ବିଦ୍ୟୁତ୍‌ ଦର ବୃଦ୍ଧି ପ୍ରସଙ୍ଗ: ଓଇଆର୍‌ସି ନିଷ୍ପତ୍ତି କହି ଦୋଷ ଛଡ଼ାଇଲେ ଶକ୍ତିମନ୍ତ୍ରୀ

ଭୁବନେଶ୍ୱର,୨୫।୯(ବ୍ୟୁରୋ): କରୋନା ମହାମାରୀ ସମୟରେ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ଘରୋଇ ଉପଭୋକ୍ତାଙ୍କ ଉପରେ ବିଦ୍ୟୁତ୍‌ ବୋଝ ଲଦି ଦେଇଛନ୍ତି। ଅକ୍ଟୋବର ପହିଲାରୁ ଉପଭୋକ୍ତାଙ୍କୁ ୟୁନିଟ୍‌ ପିଛା ଅଧିକ ୨୦ ପଇସା ଦେବାକୁ ହେବ। ତେବେ ଓଇଆର୍‌ସିର ନିଷ୍ପତ୍ତିକୁ ଶକ୍ତିମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ପୂରା ସମର୍ଥନ ଦେଇଛନ୍ତି। ସେ କହିଛନ୍ତି ଯେ ବିଦ୍ୟୁତ୍‌ ଦର ବୃଦ୍ଧି ଉପରେ ସରକାରଙ୍କର କୌଣସି ନିୟନ୍ତ୍ରଣ ନାହିଁ। ଏହା ଓଇଆର୍‌ସିଙ୍କ ନିଷ୍ପତ୍ତି। ଦୀର୍ଘ ୭ ବର୍ଷ ପରେ ଓଇଆର୍‌ସି ୪ ପ୍ରତିଶତ ଶୁଳ୍କ ବୃଦ୍ଧି କରିଛନ୍ତି। ଉତ୍ପାଦନ, ପ୍ରସାରଣ ଏବଂ ବଣ୍ଟନ ଖର୍ଚ୍ଚ ବଢୁଥିବାରୁ ଶୁଳ୍କ ବୃଦ୍ଧି କରି ଥାଇ ପାରନ୍ତି ବୋଲି ମନ୍ତ୍ରୀ ସଫେଇ ଦେଇଛନ୍ତି।
ଘରୋଇ ଉପଭୋକ୍ତାଙ୍କୁ ୫୦ ୟୁନିଟ୍‌ ପର୍ଯ୍ୟନ୍ତ ୨ଟଙ୍କା ୭୦ ପଇସା ଦେବାକୁ ହେବ। ସେହିପରି ୫୦ରୁ ୨୦୦ ୟୁନିଟ୍‌ ପାଇଁ ୪ଟଙ୍କା ୫୦ ପଇସା, ୨୦୦ରୁ ୪୦୦ ୟୁନିଟ୍‌ ପାଇଁ ୫ ଟଙ୍କା ୫୦ ଏବଂ ୪୦୦ ୟୁନିଟ୍‌ରୁ ଅଧିକ ପାଇଁ ୟୁନିଟ୍‌ ପିଛା ୫ଟଙ୍କା ୯୦ ପଇସା ହିସାବରେ ଦେବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri