Posted inଖେଳ

ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ବଡ଼ ଖବର, ଆଇପିଏଲ୍ ୨୦୨୪ ଖେଳିବାକୁ ଋଷଭ ପନ୍ତଙ୍କୁ ମିଳିଲା ଗ୍ରୀନ୍ ସିଗନାଲ

ନୂଆଦିଲ୍ଲୀ,୧୦।୩: ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଅଧିନାୟକ ଋଷଭ ପନ୍ତଙ୍କୁ ବେଙ୍ଗାଲୁରୁର ଜାତୀୟ କ୍ରିକେଟ୍ ଏକାଡେମୀ (ଏନସିଏ) ରୁ ଗ୍ରୀନ୍ ସିଗନାଲ ମିଳିଛି। ଅର୍ଥାତଋଷଭ ଏବେ ମ୍ୟାଚ୍ ଖେଳିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ମିଡ଼ିଆ ରିପୋର୍ଟ ଅନୁଯାୟୀ ଏନସିଏ ଋଷଭଙ୍କୁ ସମ୍ପୂର୍ଣ୍ଣ ଫିଟ୍ ଫିଟନେସ୍ ସାର୍ଟିଫିକେଟ୍ ଦିଆଯାଇଛି।

ଏହି ଖବର ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୪ ପୂର୍ବରୁ ଏକ ବଡ଼ ଖୁସି ଖବର। ପନ୍ତ ବର୍ତ୍ତମାନ ଆଇପିଏଲ୍ ୨୦୨୪ ପାଇଁ କିଛି ଶୁଟ୍ କରୁଛନ୍ତି। ଏହାପରେ ସେ ଦିଲ୍ଲୀର ପ୍ରି-ସିଜନ୍ କ୍ୟାମ୍ପରେ ଯୋଗଦେବା ପାଇଁ ଭାଇଜାଗକୁ ଯିବା ପୂର୍ବରୁ ସେ କିଛି ଦିନ ଦିଲ୍ଲୀ ଆସିବାର ସମ୍ଭାବନା ରହିଛି। ଡିସି ଏହାର ପ୍ରଥମ ଦୁଇଟି ମ୍ୟାଚ୍ ଭାଇଜାଗରେ ଖେଳିବାକୁ ଯାଉଛି।

ତେବେ ଏହି ଖବର ନେଇ ଭାରତୀୟ କ୍ରିକେଟ୍ ବୋର୍ଡ (ବିସିସିଆଇ) ଏବଂ ଦିଲ୍ଲୀରେ ପନ୍ତଙ୍କ ଭୂମିକା କିମ୍ବା ଆଇପିଏଲକୁ ଫେରିବା ନେଇ ଏପର୍ଯ୍ୟନ୍ତ କୌଣସି ଅଫିସିଆଲ୍ ବିବୃତ୍ତି ଆସିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟାରିଫ୍‌ ଝଟକା ଦେଲେ ଟ୍ରମ୍ପ: ୟୁରୋପୀୟ ସଂଘ ସହିତ ଭାଙ୍ଗିଲେ ବାଣିଜ୍ୟ ଚୁକ୍ତି, ଏହି ଜିନିଷ ଉପରେ ଲଗାଇଲେ ୨୫% ଟ୍ୟାକ୍ସ

ଓ୍ବାଶିଂଟନ୍‌,୨।୫: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ଟାରିଫ୍‌ ବୋମା ପକାଇଛନ୍ତି। ସେ ୟୁରୋପୀୟ ସଂଘ ସହିତ ବାଣିଜ୍ୟ ଚୁକ୍ତି ଭାଙ୍ଗିଛନ୍ତି ଏବଂ ୟୁରୋପୀୟ…

ସିମନବାଡିରେ ବିଦ୍ୟୁତ ସେବା ଠପ୍‌: ଆସୁନି ଇଣ୍ଟରନେଟ, ଲୋକେ ହନ୍ତସନ୍ତ

ଦାରିଙ୍ଗବାଡି,୨।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡରେ ଗତ ୩ ଦିନ ହେଲା ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇପଡିଛି। ପ୍ରାୟ ୮ ପଞ୍ଚାୟତବାସୀ ଅନ୍ଧାରରେ ରହିଥିବା…

ପେଟ୍ରୋଲ-ଡିଜେଲ ଦାମ୍‌କୁ ନେଇ ଆସିଲା ବଡ଼ ଅପଡେଟ୍‌: ଏତେ ଟଙ୍କା ମହଙ୍ଗା ହୋଇଯିବ…

ନୂଆଦିଲ୍ଲୀ,୨।୫: ମେ ମାସ ମୁଦ୍ରାସ୍ଫୀତି କ୍ଷେତ୍ରରେ ଜନସାଧାରଣଙ୍କୁ ଚକିତ କରିପାରେ। ଏହା ୧ ମେ’ ରେ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସହିତ ଆରମ୍ଭ ହୋଇଥିଲା।…

Love You Darling…. ଚିତ୍କାର କରି ଧୋନୀଙ୍କୁ ଏମିତି କହିଦେଲେ ଏହି କ୍ରିକେଟର୍‌, ଦେଖନ୍ତୁ Video

ନୂଆଦିଲ୍ଲୀ,୨।୫: IPL 2026ରେ ଏମ୍‌ସ୍‌୍‌ ଧୋନୀଙ୍କୁ ପଡ଼ିଆରେ ଦେଖିବା ପାଇଁ ପ୍ରଶଂସକମାନେ ବହୁତ ଦିନରୁ ଅପେକ୍ଷା କରିଛନ୍ତି। ତାଙ୍କ ପ୍ରତି ସେମାନଙ୍କର ପ୍ରେମ ଅତୁଟ ରହିଛି। କେବଳ…

ବ୍ୟାଟ ଦେଖାଇଲେ ଜାଡେଜା, ଧକ୍କା ମାରିଲେ କୁଲଦୀପ ଯାଦବ: ଲାଇଭ ମ୍ୟାଚ ସମୟରେ ମଧ୍ୟରେ ଘଟିଲା ଏମିତି, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨।୫: IPL ୨୦୨୬ର ୪୩ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିଲା, ଯେଉଁଥିରେ ଡିସି RRକୁ ୭ ଉଇକେଟ୍‌ରେ…

ଆଇଏମ୍‌ଡିର ବଡ଼ ଚେତାବନୀ, ମେ’ରେ ସ୍ବାଭାବିକଠାରୁ ହେବ ଅଧିକ ବର୍ଷା

ନୂଆଦିଲ୍ଲୀ,୧।୫: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଆସିଛି। ଚଳିତ ବର୍ଷ ମେ ମାସରେ ଦେଶରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲି ଭାରତୀୟ…

ଶର୍ଟ ସର୍କିଟରୁ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ମୋହନା,୧।୫(ମନ୍ମଥ ମିଶ୍ର ): କିଛି ଦିନ ହେଲା ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଚାଲିଥିବା ବେଳେ ଶୁକ୍ରବାର ପୁଣି ଏକ ଅଘଟଣ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା…

ମଇ ଆରମ୍ଭରୁ ଫୋନ୍‌ ଦାମ୍‌ ବଢ଼ାଇଲେ ଏହି ୩ କମ୍ପାନୀ, ଗ୍ରାହକଙ୍କ ପକେଟରେ ଚାବୁକ୍‌; ଜାଣନ୍ତୁ ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୫:ଯଦି ଆପଣ ଏକ ନୂଆ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟ ଉପରେ ଏବେ ଅଧିକ ଚାପ ପଡ଼ିପାରେ। Nothing, Realme ଏବଂ OnePlus…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri