Posted inଖେଳ

ରାଇଜିଂ ଷ୍ଟାର ସେମିଫାଇନାଲରେ

ଭୁବନେଶ୍ୱର, ୧୪ା୯(କ୍ରୀଡ଼ା ପ୍ରତିନିଧି): ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଆନୁକୂଲ୍ୟରେ କଟକରେ ଚାଲିଥିବା ସୁପର କପ୍‌ ଫୁଟବଲ ଟୁର୍ନାମେଣ୍ଟର ମଙ୍ଗଳବାର ଅନୁଷ୍ଠିତ ତୃତୀୟ କ୍ୱାର୍ଟର ଫାଇନାଲରେ ରାଇଜିଂ ଷ୍ଟାର କ୍ଲବ ୩-୧ ଗୋଲରେ ସ୍ପୋଟର୍‌ସ ହଷ୍ଟେଲକୁ ପରାସ୍ତ କରିଛି। ଏଥିସହ ରାଇଜିଂ ଷ୍ଟାର ସେମିଫାଇନାଲରେ ପ୍ରବେଶ କରିଛି। ନିର୍ଦ୍ଧାରିତ ସମୟରେ ମ୍ୟାଚ ଗୋଲଶୂନ୍ୟ ଡ୍ର ରହିଥିଲା। ଫଳରେ ଫଳାଫଳ ନିର୍ଣ୍ଣୟ ପାଇଁ ପେନାଲ୍ଟି ଶୁଟ୍‌ଆଉଟ ପଦ୍ଧତି ଅବଲମ୍ବନ କରାଯାଇଥିଲା। ଏଥିରେ ରାଇଜିଂ ଷ୍ଟାର ପକ୍ଷରୁ ମନୋଜ ସାନ୍ତା, ଅବିନାଶ ମୁଦିଲି ଓ ଜୟନ୍ତ ମହତୋ ଗୋଲ ଦେଇଥିବାବେଳେ ସ୍ପୋଟର୍‌ସ ହଷ୍ଟେଲ ପକ୍ଷରୁ କେବର ପିଣ୍ଟୁ ସାମଲ ଗୋଟିଏ ଗୋଲ ସ୍କୋର କରିବାରେ ସକ୍ଷମ ହୋଇଥିଲେ। ବୁଧବାର ଚତୁର୍ଥ କ୍ୱାର୍ଟର ଫାଇନାଲ ୟଙ୍ଗ ଉତ୍କଳ କ୍ଲବ ଏବଂ ବିଡାନାସୀ କ୍ଲବ ମଧ୍ୟରେ ଅପରାହ୍ନ ୨ଟା ୩୦ରେ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ ଓପନରଙ୍କ କ୍ୟାରିୟରରେ ଯେତିକି ରନ୍‌ କରି ନାହାନ୍ତି, ତାଠୁ ସିରିଜ୍‌ରେ ଅଧିକ ଓ୍ବାର୍ନର

ଆଡିଲେଡ୍‌,୩ା୧୨: ଏଠାରେ ଖେଳାଯାଇଥିବା ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟକୁ ଘରୋଇ ଅଷ୍ଟ୍ରେଲିଆ ଦଳ ଏକ ଇନିଂସ ଓ ୪୮ ରନ୍‌ରେ ଜିତି ନେଇଥିଲା। ଏହି ମ୍ୟାଚ୍‌ର...

ଭାରତୀୟ କ୍ରିକେଟର୍‌ ନୂତନ ଯୁଗ ଆରମ୍ଭ

ଜୟପୁର,୧୬।୧୧: ଟିମ ଇଣ୍ଡିଆର ନୂତନ ଯୁଗ ଆରମ୍ଭ ହୋଇଛି। ନବ ନିଯୁକ୍ତ ମୁଖ୍ୟ କୋଚ ରାହୁଲ ଦ୍ରାଭିଡ ଏବଂ ନୂତନ ଟି-୨୦ ଅନ୍ତର୍ଜାତୀୟ ଅଧିନାୟକ ରୋହିତ...

ଏସିଆ କପ୍‌ ପୂର୍ବରୁ ପାକିସ୍ତାନକୁ ବଡ ଝଟ୍‌କା

ନୂଆଦିଲ୍ଲୀ,୨୦।୮: ପାକିସ୍ତାନ ଟିମ୍‌କୁ ଲାଗିଛି ବଡ଼ ଝଟ୍‌କା। ଦ୍ରୁତ ବୋଲର ଶାହିନ୍‌ ଆଫ୍ରିଦି ଆହତ ହେବା କାରଣରୁ ଏସିଆ କପ୍‌ରୁ ବାଦ୍‌ ପଡ଼ିଛନ୍ତି। ଗଲ୍‌ରେ ଶ୍ରୀଲଙ୍କା...

ସାଧାରଣତନ୍ତ୍ର ଦିବସରେ ଏମିତି ଟୁଇଟ୍‌ କରି ହୃଦୟ ଜିତିଲେ ସେହ୍ବାଗ

ନୂଆଦିଲ୍ଲୀ,୨୬।୧: ସାରା ଦେଶରେ ଆଜି ୭୨ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଛି। ଏହି ଅବସରରେ ଖେଳ, ବଲିଉଡ୍‌ ସେଲିବ୍ରିଟିମାନେ ଦେଶବାବସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି କ୍ରମରେ...

ହ୍ୟାଟ୍ରିକ ମ୍ୟାନ୍‌ ଚହରଙ୍କୁ୍‌ ପୂର୍ବତନ କ୍ରିକେଟରଙ୍କ ପ୍ରଶଂସା

ନୂଆଦିଲ୍ଲୀ,୧୧।୧୧- ଅନ୍ତର୍ଜାତୀୟ ଟି୨୦ରେ ପ୍ରଥମ ଭାରତୀୟ ଭାବେ ହ୍ୟାଟ୍ରିକ ଉଇକେଟ ହାସଲ କରିବା ପରେ ମିଡିୟମ ପେସର ଦୀପକ ଚହରଙ୍କୁ ପ୍ରଶଂସାର ସୁଅ ଛୁଟିଛି। ପୂର୍ବତନ...

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରଶଂସାରେ ଶତମୁଖ ହେଲେ ଏହି ଅଭିନେତ୍ରୀ

କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବେ ଅସୁସ୍ଥ ହୋଇ କ୍ରିକେଟରୁ ଦୂରେଇ ଅଛନ୍ତି। ପିଠିରେ ଆଘାତ ଲାଗିଥିବାରୁ ନିକଟରେ ସେ ଲଣ୍ଡନରେ ଅସ୍ତ୍ରୋପଚାର କରି ଫେରିଛନ୍ତି। ଏବେ...

ରେସ୍‌ଲିଂ ବିଶ୍ୱ ଚାମ୍ପିୟନଶିପ୍‌: ଭିନେଶ୍‌ଙ୍କ ଟାଇଟଲ୍‌ ଆଶା ମଉଳିଲା

ନୁର୍‌-ସୁଲତାନ (କାଜାଖସ୍ତାନ), ୧୭।୯ (ପି.ଟି.)- ଏଠାରେ ଚାଲିଥିବା ରେସ୍‌ଲିଂ ବିଶ୍ୱ ଚାମ୍ପିୟନଶିପ୍‌ରେ ଷ୍ଟାର୍‌ ଭାରତୀୟ ମହିଳା ରେସ୍‌ଲର ଭିନେଶ ଫୋଗତଙ୍କ ଟାଇଟଲ୍‌ ଜିତିବା ଆଶା ମଉଳି...

ଟସ୍‌ ଜିତି ବୋଲିଂ ବାଛିଲେ କୋହଲି

ମୁମ୍ବାଇ,୨୨।୪ : ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚ୍‌ରେ ରୟାଲ୍ସ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଅଧିନାୟକ ବିରାଟ କୋହଲି ଟସ୍‌ ଜିତି ବୋଲିଂ ବାଛିଛନ୍ତି। ଏଠାକାର ପିଚ୍‌ରେ...

Advertisement
Archives

Model This Week