Posted inଖେଳ

VIDEO: ରିଷଭ ପନ୍ତଙ୍କ ଭଉଣୀ ବାହାଘରରେ ଜବରଦସ୍ତ ଡ୍ୟାନ୍ସ କଲେ ଧୋନୀ, ଭିଡିଓ ଭାଇରାଲ

ମୁମ୍ବାଇ,୧୨।୩: ରିଷଭ ପନ୍ତଙ୍କ ଭଉଣୀ ସାକ୍ଷୀ ପନ୍ତଙ୍କ ବିବାହ ଆଜି ଅନୁଷ୍ଠିତ ହେବ। ଚାମ୍ପିୟନ୍ସ ଟ୍ରଫି ଟୁର୍ନାମେଣ୍ଟ ଖେଳି ଫେରିଥିବା ତାଙ୍କ ଭାଇ ପନ୍ତ ମଙ୍ଗଳବାର ସକାଳେ ମସୁରୀରେ ପହଞ୍ଚିଥିବା ବେଳେ ସାରେ, ପୂର୍ବତନ ଭାରତୀୟ କ୍ରିକେଟର ଏମଏସ ଧୋନୀ ତାଙ୍କ ପତ୍ନୀଙ୍କ ସହ ମସୁରୀରେ ପହଞ୍ଚିଥିଲେ। ସୁରେଶ ରାଇନା ମଧ୍ୟ ତାଙ୍କ ପତ୍ନୀଙ୍କ ସହିତ ବିବାହ ଉତ୍ସବରେ ପହଞ୍ଚିଛନ୍ତି। ମଙ୍ଗଳବାର ଏକ ମେହେନ୍ଦି ଉତ୍ସବ ଥିଲା, ଯେଉଁଥିରେ ଧୋନୀଙ୍କ ଡ୍ୟାନ୍ସ ଦେଖିବାକୁ ମିଳିଥିଲା। ତାଙ୍କର ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।

ରିଷଭ ପନ୍ତଙ୍କ ଭଉଣୀଙ୍କ ମେହେନ୍ଦି ଉତ୍ସବରେ ଧୋନୀ ଏକ କଳା ଡିଜାଇନର୍‌ କୁର୍ତ୍ତା ପିନ୍ଧିଥିଲେ। ରାଇନା ମଧ୍ୟ ଏକ କଳା କୁର୍ତ୍ତା ପିନ୍ଧିଥିଲେ। ଧୋନୀଙ୍କ ପତ୍ନୀ ସାକ୍ଷୀ ଏକ ଚମକଦାର ପୋଷାକରେ ବହୁତ ସୁନ୍ଦର ଦେଖାଯାଉଥିଲେ। ମେହେନ୍ଦୀ ଉତ୍ସବରେ ଧୋନୀ ରିଷଭ , ସୁରେଶ ରାଇନା ଜବରଦସ୍ତ ଡ୍ୟାନ୍ସ କରିଛନ୍ତି।

ଧୋନୀଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଧୋନୀ, ପନ୍ତ, ରାଇନା ଏବଂ ସେମାନଙ୍କର କିଛି ବନ୍ଧୁ ‘ଦମା ଦମ ମସ୍ତ ମସ୍ତ କଲନ୍ଦର’ ଗୀତରେ ନାଚୁଥିବାର ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍‌କୁ ନେଇ ହଟିଲା ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୧୦ା୯: ରାଜଧାନୀରେ ବ୍ରିକ୍ସ ସମିଟ କାରଣରୁ ଆସନ୍ତା ୧୩ରେ ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ଦିନକ ପାଇଁ ସ୍ଥଗିତ ରଖାଯିବାର…

BDAର ୩୫ ବର୍ଷରୁ ଊର୍ଦ୍ଧ୍ୱ ଜମି ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ୨୦୦ ହିତାଧିକାରୀଙ୍କୁ ଆଶ୍ୱସ୍ତି, ଦୂର ହେଲା…

ଭୁବନେଶ୍ୱର,୧୦।୯(ରବିନାରାୟଣ ଜେନା): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ଠାରୁ ଦୀର୍ଘ ୩୫ ବର୍ଷ ତଳେ ପ୍ଲଟେଡ୍‌ ସ୍କିମରେ ନେଇଥିବା ୨୦୦ରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ରାଜସ୍ବ ପର୍ଷଦ…

ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ, ସପ୍ତାହକୁ ଦୁଇଥର…

ଭୁବନେଶ୍ୱର,୧୦ା୯(ବନ୍ଦନା ସେଠୀ) – ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍‌…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

ବଙ୍ଗୋପସାଗରରେ ଲଘୁଚାପ: ୧୦ ଜିଲାରେ ଝଡ଼ବର୍ଷା, ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୧୦ା୯(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗୁରୁବାର ସକାଳ ୫ଟା ୩୦ରେ ଲଘୁଚାପର ରୂପ ନେଇଛି। ଏହା ଅପରାହ୍ନ ୨ଟା ୩୦ ସୁଦ୍ଧା ଉତ୍ତର…

ଆମେରିକୀୟ ବାୟୁସେନା ଘାଟିରେ କ୍ଷେପଣାସ୍ତ୍ର ମାଡ଼

ତେହେରାନ,୧୦।୯: ଜୋର୍ଡାନସ୍ଥିତ ଏକ ଆମେରିକୀୟ ବାୟୁସେନା ଘାଟି ଉପରେ ଇରାନର ସାମରିକ ଆକ୍ରମଣରେ ଆମେରିକାର ଏକାଧିକ ଯୁଦ୍ଧ ବିମାନ କ୍ଷତିଗ୍ରସ୍ତ ହୋଇଛି। ସିବିଏସ୍‌ ରିପୋର୍ଟ ଅନୁଯାୟୀ ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri