ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୨୯୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୮ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୨୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୪ହଜାର ୦୪୧ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୨ ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୪, ଭଦ୍ରକରୁ ୪, ବଲାଙ୍ଗୀରରୁ ୨, କଟକରୁ ୨୩, ଢେଙ୍କାନାଳରୁ ୧, ଗଜପତିରୁ ୧୦, ଜଗତ୍‌ସିଂହପୁରରୁ ୩, ଯାଜପୁରରୁ ୧୪, ଝାରସୁଗୁଡ଼ାରୁ ୧, କେନ୍ଦ୍ରାପଡ଼ାରୁ ୧ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୧, ମୟୂରଭଞ୍ଜରୁ ୪, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୧, ପୁରୀରୁ ୧, ନବରଙ୍ଗପୁରରୁ ୧, ରାୟଗଡ଼ାରୁ ୧, ସମ୍ବଲପୁରରୁ ୩, ଓ ସୁନ୍ଦରଗଡ଼ରୁ ୨୩ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୩୬ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri