ଋଷି ସୁନକଙ୍କ ଅବୈଧ ପ୍ରବାସି ବିଲକୁ ବିରୋଧ

ଲଣ୍ଡନ,୯ ।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ନିକଟରେ ଘୋଷଣା କରିଥିଲେ କି ତାଙ୍କ ସରକାର ଖୁବଶୀଘ୍ର ଅବୈଧ ପ୍ରବାସି ବିଲ ଆଣିବେ, ଯାହାଦ୍ୱାରା ବ୍ରିଟେନରେ ପ୍ରବେଶ କରୁଥିବା ଅବୈଧ ପ୍ରବାସିଙ୍କ ଉପରେ ରୋକ ଲଗାଯାଇ ପାରିବ । ଏବେ ବ୍ରିଟେନରେ ଏହି ବିଲକୁ ବିରୋଧ କରିବା ଆରମ୍ଭ ହୋଇଯାଇଛି । ସଂଯୁକ୍ତ ରାଷ୍ଟ୍ରର ଶରଣାର୍ଥୀ ଏଜେନ୍ସି(ୟୁଏନଏଚସିଆର) ଏହି ନୂଆ ବିଲକୁ ବିରୋଧ କରିଛି ଓ ଏହାକୁ ଅନ୍ତରାଷ୍ଟ୍ରୀୟ ଆଇନର ଉଲ୍ଲଂଘନ ବୋଲି କହିଛି ।
ସୂଚନାଯୋଗ୍ୟ, ଚଳିତ ସପ୍ତାହେରେ ହିଁ ବ୍ରିଟେନର ଗୃହମନ୍ତ୍ରୀ ସୁଏଲା ବ୍ରେଭରମ୍ୟାନ ଅବୈଧ ପ୍ରବାସି ବିଲକୁ ପାରିତ କରିବେ । ଯେଉଁଥିରେ ଇଂଲିଶ ଚ୍ୟାନେଲ ଦ୍ୱାରା ବ୍ରିଟେନରେ ଛୋଟ ଡଙ୍ଗାରେ ଆସୁଥିବା ଅବୈଧ ପ୍ରବାସିଙ୍କ ଉପରେ ରୋକ ଲାଗାଯିବ । ଏହି ବିଲ ଆଧାରରେ ବ୍ରିଟେନ ସରକାର ସମସ୍ତ ଛୋଟ ଡଙ୍ଗା ଉପରେ ରୋକ ଲଗାଇବେ ଓ ଯେଉଁମାନେ ଇଂଲିଶ ଚ୍ୟାନେଲ ଜରିଆରେ ଅବୈଧ ଭାବେ ବ୍ରିଟେନରେ ପ୍ରବେଶ କରିବେ ସେମାନଙ୍କୁ ଧରି ନିର୍ବାସିତ କରାଯିବ ଓ ଏମାନେ କେବେ ବ୍ରିଟେନ ଆସିପାରିବେ ନାହିଁ ବୋଲି ପ୍ରତିବନ୍ଧକ ଲଗାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri