟନଶିପ୍‌ରେ ଟାଇଟଲ ହାସଲ କରିଛନ୍ତି। ସେ ଫ୍ରାନ୍ସର ଲୁକାସ ସେରମିଙ୍କୁ...

୧୫୨.୯୫ କିମି ପ୍ରତି ଘଣ୍ଟା: ଜାଣନ୍ତୁ ସବୁଠାରୁ ଦ୍ରୁତ ବୋଲିଂ କରି ଚର୍ଚ୍ଚାରେ ଥିବା ଉମ୍‌ରାନ୍‌ କିଏ, କୋହଲି ବି ଏବେ…

ଆବୁଧାବି,୭।୧୦: ରାତାରାତି ଖେଳାଳିଙ୍କ ଭାଗ୍ୟ ବଦଳାଇଥାଏ ଆଇପିଏଲ୍‌। ଏଥିରେ ତିଳେ ମାତ୍ର ସନ୍ଦେହ ନାହିଁ। ଅନେକ ଯୁବ କ୍ରିକେଟର ଏହି ପ୍ଲାଟଫର୍ମରୁ ନିଜର କ୍ୟାରିୟର ଆରମ୍ଭ...

Advertisement
Archives

Model This Week