Advertisement

ବଢ଼ୁଛି ବନ୍ୟାଜଳ: ଲୋକେ ଭୟଭୀତ

ଆରଡି,୧୬।୯,( ଡି.ଏନ୍‌.ଏ.): ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଥିବା ବେଳେ ବୁଧବାର ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲା। ତେବେ ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ବୈତରଣୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଆଖୁଆପଦା ଠାରେ ବର୍ତ୍ତମାନ ବିପଦ ସଙ୍କେତ ଯଥେଷ୍ଟ ଉପରେ ପ୍ରବାହିତ ହେଉଛି। ବନ୍ୟାକୁ ନେଇ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଓଳଗ,ସୁନ୍ଦରପୁର,ଆରଡ଼ି, ନାନ୍ଦପୁର ଆଦି ପଞ୍ଚାୟତର ନଦୀ କୂଳିଆ ଲୋକେ ଭୟଭୀତ ହୋଇପଡିଛନ୍ତି । ଯାଜପୁର-ଆରଡ଼ି ୨୦ ନଂ. ଜାତୀୟ ରାଜପଥ ବୋଡକ ବୁଡ଼ିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ଚିତା ନ ଲିଭୁଣୁ ଆଖି ବୁଜିଲେ ମା’

ପାତ୍ରପୁର,୨୦ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବାଦପୁର ଗ୍ରାମରେ ବୁଧବାର ଏକ ହୃଦୟ ବିଦାରକ ଘଟଣା ଘଟିଛି। ପୁଅର ଚିତା ଜଳୁଥିବା ବେଳେ ମା’ଙ୍କ ମୃତ୍ୟୁ...

ବାପ-ଝିଅଙ୍କୁ ଚାପିଦେଲା ଟ୍ରକ୍‌

ଖମାର,୧୪ା୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ଖମାର ଥାନା ଅନ୍ତର୍ଗତ କଲଣ୍ଡା ଗ୍ରାମ ନିକଟ ଜାତୀୟ ରାଜପଥ ୧୪୯ରେ ବାଇକ୍‌ ଉପରେ ଟ୍ରକ୍‌ ଚଢ଼ି ଯିବାରୁ...

ମୁହଁ ଖୋଲିଲା ଆଞ୍ଚଳିକ ବିକାଶ ସମିତି

ଢେଙ୍କାନାଳ ଅଫିସ, ୨୩।୪ ଢେଙ୍କାନାଳ ପୌରାଞ୍ଚଳ ୧ନଂ. ଓ୍ବାର୍ଡ ଅନ୍ତର୍ଗତ ଶ୍ୟାମାଚରଣପୁର ଅଞ୍ଚଳରେ ନିର୍ମିତ ଶ୍ମଶାନ, ପୋଖରୀ ଖନନ ଏବଂ ଜାଗା ମିଶନକୁ ନେଇ ଶୁକ୍ରବାର...

ତେଜରାତି ଦୋକାନରେ ଅଗ୍ନିକାଣ୍ଡ

ବ୍ରହ୍ମପୁର ଅଫିସ,୨୩ା୧୧: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଗୋଦାବରୀଶ ନଗର ତୃତୀୟ ଲାଇନରେ ଥିବା ଏକ ତେଜରାତି ଦୋକାନରେ ଶୁକ୍ରବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ଲୋକେ...

ବସୁନ୍ଧରା ଯୋଜନାରେ ଜାଗା ମିଳୁ

ତାଳଚେର,୨୨।୧୨(ନି.ପ୍ର.) ସରକାରଙ୍କ ବସୁନ୍ଧରା ଯୋଜନାରେ ତାଳଚେର ବ୍ଲକ ଘଣ୍ଟପଡ଼ା ପଞ୍ଚାୟତର ଭୂମିହୀନ ପଛୁଆ ବର୍ଗ ପରିବାରଙ୍କୁ ଜାଗା ଯୋଗାଇ ଦେବାକୁ ତାଳଚେର ଜନ ବିକାଶ କଲ୍ୟାଣ...

ମହାତ୍ମା ଗାନ୍ଧୀଙ୍କ ସହ ନବରଙ୍ଗପୁର ଏମ୍‌ପିଙ୍କୁ ତୁଳନା କରି ଅଡୁଆରେ ବିଜେଡି ପଦାଧିକାରୀ

ଚନ୍ଦାହାଣ୍ଡି, ୨୮।୩: ମହାତ୍ମା ଗାନ୍ଧୀଙ୍କ ସହ ନବରଙ୍ଗପୁର ଏମ୍‌ପିଙ୍କୁ ତୁଳନା କରି ଜିଲା ବିଜେଡି ସଂଯୋଜକ ଏବେ ଅଡୁଆରେ। କଂଗ୍ରେସ କର୍ମୀ ଜିଲା ସଂଯୋଜକ ପ୍ରମୋଦ...

ଗରିବ ଲୋକଙ୍କୁ ରାଶନ ସାମଗ୍ରୀ ଦେଲେ ସ୍ଥାନୀୟ ଲୋକେ

ବାମରା, ୩୦।୩ (ଡି.ଏନ.ଏ.)-ସମ୍ବଲପୁର ଜିଲା ବାମରା ସଦର ମହକୁମା ଅଞ୍ଚଳରେ ଲକ ଡାଉନ ଯୋଗୁ ଅନାହାରରେ ଥିବା ଗରିବ ପରିବାରଙ୍କୁ ସ୍ଥାନୀୟ କେତେ ଜଣ ବ୍ୟକ୍ତି...

ଚାକିରି ଦେବା ନାଁରେ ନିର୍ଯାତନା

ଜଗତ୍‌ସିଂହପୁର ଅଫିସ୍‌, ୯।୧: ଭଲ କମ୍ପାନୀରେ ଚାକିରି କରାଇଦେବାକୁ କହି ଜଗତ୍‌ସିଂହପୁର ଥାନା ଅଳସୁଧା ଗ୍ରାମର ଦେବେନ୍ଦ୍ର ବେହେରାଙ୍କଠାରୁ ଜଣେ ବ୍ୟକ୍ତି ୫୦ ହଜାର ଟଙ୍କା,...

Advertisement
Archives

Model This Week