ବ୍ରିଟେନ ଭାରତ ସହ ନୂଆ ଏଫଟିଏ ଆଣିବାକୁ ପ୍ରତିବଦ୍ଧ: ସୁନକ

ଲଣ୍ଡନ,୨୯ ।୧୧: ବ୍ରିଟେନ ପ୍ରଧାନମନ୍ତ୍ରୀ ତଥା ମୂଳ ଭାରତୀୟ ଋଷି ସୁନକ ଭାରତ ସହ ମୁକ୍ତ ବ୍ୟାପାରା ଚୁକ୍ତିନାମା(ଏଫଟିଏ) ପାଇଁ ବ୍ରିଟେନର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି । ସେ କହିଛନ୍ତି ହିନ୍ଦ-ପ୍ରଶାନ୍ତ କ୍ଷେତ୍ର ସହ ସମ୍ପର୍କକୁ ବୃଦ୍ଧି କରିବାକୁ ଆମେ ସମ୍ପୂର୍ଣ୍ଣ ଭାବେ ପ୍ରତିବଦ୍ଧ । ଏହାର ଅଂଶ ଭାବେ ଭାରତ ସହ ଏକ ନୂଆ ଏଫଟିଏ ଆଣିବାକୁ ବିଚାର ଚାଲିଛି ।

ସୋମବାର ରାତିରେ ଲଣ୍ଡନର ଲର୍ଡ ମେୟରଙ୍କ ଦ୍ୱାରା ଆୟୋଜିତ ଔପଚାରିକ ଭୋଜନ ସମୟରେ ନିଜ ଭାଷଣରେ ଋଷି ସୁନକ ତାଙ୍କ ଲିଗାସି ବିଷୟରେ ପ୍ରତିଫଳିତ କରିଛନ୍ତି ଏବଂ ସାରା ବିଶ୍ୱରେ ବ୍ରିଟିଶ ମୂଲ୍ୟବୋଧକୁ ‘ସ୍ୱାଧିନତା ଓ ମୁକ୍ତତା’କୁ ପ୍ରୋତ୍ସାହିତ କରିବାକୁ ସେ ପ୍ରତିଶୃତି ବଦ୍ଧ ବୋଲି କହିଛନ୍ତି । ଗତ ମାସରେ ୧୦ ଡାଉନିଂ ଷ୍ଟ୍ରିଟରେ କାର୍ଯ୍ୟଭାର ଗ୍ରହଣ କରିବା ପରଠାରୁ ଏହା ତାଙ୍କର ପ୍ରମୁଖ ବୈଦେଶିକ ନୀତି ସମ୍ପର୍କିତ ଭାଷଣ ଥିଲା ।
ଚାଇନା ମାମଲାରେ ଭିନ୍ନ ଭିନ୍ନ କାର୍ଯ୍ୟ କରିବାକୁ ସେ ନିଜର ପ୍ରତିବଦ୍ଧତାକୁ ବି ଦୋହରାଇଛନ୍ତି । ସୁନକ କହିଛନ୍ତି ଯେ ରାଜନୀତିରେ ଯୋଗଦେବା ପୂର୍ବରୁ ସେ ସାରା ବିଶ୍ୱରେ ବ୍ୟବସାୟରେ ପୁଞ୍ଜି ବିନିଯୋଗ କରିଥିଲେ ଏବଂ ବର୍ତ୍ତମାନ ଭାରତ-ପ୍ରଶାନ୍ତ ମହାସାଗରରେ ଏହି ସୂଯୋଗ ପାଇବା ବଡ କଥା ।


Enter your email to get our daily news in your inbox.

All Right Reserved By Dharitri.Com

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri