ବିଦ୍ୟୁତ୍‌ ଦର ବୃଦ୍ଧି ପ୍ରସଙ୍ଗ: ଓଇଆର୍‌ସି ନିଷ୍ପତ୍ତି କହି ଦୋଷ ଛଡ଼ାଇଲେ ଶକ୍ତିମନ୍ତ୍ରୀ

ଭୁବନେଶ୍ୱର,୨୫।୯(ବ୍ୟୁରୋ): କରୋନା ମହାମାରୀ ସମୟରେ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ଘରୋଇ ଉପଭୋକ୍ତାଙ୍କ ଉପରେ ବିଦ୍ୟୁତ୍‌ ବୋଝ ଲଦି ଦେଇଛନ୍ତି। ଅକ୍ଟୋବର ପହିଲାରୁ ଉପଭୋକ୍ତାଙ୍କୁ ୟୁନିଟ୍‌ ପିଛା ଅଧିକ ୨୦ ପଇସା ଦେବାକୁ ହେବ। ତେବେ ଓଇଆର୍‌ସିର ନିଷ୍ପତ୍ତିକୁ ଶକ୍ତିମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ପୂରା ସମର୍ଥନ ଦେଇଛନ୍ତି। ସେ କହିଛନ୍ତି ଯେ ବିଦ୍ୟୁତ୍‌ ଦର ବୃଦ୍ଧି ଉପରେ ସରକାରଙ୍କର କୌଣସି ନିୟନ୍ତ୍ରଣ ନାହିଁ। ଏହା ଓଇଆର୍‌ସିଙ୍କ ନିଷ୍ପତ୍ତି। ଦୀର୍ଘ ୭ ବର୍ଷ ପରେ ଓଇଆର୍‌ସି ୪ ପ୍ରତିଶତ ଶୁଳ୍କ ବୃଦ୍ଧି କରିଛନ୍ତି। ଉତ୍ପାଦନ, ପ୍ରସାରଣ ଏବଂ ବଣ୍ଟନ ଖର୍ଚ୍ଚ ବଢୁଥିବାରୁ ଶୁଳ୍କ ବୃଦ୍ଧି କରି ଥାଇ ପାରନ୍ତି ବୋଲି ମନ୍ତ୍ରୀ ସଫେଇ ଦେଇଛନ୍ତି।
ଘରୋଇ ଉପଭୋକ୍ତାଙ୍କୁ ୫୦ ୟୁନିଟ୍‌ ପର୍ଯ୍ୟନ୍ତ ୨ଟଙ୍କା ୭୦ ପଇସା ଦେବାକୁ ହେବ। ସେହିପରି ୫୦ରୁ ୨୦୦ ୟୁନିଟ୍‌ ପାଇଁ ୪ଟଙ୍କା ୫୦ ପଇସା, ୨୦୦ରୁ ୪୦୦ ୟୁନିଟ୍‌ ପାଇଁ ୫ ଟଙ୍କା ୫୦ ଏବଂ ୪୦୦ ୟୁନିଟ୍‌ରୁ ଅଧିକ ପାଇଁ ୟୁନିଟ୍‌ ପିଛା ୫ଟଙ୍କା ୯୦ ପଇସା ହିସାବରେ ଦେବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀକ୍ଷେତ୍ରକୁ ଶ୍ରୀହୀନ କରିବାକୁ ଚକ୍ରାନ୍ତ: ବ୍ରଜ ତ୍ରିପାଠୀ

ପୁରୀ ଅଫିସ୍‌,୫।୯:ପୁରୀରେ ଶ୍ରୀମନ୍ଦିର ସୁରକ୍ଷା ସୌନ୍ଦର୍ଯ୍ୟକରଣ ନାଁରେ ଚାଲିଥିବା ଉଚ୍ଛେଦକୁ ଶ୍ରୀକ୍ଷେତ୍ର ସୁରକ୍ଷା ଅଭିଯାନ ବିରୋଧ କରିଛି। ସରକାର ମନମୁଖି ଭାବେ ଏଭଳି ବେଆଇନ କାର୍ଯ୍ୟ...

ଜଳ ଅମଳ ପ୍ରକଳ୍ପରେ ସାମିଲ ହେବେ ମିଶନ ଶକ୍ତି ଗୋଷ୍ଠୀ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ସହରାଞ୍ଚଳ ମଜୁରି ନିଯୁକ୍ତି (ୟୁଡବ୍ଲ୍ୟୁଇଆଇ) କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟର ସମସ୍ତ ୧୧୪ ପୌରାଞ୍ଚଳର ପ୍ରତ୍ୟେକ ୱାର୍ଡରେ ବର୍ଷାଜଳ ଅମଳ ପ୍ରକଳ୍ପ ନିର୍ମାଣ ପାଇଁ ରାଜ୍ୟ...

ରାଜ୍ୟରେ କମୁଛି ସଂକ୍ରମଣ, ତୃତୀୟ ଲହର ପାଇଁ ସରକାର ପ୍ରସ୍ତୁତ: ଏସିଏସ୍‌

ଭୁବନେଶ୍ୱର,୩୦।୫: ରାଜ୍ୟରେ ଧିରେ ଧିରେ ପଜିଟିଭ ରେଟ ଖସିବାରେ ଲାଗିଛି ବୋଲି ରବିବାର ଏସିଏସ ପ୍ରଦିପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ରାଜ୍ୟରେ ଏବେ କରୋନା ପଜିଟିଭ...

ସାରା ରାଜ୍ୟରେ ଜିରୋ ନାଇଟ ମନା

ଭୁବନେଶ୍ୱର,୩୦।୧୨(ବ୍ୟୁରୋ)-ନୂଆବର୍ଷ ପାଳନ ନେଇ ସାରା ରାଜ୍ୟରେ ଜିରୋ ନାଇଟ୍‌ ସେଲିବ୍ରେସନକୁ ବାରଣ କରାଯାଇଛି। କରୋନା ସକାଶେ ଜିରୋ ନାଇଟ ବାରଣ କରିଛନ୍ତି ରାଜ୍ୟ ସରକାର। ଡିସେମ୍ବର...

ବାସୁଦେବପୁରର ୯ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା: ଲୋକଙ୍କୁ ଘରୁ ନ ବାହାରିକାକୁ ନିର୍ଦ୍ଦେଶ

ଭୁବନେଶ୍ୱର/ବାସୁଦେବପୁର ୨୨।୪(ବ୍ୟୁରୋ/ଡି.ଏନ୍‌.ଏ.): ଭଦ୍ରକ ଜିଲାରେ ପୁଣି ୩ କରୋନା ପଜିଟିଭ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଆକ୍ରାନ୍ତ ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ବୋଲି...

ଆଜି ରାଜ୍ୟରୁ ୪୭୮ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ଶନିବାର ରାଜ୍ୟରୁ ୪୭୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୭,୪୩୧ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ଚିଲିକା ବିଧାୟକଙ୍କ ଅନ୍ତରୀଣ ଜାମିନ ଅବଧି ବଢ଼ିଲା

ଭୁବନେଶ୍ୱର,୪ା୫(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଅନ୍ତରୀଣ ଜାମିନ ଅବଧି ବଢ଼ିଛି। ସ୍ବାସ୍ଥ୍ୟଗତ କାରଣ ଯୋଗୁ ବୁଧବାର ହାଇକୋର୍ଟ ତାଙ୍କ ଅନ୍ତରୀଣ ଜାମିନ ଅବଧିକୁ ଆଉ...

୨୩ରୁ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି: ଯୋଗଦେବେ ୧୦ ହଜାର ପୁରାତନ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ଆସନ୍ତା ୨୩ରୁ ୨୭ତାରିଖ ପର୍ଯ୍ୟନ୍ତ ୫ଦିନ ଧରି ଉତ୍କଳ ବିଶ୍ୱବିଦ୍ୟାଳୟର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ପ୍ଲାଟିନମ ଜୁବିଲି ପାଳନ କରାଯିବ। ଏ ନେଇ ବିଶ୍ୱବିଦ୍ୟାଳୟ...

Advertisement
Archives

Model This Week