Posted inଖେଳ

ପ୍ରଶଂସକଙ୍କ ଲାଗି ଖୁସି ଖବର: ପନ୍ତଙ୍କ ଡିସଚାର୍ଜକୁ ନେଇ ଏଭଳି ସୂଚନା ଦେଲେ ଡାକ୍ତର

ନୂଆଦିଲ୍ଲୀ,୩୧।୧: ଭାରତୀୟ ଟିମ୍‌ର ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ରିଷଭ ପନ୍ତଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। ଦୁର୍ଘଟଣାର ଶିକାର ହୋଇ ଚିକିତ୍ସିତ ହେଉଥିବା ପନ୍ତଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ବଡ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ଦ୍ରୁତ ଗତିରେ ସେ ସୁସ୍ଥ ହେଉଥିବା ବେଳେ ଶୀଘ୍ର ତାଙ୍କୁ ଡିସଚାର୍ଜ କରାଯିବ ବୋଲି କୁହାଯାଉଛି।

ବର୍ତ୍ତମାନ ମୁମ୍ବାଇର କୋକିଲାବେନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ପନ୍ତ। ସେଠାରେ ତାଙ୍କର ସର୍ଜରୀ କରାଯାଇଛି। ବିସିସିଆଇର ଜଣେ ବରିଷ୍ଠ ଅଧିକାରୀ ତାଙ୍କ ବିଷୟରେ ସୂଚନା ଦେଇ କହିଛନ୍ତି, ପନ୍ତଙ୍କ ସ୍ବାସ୍ଥ୍ୟାବସ୍ଥାରେ ଦ୍ରୁତ ଗତିରେ ଉନ୍ନତି ଘଟୁଛି। ଯଦି ସବୁକିଛି ଠିକ୍‌ ରୁହେ ତେବେ ତାଙ୍କୁ ଚଳିତ ସପ୍ତାହରେ ଡାକ୍ତରଖାନାରୁ ଡିସଚାର୍ଜ କରାଯିବ ବୋଲି ଡାକ୍ତରମାନେ କହିଛନ୍ତି।

କିଛିଦିନ ପୂର୍ବେ ପନ୍ତ ନିଜର ସ୍ବାସ୍ଥ୍ୟକୁ ନେଇ ନିଜର ସୋସିଆଲ ମିଡିଆ ଜରିଆରେ ପୋଷ୍ଟ କରି ପ୍ରଶଂସକଙ୍କୁ ଜଣାଇଥିଲେ। ସମସ୍ତଙ୍କ ପ୍ରାର୍ଥନା ଏବଂ ସମର୍ଥନ ଲାଗି କୃତଜ୍ଞ। ତାଙ୍କର ଅସ୍ତ୍ରୋପଚାର ସଫଳ ହୋଇଛି। ଶୀଘ୍ର ସୁସ୍ଥ ହେଉଛି। ପ୍ରତିଦିନ ଭଲ ଅନୁଭବ କରୁଛି। କଠିନ ସମୟରେ ସମସ୍ତଙ୍କର ସମର୍ଥନ ଏବଂ ସକରାତ୍ମକ ଉର୍ଜା ଥିବା କଥାକୁ ନେଇ ସମସ୍ତଙ୍କୁ କୃତଜ୍ଞତା ଜଣାଇବାକୁ ଚାହେଁ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାତାପିତାଙ୍କୁ ଅବହେଳା କଲେ ଦରମାରୁ କଟିବ ୧୦ ହଜାର

ହାଇଦ୍ରାବାଦ,୨୯ା୩: ବୃଦ୍ଧ ମାତାପିତାଙ୍କ ପ୍ରତି ଯତ୍ନ ଏବଂ ପରିଣତ ବୟସରେ ସେମାନଙ୍କ ପ୍ରତି ସମ୍ବେଦନଶୀଳ ହେବା ସାମାଜିକ ଦାୟିତ୍ୱବୋଧକୁ ତେଲଙ୍ଗାନା ସରକାର ଗୁରୁତ୍ୱ ଦେଇ ରବିବାର ଏକ ଐତିହାସିକ…

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri