Posted inଖେଳ

ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଏଣ୍ଟ୍ରି ମାରିଲେ ରିଷଭ ପନ୍ତ: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

କୋଲକାତା,୩୦।୪: କେକେଆର ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ ୨୭ ରନର ଏକ ଇନିଂସ ଖେଳିଥିଲେ। ଏହି ଇନିଂସ ପାଇଁ ସେ ବର୍ତ୍ତମାନ ଅରେଞ୍ଜ କ୍ୟାପ୍‌ ରେସ୍‌ରେ ପ୍ରବେଶ କରିଛନ୍ତି। ସେ ଏହି ରେସ୍‌ରେ ଚତୁର୍ଥ ସ୍ଥାନରେ ରହିଛନ୍ତି। ପନ୍ତ ୧୧ଟି ମ୍ୟାଚର ୧୧ ଇନିଂସରେ ହାରାହାରି ୪୪.୨୨ ଏବଂ ଷ୍ଟ୍ରାଇକ ରେଟ ୧୫୮.୫୭ରେ ୩୯୮ ରନ ସଂଗ୍ରହ କରିଛନ୍ତି। ଏହି ତାଲିକାରେ ବିରାଟ କୋହଲି ୫୦୦ ରନ ସହ ଶୀର୍ଷ ସ୍ଥାନରେ ଅଛନ୍ତି। ସେ ଏବେ ଅରେଞ୍ଜ କ୍ୟାପ ରଖିଛନ୍ତି। ଚେନ୍ନାଇ ଅଧିନାୟକ ଋତୁରାଜ ଗାଇକ୍ୱାଡ ୪୪୭ ରନ ସହ ଦ୍ୱିତୀୟ ସ୍ଥାନରେ ଅଛନ୍ତି ଏବଂ ଗୁଜରାଟ ଟାଇଟାନ୍ସର ସାଇ ସୁଦର୍ଶନ ୪୧୮ ରନ ସହ ତୃତୀୟ ସ୍ଥାନରେ ଅଛନ୍ତି।
ସେହିପରି ପର୍ପଲ କ୍ୟାପ ରେସ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ଦ୍ରୁତ ବୋଲର ଜସପ୍ରୀତ ବୁ୍‌ରା ୧୪ ଉଇକେଟ ନେଇ ଶୀର୍ଷ ସ୍ଥାନରେ ଅଛନ୍ତି। ଏହା ପରେ ଚେନ୍ନାଇ ସୁପର କିଙ୍ଗ୍ସର ମୁସ୍ତାଫିଜୁର ରହମାନ ଏବଂ ପଞ୍ଜାବ କିଙ୍ଗ୍ସର ହର୍ଷଲ ପଟେଲ ମଧ୍ୟ ଯଥାକ୍ରମେ ୧୪-୧୪ ଉଇକେଟ ନେଇ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ)…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା…

‘ଅଧିକ ଚିନ୍ତା କର ନାହିଁ’, କିଏ ଆଉ କାହିଁକି ଏମିତି କହିଲେ ବୈଭବ ସୂର୍ଯ୍ୟବଂଶୀଙ୍କୁ? ତା’ପରେ ଆସିଲା ଝଡ଼…

ନୂଆଦିଲ୍ଲୀ,୨୨।୬: ବୈଭବ ସୂର୍ଯ୍ୟବଂଶୀ ଜାଣିଥିଲେ ଯେ ଶ୍ରୀଲଙ୍କାରେ ତ୍ରି-ସିରିଜରେ ସମସ୍ତଙ୍କ ନଜର ତାଙ୍କ ଉପରେ ରହିବ। ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଭାରତ ଏ ପାଇଁ ଜଣେ ପ୍ରମୁଖ…

ଜିଅନ୍ତା ଜଳିଗଲେ ସ୍ତ୍ରୀ, ସ୍ବାମୀ ଗୁରୁତର, ହତ୍ୟା ଅଭିଯୋଗ ଆଣି ବାପଘର ଲୋକେ କହିଲେ…

ଖଲ୍ଲିକୋଟ,୨୨।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ମଥୁରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ସ୍ତ୍ରୀ,…

ସରକାରଙ୍କ ବଡ଼ ଉପହାର, ୨୦ ପ୍ରତିଶତ ବଢିଲା DA, ଆଶା କର୍ମୀଙ୍କୁ ମିଳିବ ୨ହଜାର, ମହିଳାଙ୍କ ପାଇଁ ମାଗଣା ବସ ସେବା

କୋଲକାତା,୨୨।୬: ସୋମବାର, ପଶ୍ଚିମବଙ୍ଗ ସରକାର ଅନେକ ସୁବିଧା ଘୋଷଣା କରିଛନ୍ତି। ରାଜ୍ୟ କ୍ୟାବିନେଟ ରାଜ୍ୟ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA) 20 ପ୍ରତିଶତ ବୃଦ୍ଧି କରିବାକୁ…

ବାଲିଘାଟରେ ହତ୍ୟାକାଣ୍ଡ ଅଭିଯୋଗ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ଦ୍ୱିତୀୟ ଦିନରେ ବି ଉତ୍ତେଜନା..

ଦେବଗଡ଼, ୨୨/୬ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ସିଙ୍ଗଶାଳ-ଚଟିଆପାଲି ବାଲିଘାଟରେ ଜଣେ ଯୁବକଙ୍କୁ ହତ୍ୟା କରି ଶବକୁ ବାଲି ଭିତରେ ପୋତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri