ଋଷି ସୁନକଙ୍କ ଅବୈଧ ପ୍ରବାସି ବିଲକୁ ବିରୋଧ

ଲଣ୍ଡନ,୯ ।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ନିକଟରେ ଘୋଷଣା କରିଥିଲେ କି ତାଙ୍କ ସରକାର ଖୁବଶୀଘ୍ର ଅବୈଧ ପ୍ରବାସି ବିଲ ଆଣିବେ, ଯାହାଦ୍ୱାରା ବ୍ରିଟେନରେ ପ୍ରବେଶ କରୁଥିବା ଅବୈଧ ପ୍ରବାସିଙ୍କ ଉପରେ ରୋକ ଲଗାଯାଇ ପାରିବ । ଏବେ ବ୍ରିଟେନରେ ଏହି ବିଲକୁ ବିରୋଧ କରିବା ଆରମ୍ଭ ହୋଇଯାଇଛି । ସଂଯୁକ୍ତ ରାଷ୍ଟ୍ରର ଶରଣାର୍ଥୀ ଏଜେନ୍ସି(ୟୁଏନଏଚସିଆର) ଏହି ନୂଆ ବିଲକୁ ବିରୋଧ କରିଛି ଓ ଏହାକୁ ଅନ୍ତରାଷ୍ଟ୍ରୀୟ ଆଇନର ଉଲ୍ଲଂଘନ ବୋଲି କହିଛି ।
ସୂଚନାଯୋଗ୍ୟ, ଚଳିତ ସପ୍ତାହେରେ ହିଁ ବ୍ରିଟେନର ଗୃହମନ୍ତ୍ରୀ ସୁଏଲା ବ୍ରେଭରମ୍ୟାନ ଅବୈଧ ପ୍ରବାସି ବିଲକୁ ପାରିତ କରିବେ । ଯେଉଁଥିରେ ଇଂଲିଶ ଚ୍ୟାନେଲ ଦ୍ୱାରା ବ୍ରିଟେନରେ ଛୋଟ ଡଙ୍ଗାରେ ଆସୁଥିବା ଅବୈଧ ପ୍ରବାସିଙ୍କ ଉପରେ ରୋକ ଲାଗାଯିବ । ଏହି ବିଲ ଆଧାରରେ ବ୍ରିଟେନ ସରକାର ସମସ୍ତ ଛୋଟ ଡଙ୍ଗା ଉପରେ ରୋକ ଲଗାଇବେ ଓ ଯେଉଁମାନେ ଇଂଲିଶ ଚ୍ୟାନେଲ ଜରିଆରେ ଅବୈଧ ଭାବେ ବ୍ରିଟେନରେ ପ୍ରବେଶ କରିବେ ସେମାନଙ୍କୁ ଧରି ନିର୍ବାସିତ କରାଯିବ ଓ ଏମାନେ କେବେ ବ୍ରିଟେନ ଆସିପାରିବେ ନାହିଁ ବୋଲି ପ୍ରତିବନ୍ଧକ ଲଗାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

‘ଘର ଭାଙ୍ଗୁଥିବା ମହିଳାଙ୍କୁ ପ୍ରଶ୍ରୟ ଦିଅନ୍ତୁ ନାହିଁ’: ପ୍ରେମିକାଙ୍କୁ ଧରି ବୁଲୁଥିବା ମାମୁ ଶ୍ୱଶୁର ଗୋବିନ୍ଦାଙ୍କ ବିରୋଧରେ ଏମିତି କହିଲେ…

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତା ଗୋବିନ୍ଦା, ତାଙ୍କ ପତ୍ନୀ ସୁନୀତା ଆହୁଜା ଏବଂ ଅଭିନେତ୍ରୀ କୋମଲ ରାନୀଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏବେ ଗୋବିନ୍ଦାଙ୍କ ଭାଣେଜୀ-ବୋହୂ…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?