ଏସିଆର ଧନୀ ବ୍ୟକ୍ତିଙ୍କ ତାଲିକାରେ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ, ପତ୍ନୀ ଅକ୍ଷତା ମୂର୍ତ୍ତି

ଲଣ୍ଡନ,୨୫ ।୧୧: ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ଓ ତାଙ୍କ ସହଧର୍ମିଣୀ ଅକ୍ଷରା ମୂର୍ତ୍ତି ବ୍ରିଟେନରେ ‘ଏସିଆର ଧନୀ ବ୍ୟକ୍ତଙ୍କ ତାଲିକା ୨୦୨୨’ରେ ସାମିଲ ହୋଇଛନ୍ତି । ଏହି ତାଲିକାର ଶୀର୍ଷରେ ହିନ୍ଦୁଜା ପରିବାରକୁ ରଖାଯାଇଛି । ସୁନକ ଓ ଅକ୍ଷତା ମୁର୍ତ୍ତି ୭୯ କୋଟି ପାଉଣ୍ଡର ଆନୁମାନିକ ସମ୍ପତ୍ତି ସହ ତାଲିକାର ୧୭ତମ ସ୍ଥାନରେ ରହିଛନ୍ତି । ଅକ୍ଷରାଙ୍କ ପିତା ଏନ ଆର ନାରାୟଣ ମୂର୍ତ୍ତି ଭାରତୀୟ ଆଇଟି କମ୍ପାନୀ ଇନଫୋସିସର ସହ-ସଂସ୍ଥାପକ ।
ଚଳିତ ବର୍ଷ ସୂଚିରେ ସାମିଲ ହୋଇଥିବା ଧନୀଙ୍କ ମୋଟ ସମ୍ପତ୍ତି ୧୧୩.୨ ଅରବ ପାଉଣ୍ଡ । ଯାହା ଗତବର୍ଷ ତୁଳନାରେ ୧୩.୫ ଅରବ ପାଉଣ୍ଡ ଅଧିକ । ଏହି ତାଲିକାରେ ହିନ୍ଦୁଜା ପରିବାର ଲଗାତାର ଅଷ୍ଟମ ଥର ଶୀର୍ଷ ସ୍ଥାନରେ ରହିଛନ୍ତି । ଏମାନଙ୍କ ଆନୁମାନିକ ସମ୍ପତ୍ତି ୩୦.୫ ଅରବ ପାଉଣ୍ଡ, ଯାହା ଗତ ବର୍ଷ ତୁଳନାରେ ୩ ଅରବ ପାଉଣ୍ଡ ଅଧିକ ।


Enter your email to get our daily news in your inbox.

All Right Reserved By Dharitri.Com

ତେଲ-ଉତେଇ ନଦୀରେ ବନ୍ୟା: ଶତାଧିକ ଚାଷଜମି ଜଳମଗ୍ନ

କର୍ଲାମୁଣ୍ଡା,୨୬।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ସୁବର୍ଣ୍ଣରେଖାରେ ୪ର୍ଥ ବନ୍ୟା: ୪ ବ୍ଲକ୍‌ରେ ଲକ୍ଷାଧିକ ଲୋକ ଜଳବନ୍ଦୀ

ଭୋଗରାଇ,୨୬ା୯(ପ୍ରଦୀପ ଦାସ): ଝାଡ଼ଖଣ୍ଡ ମାଳାଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗାଲୁଡ଼ିହି ଜଳାଧାରରୁ ୧ ୩ଟି ଗେଟ୍‌ ଖୋଲାଯାଇ ଉଦ୍‌ବୃତ୍ତ ବର୍ଷାଜଳ ସୁବର୍ଣ୍ଣରେଖାକୁ ନିଷ୍କାସନ ହେବାରୁ…

କପାଚାଷ ଦେଖିବାକୁ ଯାଇଥିଲେ ଚାଷୀ, ହାତୀ ହାବୁଡ଼ରେ ପଡ଼ିବାରୁ କଚାଡ଼ି କଚାଡ଼ି ମାରିଲା

ଲାଞ୍ଜିଗଡ଼,୨୬ା୯(ରମେଶ ଚନ୍ଦ୍ର ନାୟକ): ବିଜେପୁର ବନବିଭାଗ ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେଥିଆପଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ବିଜେପୁର ଥାନା ଏବଂ…

ଘୋଡ଼ାହାଡ଼ ଡ୍ୟାମ୍‌ରେ ବଢୁଛି ଜଳପତ୍ତନ: ଗୋଟିଏ ଗେଟ୍‌ ଖୋଲି ନଦୀକୁ ଛଡ଼ାଗଲା ପାଣି

ଦିଗପହଣ୍ଡି,୨୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଘୋଡ଼ାହାଡ଼ ଡ୍ୟାମ୍‌ରୁ ସ୍ପିଲ ଓ୍ବେ ମୁଖ୍ୟ ଫାଟକର ଗୋଟିଏ ଗେଟ୍‌ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ଶନିବାର ସକାଳ ପ୍ରାୟ…

‘ଟ୍ରମ୍ପ ଆମ ଜୀବନ ବଞ୍ଚାଇଥିଲେ’ ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଏବେ ମଧ୍ୟ ଭୁଲିନାହିଁ ପାକିସ୍ତାନ; ମନେ ପକାଇ କହିଲା…

ଇସଲାମାବାଦ,୨୬।୯: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ମେ’ ୨୦୨୫ରେ ଭାରତ ଦ୍ୱାରା ପାକିସ୍ତାନ ବିରୋଧରେ ଆରମ୍ଭ କରାଯାଇଥିବା ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଭୁଲି ନାହାନ୍ତି; ସେଥିପାଇଁ ସେ…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ

ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି।…

ବଡ଼ ବିମାନ ଦୁର୍ଘଟଣା; ଦୁଇ ବରିଷ୍ଠ ସାମରିକ ଅଧିକାରୀଙ୍କ ସମେତ ୧୪ ମୃତ

କିନଶାସା,୨୬।୯: ଆଫ୍ରିକୀୟ ଦେଶ ‘ଡେମୋକ୍ରାଟିକ ରିପବ୍ଲିକ ଅଫ ଦ କଙ୍ଗୋ’ (DRC) ରେ ଏକ ବିମାନ ଦୁର୍ଘଟଣାରେ ୧୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦେଶର…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?