ବ୍ରିଟେନ ଭାରତ ସହ ନୂଆ ଏଫଟିଏ ଆଣିବାକୁ ପ୍ରତିବଦ୍ଧ: ସୁନକ

ଲଣ୍ଡନ,୨୯ ।୧୧: ବ୍ରିଟେନ ପ୍ରଧାନମନ୍ତ୍ରୀ ତଥା ମୂଳ ଭାରତୀୟ ଋଷି ସୁନକ ଭାରତ ସହ ମୁକ୍ତ ବ୍ୟାପାରା ଚୁକ୍ତିନାମା(ଏଫଟିଏ) ପାଇଁ ବ୍ରିଟେନର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି । ସେ କହିଛନ୍ତି ହିନ୍ଦ-ପ୍ରଶାନ୍ତ କ୍ଷେତ୍ର ସହ ସମ୍ପର୍କକୁ ବୃଦ୍ଧି କରିବାକୁ ଆମେ ସମ୍ପୂର୍ଣ୍ଣ ଭାବେ ପ୍ରତିବଦ୍ଧ । ଏହାର ଅଂଶ ଭାବେ ଭାରତ ସହ ଏକ ନୂଆ ଏଫଟିଏ ଆଣିବାକୁ ବିଚାର ଚାଲିଛି ।

ସୋମବାର ରାତିରେ ଲଣ୍ଡନର ଲର୍ଡ ମେୟରଙ୍କ ଦ୍ୱାରା ଆୟୋଜିତ ଔପଚାରିକ ଭୋଜନ ସମୟରେ ନିଜ ଭାଷଣରେ ଋଷି ସୁନକ ତାଙ୍କ ଲିଗାସି ବିଷୟରେ ପ୍ରତିଫଳିତ କରିଛନ୍ତି ଏବଂ ସାରା ବିଶ୍ୱରେ ବ୍ରିଟିଶ ମୂଲ୍ୟବୋଧକୁ ‘ସ୍ୱାଧିନତା ଓ ମୁକ୍ତତା’କୁ ପ୍ରୋତ୍ସାହିତ କରିବାକୁ ସେ ପ୍ରତିଶୃତି ବଦ୍ଧ ବୋଲି କହିଛନ୍ତି । ଗତ ମାସରେ ୧୦ ଡାଉନିଂ ଷ୍ଟ୍ରିଟରେ କାର୍ଯ୍ୟଭାର ଗ୍ରହଣ କରିବା ପରଠାରୁ ଏହା ତାଙ୍କର ପ୍ରମୁଖ ବୈଦେଶିକ ନୀତି ସମ୍ପର୍କିତ ଭାଷଣ ଥିଲା ।
ଚାଇନା ମାମଲାରେ ଭିନ୍ନ ଭିନ୍ନ କାର୍ଯ୍ୟ କରିବାକୁ ସେ ନିଜର ପ୍ରତିବଦ୍ଧତାକୁ ବି ଦୋହରାଇଛନ୍ତି । ସୁନକ କହିଛନ୍ତି ଯେ ରାଜନୀତିରେ ଯୋଗଦେବା ପୂର୍ବରୁ ସେ ସାରା ବିଶ୍ୱରେ ବ୍ୟବସାୟରେ ପୁଞ୍ଜି ବିନିଯୋଗ କରିଥିଲେ ଏବଂ ବର୍ତ୍ତମାନ ଭାରତ-ପ୍ରଶାନ୍ତ ମହାସାଗରରେ ଏହି ସୂଯୋଗ ପାଇବା ବଡ କଥା ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri