ଲଣ୍ଡନରେ ଗୋ ପୂଜା କଲେ ଋଷି ସୁନକ, ଅକ୍ଷତା ମୂର୍ତ୍ତି: ଭିଡିଓ ଭାଇରାଲ

ଲଣ୍ଡନ,୨୬ ।୮: ଲଣ୍ଡନ ପ୍ରଧାନମନ୍ତ୍ରୀ ଦୌଡରେ ଆଗରେ ଥିବା ଋଷି ସୁନକ ଓ ପତ୍ନୀ ଅକ୍ଷତା ମୁର୍ତ୍ତି ଜନ୍ମଷ୍ଟମୀ ପାଳନ କରିବା ପରେ ଏବେ ‘ବଛ ବରସ’ରେ ଗୋ ପୂଜା କରିଥିବା ଦେଖାଯାଇଛି । ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଏହାସହ ସନାତନ ଧର୍ମ ଓ ସଂସ୍କୃତିର ବିଶେଷତା ଉପରେ ଚର୍ଚ୍ଚା ହୋଇଛି ।
ସୁନକ ଦମ୍ପତ୍ତି ଜନ୍ମାଷ୍ଟମୀ ଅବସରରେ ଭଗବାନ କୃଷ୍ଣଙ୍କର ପୂଜା କରିବା ସହ ଏହାର ଫଟୋ ଇନଷ୍ଟାଗ୍ରାମରେ ଶେୟାର କରିଥିଲେ । ହେଲେ ଦୁଇ ଦିନ ପୂର୍ବରୁ ପାଳନ କରାଯାଇଥିବା ‘ବଛ ବରସ’ରେ ଏମାନେ ଗୋ ପୂଜା କରିଥିଲେ । ଏହାର ଏକ ଭିଡିଓ ତାଙ୍କର ଜଣେ ସମର୍ଥକ ଟୁଇଟରରେ ଶେୟାର କରିଛନ୍ତି । ଅଗଷ୍ଟ ୨୩ରେ ଏହା ପାଳନ କରାଯାଇଥିଲା । ଏହି ଅବସରରେ ଗାଈ ବାଛୁରୀଙ୍କ ପୂଜା କରାଯାଇ ଆଶୀର୍ବାଦ ଭିକ୍ଷା କରାଯାଇଥାଏ । ଭାରତରେ ଏହା ବଡ ଆଡମ୍ବରରେ ପାଳନ କରାଯାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଲକ୍ଷ ଏକର ଜଙ୍ଗଲ ପାଉଁଶ

ସାନ୍‌ ଫ୍ରାନ୍‌ସିସ୍କୋ,୨୪।୮ : ଆମେରିକାର କାଲିଫର୍ନିଆ ଜଙ୍ଗଲରେ ଲାଗିଥିବା ନିଆଁ ଭୟାବହ ରୂପ ନେଇଛି। ଏହି ବନାଗ୍ନି ମାତ୍ର ସପ୍ତାହେ ମଧ୍ୟରେ ୧୦ ଲକ୍ଷ ଏକର...

ଇମ୍ରାନ ଖାଁଙ୍କ ସମ୍ପର୍କୀୟ ଗିରଫ, ପୂର୍ବତନ ପ୍ରଧାନମନ୍ତ୍ରୀ କହିଲେ ଗିରଫ ନୁହେଁ ଅପହରଣ

ଇସଲାମାବାଦ,୧୦ ।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଜଣେ ନିକଟ ସମ୍ପର୍କୀୟଙ୍କୁ ମଙ୍ଗଳବାର ଗିରଫ କରାଯାଇଛି । ଏକ ଘରୋଇ ଟେଲିଭିଜନ ଚ୍ୟାନେଲରେ ସାକ୍ଷାତ୍‌କାର...

‘ କେବଳ ମିଳିତ ଉଦ୍ୟମ ଦ୍ୱାରା ମହାମାରୀର ଅନ୍ତ ସମ୍ଭବ’

ଡାଭୋସ,୧୮।୧: କରୋନା ମହାମାରୀରୁ ମୁକ୍ତି ପାଇବାକୁ ହେଲେ ମିଳିତ ଉଦ୍ୟମ ଜରୁରୀ ବୋଲି ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ କହିଛନ୍ତି। ସାରା ବିଶ୍ୱରେ ଟିକାର ସୁଷମ...

ଯୁଦ୍ଧ ନୁହେଁ, ଗଣହତ୍ୟା

ଲଭିଭ୍‌, ୧୪ା୩: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କ ସୈନ୍ୟ ବାହିନୀ ୟୁକ୍ରେନ୍‌ ଆକ୍ରମଣ ଜାରି ରଖିଛନ୍ତି। ସେମାନେ କେବଳ ୟୁକ୍ରେନୀୟ ସୈନ୍ୟଙ୍କୁ...

ଫ୍ଲାଇଙ୍ଗ୍‌ କିସ୍‌ରେ ଆନିଭର୍ସାରି

ଓ୍ବାଶିଂଟନ: ବିଭିନ୍ନ ଦେଶରେ କରୋନା ଭାଇରସ୍‌ ସ୍ତ୍ରୀ ସ୍ବାମୀଙ୍କୁ ଅଲଗା କରିବାର ମୁଖ୍ୟ କାରଣ ହୋଇଛ। ଏହି କାରଣରୁ ଏକ ଭିନ୍ନ ଢଙ୍ଗରେ ଏବେ ବିବାହ...

ମହାକାଶକୁ ସେକ୍ସ ଟୟ ପଠାଇବ ଏହି ଦେଶ, ଦୁଇ କମ୍ପାନୀ ମଧ୍ୟରେ ହୋଇଛି ଚୁକ୍ତି

ଟୋକିଓ,୨୫ା୭: ମଣିଷ ମହାକାଶକୁ ଯାଉଥିବାର ଅନେକ ଖବର ଶୁଣିଥିବେ। ମାତ୍ର କେବେ ଶୁଣିଛନ୍ତି ମହାକାଶକୁ ସେକ୍ସ ଟୟ ଯିବାର। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଜାପାନର...

ସୁମିରୁ ଆରମ୍ଭ ହେଲା ରେସକ୍ୟୁ ଅପରେଶନ: ଉଦ୍ଧାର ହେବେ ୭ଶହ ଭାରତୀୟ ଛାତ୍ର

କ୍ୱିଭ୍‌,୮।୩: ୟୁକ୍ରେନର ସୁମିରେ ଫସି ରହିଥିବା ଭାରତୀୟମାନଙ୍କୁ ବାହାର କରିବା ପାଇଁ ଶେଷରେ ପ୍ରକ୍ରିୟା ଆରମ୍ଭ ହୋଇଛି। ସୁମିରୁ ଫସି ରହିଥିବା ଡାକ୍ତରୀ ଛାତ୍ରମାନଙ୍କୁ ରେଡ୍‌...

ଏକସଙ୍ଗରେ ୬ଟି ସନ୍ତାନ ଜନ୍ମଦେଲେ ମହିଳା: ରାଷ୍ଟ୍ରପତି ଜଣାଇଲେ ଶୁଭେଚ୍ଛା

ଓ୍ବାର୍‌ଶ, ୨୨।୫: ୟୁରୋପୀୟ ଦେଶ ପୋଲାଣ୍ଡରେ ଜଣେ ମହିଳା ପ୍ରଥମଥର ପାଇଁ ୬ଟି ସନ୍ତାନ ଜନ୍ମ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଏହାକୁ ନେଇ ପୋଲାଣ୍ଡରେ ଏକ...

Advertisement
Archives

Model This Week