ଚିନ୍ତା ବଢ଼ାଇଲାଣି କଟକ: ଗୋଷ୍ଠୀ ସଂକ୍ରମଣ ଆଶଙ୍କା

କଟକ ଅଫିସ,୮।୫: ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଏହି ମହାମାରୀ ଗୋଟିଏ ପରେ ଗୋଟିଏ ଜିଲାରେ ତା’ର କାୟା ବିସ୍ତାର କଲାଣି। ଏପରିକି ଦୈନିକ ସଂକ୍ରମଣ ୧୦୦୦୦ ଉପରେ ରହୁଛି। ବର୍ତ୍ତମାନ ସବୁଠୁ ଚିନ୍ତାଜନକ ବିଷୟ ହେଲା କଟକରେ ଗୋଷ୍ଠୀ ସଂକ୍ରମଣ ପରିସ୍ଥିତି। ଏହି ସହରକୁ ବାହାରୁ ଅଧିକ ଲୋକ ଆସୁଥିବାରୁ ସଂକ୍ରମଣ ବଢୁଛି ବୋଲି ନୋଡାଲ ଅଧିକାରୀ କହିଛନ୍ତି । ୫/୬ ଦିନ ଭିତରେ ଏହି ସଂକ୍ରମଣ ଆହୁରି ବଢ଼ିପାରେ। ପରେ ଏହା ଧୀରେ ଧୀରେ କମିବ ବୋଲି ନୋଡାଲ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଣା ଜିମ୍ନାସିୟମ ଏବେ ଖାଁ ଖାଁ

କୋରାପୁଟ,୧।୫(ସ୍ବ.ପ୍ର.): ସୋମବାର ଅପରାହ୍ନରେ କାଳବୈଶାଖୀର ୫୦ ମିନିଟ କୋରାପୁଟ ସହରକୁ ଏକପ୍ରକାର ଛିନଛତ୍ର କରିଦେଇଛି। ୧୮ ଘଣ୍ଟା ପରେ ସହରରେ ବିଦ୍ୟୁତ ସେବା ସ୍ବାଭାବିକ ହୋଇଛି।...

ଆରମ୍ଭ ହେଲା ଇ-ବସ୍‌ ‘ଡେମୋ ରନ୍‌’

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ଭୁବନେଶ୍ୱରରେ ଶନିବାରଠାରୁ ଇ-ବସ୍‌ର ଡେମୋ ରନ୍‌ ଆରମ୍ଭ ହୋଇଛି। କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ ଲିମିଟେଡ୍‌ (କ୍ରୁଟ) ଏହି ବସ୍‌ ସେବା ଯୋଗାଇବାକୁ...

କରୋନା ମଧ୍ୟରେ ହଜ୍‌ ଯାତ୍ରାକୁ ନେଇ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୬।୪: ଦେଶରେ କରୋନା ସ୍ଥିତି ଧିରେ ଧିରେ ବିଗିଡ଼ିବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଏବେ ଭୟାନକ ରୂପ ଧାରଣ କରୁଛି। ପ୍ରତିଦିନ କରୋନା ସଂକ୍ରମଣ...

ରାସ୍ତା କଡ଼ରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ଭଦ୍ରକ ଅଫିସ,୨୯।୮: ଭଦ୍ରକ ଟାଉନ ପୋଲିସ ଗୁରୁବାର ବାଇପାସ୍‌ ଛକ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଜବତ କରିଛି। ଯୁବକଙ୍କ ଦୁଇ ହାତରେ ସାଲାଇନ...

ଅଣନିଯୁକ୍ତି ଫାର୍ମାସିଷ୍ଟ ସଂଘର ଧାରଣା

ବାଲେଶ୍ୱର ଅଫିସ, ୨୦।୨-ବେକାରୀ ଫାର୍ମାସିଷ୍ଟମାନଙ୍କୁ ଉପେକ୍ଷା କରାଯାଇଥିବା ପ୍ରତିବାଦରେ ବୁଧବାର ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ...

ଚିକଲେନ ବୁଡି କ୍ରିକେଟ ଟୁର୍ନାମେଣ୍ଟ: ମତୁଆଲଗୁଡା ଚାମ୍ପିୟନ

ଜୁନାଗଡ,୬।୧୨(ଡି.ଏନ୍‌.ଏ) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଗୌଡଛେଣ୍ଡିଆ ପଞ୍ଚାୟତ ଅନ୍ତର୍ଗତ ଚିକିଲି ଗଁାରେ ଗତ ନଭେମ୍ବର ୨୫ତାରିଖଠାରୁ ଚାଲିଥିବା ମା’ ଚିକଲେନ ବୁଡି କ୍ରିକେଟ ଟୁର୍ନାମେଣ୍ଟ...

ପ୍ରସୂତିଙ୍କୁ ମିଳିଲା ବିରଳ ବମ୍ବେ ଗ୍ରୁପ୍‌ ରକ୍ତ

ଅନୁଗୋଳ ଅଫିସ, ୨୨।୧- ଅନୁଗୋଳ ବଇଣ୍ଡା ଅଞ୍ଚଳର ଜଣେ ପ୍ରସୂତି ମହିଳାଙ୍କୁ ମିଳିଛି ବିରଳ ବମ୍ବେ ଗ୍ରୁପ୍‌ ବା ‘ଓଏଚ୍‌ ପଜେଟିଭ’ (ବମ୍ବେ ଫେନୋଟାଇପ) ରକ୍ତ।...

କେରଳରୁ ଫେରନ୍ତା ୪ ଜଣଙ୍କ ହେଲା ସ୍ବାସ୍ଥ୍ୟ ପରୀକ୍ଷା

ଫୁଲବାଣୀ ଅଫିସ, ୬ା୨- କରୋନା ଭୟ ଏବେ ସବୁଠି ଘାରିଛି । ଚାଇନାରୁ ଫେରିଥିବା ଜଣେ ଡାକ୍ତରୀ ଛାତ୍ରଙ୍କୁ ନେଇ କନ୍ଧମାଳ ଜିଲା ଫୁଲବାଣୀରେ କରୋନା...

Advertisement


Archives

Model This Week