ବାତ୍ୟା ପାଇଁ ଦରବୃଦ୍ଧି: ଆଳୁ ୨୦ ଟପିଲା

ବାଲିଅନ୍ତା,୨୨ା୫(ଡି.ଏନ.ଏ): ରାଜ୍ୟରେ ଲକଡାଉନ, ଶଟ୍‌ଡାଉନ ଚାଲିଥିବାବେଳେ ଏବେ ପୁଣି ସମ୍ଭାବ୍ୟ ବାତ୍ୟା ଗରିବ ଓ ମଧ୍ୟବିତଙ୍କ ପାଇଁ ଦାଉ ସାଧିଛି। ଖାଇବାତେଲ ଓ ଡାଲି ଦର ବୃଦ୍ଧି ଯୋଗୁ ଗରିବ ଲୋକେ ହନ୍ତସନ୍ତ ହେଉଥିବା ବେଳେ ହଠାତ୍‌ ବାତ୍ୟା ପାଇଁ ଆଳୁଦର ବୃଦ୍ଧି ଚିନ୍ତା ବଢ଼ାଇଛି। ବାଲିଅନ୍ତା ବଜାରରେ ଆଳୁର ପାଇକାରୀ ଦର ୫୦ କିଲୋ ପ୍ୟାକେଟ ପାଇଁ ୫୬୦ରୁ ୬୦୦ଟଙ୍କା ବିକ୍ରି ହେଉଛି। କିନ୍ତୁ କିଛି ଖୁଚୁରା ବ୍ୟବସାୟୀ ବାତ୍ୟା ପାଇଁ ଆଳୁର ଚାହିଦା ବୃଦ୍ଧିର ଫାଇଦା ଉଠାଇ ମନଇଚ୍ଛା ମୂଲ୍ୟ ଧାଯର୍‌ୟ କରୁଛନ୍ତି। ଶୁକ୍ରବାର ବାଲିଅନ୍ତା ହାଟରେ ହଠାତ୍‌ ଆଳୁଦର ବୃଦ୍ଧି ଖାଉଟିମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଖୁଚୁରା ବ୍ୟବସାୟୀ ୧୫ ଟଙ୍କା ବିକ୍ରି କରୁଥିବା ବେଳେ ଆଳୁର କୃତ୍ରିମ ଅଭାବ ସୃଷ୍ଟି କରି ଅନ୍ୟ କେତେଜଣ ବ୍ୟବସାୟୀ ୨୦ରୁ ଊର୍ଦ୍ଧ୍ୱ ଟଙ୍କାରେ ବିକ୍ରି କରୁଥିତ୍ବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri