ବଢ଼ୁଛି ଆକ୍ରାନ୍ତଙ୍କ ସଂଖ୍ୟା: ଆଜିଠୁ ୭ ଦିନ ବନ୍ଦ ରହିବ ରାଇକିଆର ଦୋକାନ ବଜାର

ରାଇକିଆ,୨୬।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ବଢୁଛି ପାଜିଟିଭଙ୍କ ସଂଖ୍ୟା। ଗତ ଏକ ମାସ ହେଲା ଦୋକାନ ବଜାର ଖୋଲିଲା ପରେ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଘଟିଛି । ଗୋଟିଏ ପଟେ ଟେଷ୍ଟ କମ୍‌ ହଉ ଥିବା ବେଳେ ବହୁ ସଂଖ୍ୟରେ ଲୋକେ ଥଣ୍ଡା, କାଶ, ଜ୍ୱରରେ ପୀଡ଼ିତ ହେଉଛନ୍ତି। ରାଇକିଆ ଅଞ୍ଚଳର ଏଭଳି ଅବସ୍ଥାକୁ ଦେଖି ବିଭିନ୍ନ ସଂଗଠନ ତରଫରୁ ମିଳିତ ଭାବେ ଶନିବାରଠାରୁ ୭ ଦିନ ପାଇଁ ରାଇକିଆ ବଜାରର ଦୋକାନ ବଜାର ବନ୍ଦ ରଖିବାକୁ କ୍ରିୟାନୁଷ୍ଠାନ କମିଟି ତରଫରୁ ନିବେଦନ କରାଯାଇଛି । ଏଥି ପାଇଁ ଡାକବାଜି ଯନ୍ତ୍ର ସାହାଯ୍ୟରେ ପ୍ରଚାର ମଧ୍ୟ କରାଯାଇଛି । ବିଶେଷ କରି ସାମାଜିକ ଦୂରତା ରହୁ ନ ଥିବା, ଭିଡ଼ ଜମୁଥିବା ଯୋଗୁ ପରିସ୍ଥିତି ଗୁରୁତର ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri