ଚିନ୍ତା ବଢ଼ାଇଲାଣି କଟକ: ଗୋଷ୍ଠୀ ସଂକ୍ରମଣ ଆଶଙ୍କା

କଟକ ଅଫିସ,୮।୫: ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଏହି ମହାମାରୀ ଗୋଟିଏ ପରେ ଗୋଟିଏ ଜିଲାରେ ତା’ର କାୟା ବିସ୍ତାର କଲାଣି। ଏପରିକି ଦୈନିକ ସଂକ୍ରମଣ ୧୦୦୦୦ ଉପରେ ରହୁଛି। ବର୍ତ୍ତମାନ ସବୁଠୁ ଚିନ୍ତାଜନକ ବିଷୟ ହେଲା କଟକରେ ଗୋଷ୍ଠୀ ସଂକ୍ରମଣ ପରିସ୍ଥିତି। ଏହି ସହରକୁ ବାହାରୁ ଅଧିକ ଲୋକ ଆସୁଥିବାରୁ ସଂକ୍ରମଣ ବଢୁଛି ବୋଲି ନୋଡାଲ ଅଧିକାରୀ କହିଛନ୍ତି । ୫/୬ ଦିନ ଭିତରେ ଏହି ସଂକ୍ରମଣ ଆହୁରି ବଢ଼ିପାରେ। ପରେ ଏହା ଧୀରେ ଧୀରେ କମିବ ବୋଲି ନୋଡାଲ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଜି ଆବେଦନ ଫର୍ମରେ ତ୍ରୁଟି ଅଭିଯୋଗ: ଜିଲା ପ୍ରଶାସନର ଦ୍ୱାରସ୍ଥ ହେଲେ ଛାତ୍ର

ଅନୁଗୋଳ ଅଫିସ, ୧୪।୮-ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ପିଜି ଫର୍ମରେ ତ୍ରୁଟି ଥିବା ସମ୍ପର୍କରେ କର୍ତ୍ତୃପକ୍ଷଙ୍କୁ ଜଣାଯାଇଥିଲେ ମଧ୍ୟ କେହି କର୍ଣ୍ଣପାତ କରୁ ନ ଥିବା...

ଗୋରୁ ବ୍ୟବସାୟୀଙ୍କୁ ହତ୍ୟା କରି ୨୦ ଲକ୍ଷ ଲୁଟ୍‌ ଘଟଣା: ୫ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବାରିପଦା ଅଫିସ/ରାଇରଙ୍ଗପୁର,୪ା୬(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ହାଟବାଦଡ଼ା ଗୋରୁ ହାଟରେ ଜଣେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା ଓ ୨୦ଲକ୍ଷ ଟଙ୍କା...

ରାଜ୍ୟରେ ଆଜି ୩,୫୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୫୩୫ କରୋନା ଆକ୍ରାନ୍ତ...

ଆଜି ଅବପାତର ରୂପ ନେବ ଲଘୁଚାପ

ଭୁବନେଶ୍ୱର,୭।୫(ବ୍ୟୁରୋ): ଆଜି ଅବପାତର ରୂପ ନେବ ଲଘୁଚାପ । ଉତ୍ତର ପଶ୍ଚିମ ଦିଗରେ ଗତି କରି ଶନିବାର ଅବପାତ ଓ ଆସନ୍ତାକାଲି ସା ସୁଦ୍ଧା ବାତ୍ୟାରେ...

ବନ୍ୟାଞ୍ଚଳ ଅନୁଧ୍ୟାନ କରିବ ରାଜ୍ୟ କଂଗ୍ରେସ

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ରାଜ୍ୟ କଂଗ୍ରେସ ବନ୍ୟା ପ୍ରଭାବିତ ଅଞ୍ଚଳ ଅନୁଧ୍ୟାନ କରିବେ। ୨୩ ତାରିଖ ସୁଦ୍ଧା ବନ୍ୟାଞ୍ଚଳ ଅନୁଧ୍ୟାନ କରି ପିସିସି ସଭାପତି...

ପିଏମ୍‌ଜିକେଏୱାଇ ଚାଉଳ ଦେଉ କେନ୍ଦ୍ର: ବିଜେଡି

ଭୁବନେଶ୍ବର,୪।୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା(ପିଏମ୍‌ଜିକେଏୱାଇ)ରେ ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ୫ କିଲୋଗ୍ରାମ ଚାଉଳ ବ୍ୟତୀତ ଅତିରିକ୍ତ ଭାବେ ଆଉ ୫ କିଲୋଗ୍ରାମ ମାଗଣା...

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା: ୭ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

କେନ୍ଦୁଝର,୧୪।୭( ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ସେଣ୍ଡକାପ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଣିଗାରେଡ଼ି ସନ୍ଦେହରେ ଶନିବାର ବିଳମ୍ବିତ ରାତିରେ ଗ୍ରାମର...

ମହିଳାଙ୍କୁ ମେଡିକାଲ ନେବା ସମୟରେ ଓଲଟିଲା ଅଟୋ, ଆଶାକର୍ମୀଙ୍କ ସମେତ ୪ ଆହତ

ଛତ୍ରପୁର,୨୧ା୫(ଡି.ଏନ୍‌.ଏ.): ବ୍ରହ୍ମପୁର ବଡ଼ ମେଡିକାଲକୁ ଜଣେ ମହିଳାଙ୍କୁ ନେଇ ଯାଉଥିବା ବେଳେ ଗୁରୁବାର ପୂର୍ବାହ୍ନରେ ଏକ ଅଟୋ ଛତ୍ରପୁରସ୍ଥିତ ଡିଆରଡିଏ କାର୍ଯ୍ୟାଳୟ ନିକଟରେ ଭାରସାମ୍ୟ ହରାଇ...

Advertisement
Archives

Model This Week