ରିଷିଡ଼ା ପଞ୍ଚାୟତକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା ଦାବି

କର୍ଲାମୁଣ୍ଡା,୬।୯(ଡି.ଏନ.ଏ.): କଳାହାଣ୍ଡି ଜିଲ କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ପଞ୍ଚାୟତକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରିବା ସହ କୃଷି ଋଣ, ଜଳକର ଛାଡ଼, ଓ ତେଲନଦୀ ଠାରେ ବୃହତ ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ ଦାବି ହୋଇଛି। ଏ ନେଇ ରିଷିଡା ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ଶୋଭାଯାତ୍ରା ସହ ତହସିଲଦାର ବାସନ୍ତୀ ସେଠୀଙ୍କୁ ଦାବିପତ୍ର ଦେବା ପରେ ସେ ମରୁଡି କ୍ଷୟକ୍ଷତି ଆକଳନ କରାଯିବ ବୋଲି ପ୍ରତଶ୍ରୁତି ଦେଇଥିଲେ। ଏ ନେଇ ଅନୁଷ୍ଠିତ ଶୋଭାଯାତ୍ରାରେ ସଭାପତି ପ୍ରେମାନନ୍ଦ ପାତ୍ର, ସମ୍ପାଦକ ଅନ୍ତର୍ଯ୍ୟାମୀ ସାହୁ, ସରପଞ୍ଚ ସରସ୍ବତୀ ମାଝିଙ୍କ ସମେତ ଶତାଧିକ ଚାଷୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନରହନ୍ତା ଦନ୍ତା ଏବେ ‘ରାକେଶ’

ଢେଙ୍କାନାଳ ଅଫିସ, ୬।୨ – କପିଳାସ ଚିଡ଼ିଆଖାନାକୁ ଅଣାଯାଇଥିବା ନରହନ୍ତା ଦନ୍ତାର ବୁଧବାର ନାମକରଣ କରାଯାଇଛି। ଚିଡ଼ିଆଖାନା କର୍ତ୍ତୃପକ୍ଷ ଏହାର ନୂତନ ନଁ। ‘ରାକେଶ’ ରଖିଛନ୍ତି।...

ମହୁଲ ଚୋରାଚାଲାଣ: ଗାଡ଼ି ଜବତ, ଜଣେ ଗିରଫ

ବାଲିଗୁଡ଼ା,୧୬ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଅବକାରୀ ବିଭାଗ ପାଟ୍ରୋଲିଂ କରୁଥିବା ସମୟରେ ୫୨ ବସ୍ତା ମହୁଲ ଜବତ ହୋଇଛି। ଏହି ମହୁଲ ଚୋରାଚାଲାଣ ହେଉଥିବା କୌଣସି...

ଅଣ୍ଡାରୁ ବାହାରିଲେ ୫ ଶହରୁ ଊର୍ଦ୍ଧ୍ୱ କୁମ୍ଭୀର

ବନ୍ତଳା, ୨।୮(ଡି.ଏନ୍‌.ଏ.) ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମହାନଦୀ ଗଣ୍ଡରେ ମଗର କୁମ୍ଭୀର ଦେଇଥିବା ଅଣ୍ଡାରୁ ଜନ୍ମ ନେଇଛନ୍ତି ୫ ଶହରୁ ଊର୍ଦ୍ଧ୍ୱ ଛୁଆ। ଗତ...

ରଥଯାତ୍ରା ପ୍ରସ୍ତୁତି: ପୋଲିସ ପକ୍ଷରୁ ସ୍ବତନ୍ତ୍ର ମକ୍‌ଡ୍ରିଲ

ପୁରୀ ଅଫିସ,୨୮।୬: ଜୁଲାଇ ୧ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ରଥଯାତ୍ରା ଶୃଙ୍ଖଳିତ କରିବା ପାଇଁ ପୋଲିସ ବିଭାଗ ପକ୍ଷରୁ...

ହର୍ବାଲ୍‌ ପ୍ରଡକ୍ଟ ଦେଇଛି ମହିଳାଙ୍କୁ ରୋଜଗାର

ଦାରିଙ୍ଗବାଡ଼ି,୯।୧୨(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ରୋଜଗାର ବୃଦ୍ଧି ପାଇଁ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ...

ବିରୂପା ନଦୀପଠାରୁ ଗଳିତ ଝୁଲନ୍ତା ମୃତଦେହ ଜବତ

ମଙ୍ଗୁଳି-ଜଗତପୁର,୧।୯(ମାନସ ସାମଲ)- ଜଗତପୁର ଥାନା ଅଧୀନ ବିରୂପା ନଦୀପଠାରୁ ଗଳିତ ଝୁଲନ୍ତା ମୃତଦେହକୁ ଜଗତପୁର ପୋଲିସ ଶୁକ୍ରବାର ଜବତ କରିଛି। ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରି...

ନାଗରିକତା ସଂଶୋଧନ ଅଧିନିୟମ ଜନଜାଗରଣ ଯାତ୍ରା

କେନ୍ଦୁଝର,୨୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଭାଜପା ପକ୍ଷରୁ ନାଗରିକତା ସଂଶୋଧନ ଅଧିନିୟମ(ସିଏଏ) ଜନଜାଗରଣ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ଏମପି ରୁଦ୍ର ନାରାୟଣ ପାଣି...

ପଦ୍ମପୁର ଉପନିର୍ବାଚନ: ୧୧ ରାଉଣ୍ଡ ସୁଦ୍ଧା ବିଜେଡି ଆଗରେ, ଭୋଟ୍‌ ବ୍ୟବଧାନ ୨୧ ହଜାର ଟପିଲା

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ତେବେ ୧୧ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ବର୍ଷା...

Advertisement
Archives

Model This Week