Posted inଖେଳ

ଗାଭାସ୍କର କହିଲେ ଟଙ୍କା ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଛାଡିଛନ୍ତି ଋଷଭ ପନ୍ତ

ନୂଆଦିଲ୍ଲୀ,୧୯।୧୧: ଆଇପିଏଲ ୨୦୨୫ ପାଇଁ ହେବାକୁ ଥିବା ନିଲାମୀ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ଏହାର ରିଟେନସନ୍ ତାଲିକା ଜାରି କରିଛି। ଏଥିରେ ଦଳର ପୂର୍ବତନ ଅଧିନାୟକ ଋଷଭ ପନ୍ତଙ୍କ ନାମ ନଥିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ତେବେ କେଉଁ କାରଣରୁ ପନ୍ତଙ୍କୁ ଦିଲ୍ଲୀ ରିଟେନସନ୍ ତାଲିକାରୁ ବାହାର କରାଗଲା ଅନେକ ଆଲୋଚନା ଚାଲିଥିବା ବେଳେ ବରିଷ୍ଠ କ୍ରିକେଟର ସୁନୀଲ ଗାଭାସ୍କର ବଡ଼ ବୟାନ ଦେଇଥିଲେ। ସେ କହିଥିଲେ କି ”ପନ୍ତ ଟଙ୍କା ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଛାଡିଛନ୍ତି।”

ଷ୍ଟାର ସ୍ପୋର୍ଟ୍ସ ସୋସିଆଲ ମିଡିଆରେ ଗାଭାସ୍କରଙ୍କ ମନ୍ତବ୍ୟ ପୋଷ୍ଟ କରିବା ପରେ ଏହା ଖୁବ ଭାଇରାଲ ହୋଇଥିଲା। ଶେଷରେ ନିଜେ ଋଷଭ ଏହି ଭିଡିଓରେ କମେଣ୍ଟ କରି ଜବାବ ଦେଇଛନ୍ତି। ପନ୍ତ ଲେଖିଥିଲେ, ”ମୋର ରିଟେନସନ୍ ଟଙ୍କା ପାଇଁ ନୁହେଁ, ବୋଲି ମୁଁ ନିଶ୍ଚିତ କରିପାରିବି।”

ତେବେ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଥିବା ନିଲାମରେ ସମସ୍ତ ଦଳ ପନ୍ତଙ୍କ ପଛରେ ମୋଟ ଅଙ୍କର ଟଙ୍କା ଲଗାଇବେ ବୋଲି ଆଶା କରାଯାଉଛି। କିନ୍ତୁ ସମସ୍ତ ଫ୍ରାଞ୍ଚାଇଜ ପାଖରେ ଥିବା ଟଙ୍କାକୁ ଦେଖିଲେ ପଞ୍ଜାବ କିଙ୍ଗ୍ସ, ଲକ୍ଷ୍ନୌ ସୁପର ଜାଏଣ୍ଟସ୍ କିମ୍ବା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁରେ ସେ ସାମିଲ ହେବାର ସମ୍ଭାବନା ରହିଛି। ଏପରିକି ସେ ପୁଣିଥରେ ଦିଲ୍ଲୀକୁ ଫେରିବା ଏଡ଼ାଇ ଦିଆଯାଇପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri