ତୃତୀୟ ଲହରରେ ଶିଶୁ ଆକ୍ରାନ୍ତ ହେବା ଆଶଙ୍କା: ସମସ୍ତ ରାଜ୍ୟଠାରୁ ରିପୋର୍ଟ ଲୋଡ଼ିଲା ଏନ୍‌ସିପିସିଆର୍‌..

ନୂଆଦିଲ୍ଲୀ,୨୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ତୀବ୍ରବେଗରେ ବ୍ୟାପିବାରେ ଲାଗିଛି। ତୃତୀୟ ଲହର ଆଶଙ୍କା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ତୃତୀୟ ଲହରରେ ଶିଶୁ ଆକ୍ରାନ୍ତ ହେବାର ଆଶଙ୍କାକୁ ଦୃଷ୍ଟିରେ ରଖି ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ(ଏନ୍‌ସିପିସିଆର୍‌) ପକ୍ଷରୁ ଦେଶର ସମସ୍ତ ରାଜ୍ୟ ସରକାରଙ୍କଠାରୁ ରାଜ୍ୟରେ ଥିବା ଆଇସିୟୁ ସଂଖ୍ୟା ଏବଂ ଶିଶୁଙ୍କ ଚିକିତ୍ସା କ୍ଷେତ୍ରରେ ବ୍ୟବହାର କରାଯାଉଥିବା ୨୨ଟି ଉପକରଣ ସମ୍ପର୍କିତ ତଥ୍ୟ ବିଷୟରେ ସୂଚନା ଲୋଡ଼ିଛନ୍ତି। ଏକ ସପ୍ତାହ ମଧ୍ୟରେ ରାଜ୍ୟସରକାରମାନେ ଏସମ୍ପର୍କିତ ସୂଚନା ଏନ୍‌ସିପିସିଆର୍‌ରେ ଦାଖଲ କରିବାକୁ କୁହାଯାଇଛି। ଏସମ୍ପର୍କରେ ଏନ୍‌ସିପିସିଆର୍‌ ଅଧ୍ୟକ୍ଷ ପ୍ରିୟାଙ୍କ କାନୁନଗୋ ସୂଚନା ଦେଇଛନ୍ତି। ଦେଶର ସ୍ବାସ୍ଥ୍ୟ ସେବାର ସ୍ଥିତି ସମ୍ପର୍କରେ ଦ୍ୱିତୀୟ ଲହରରୁ ଜଣାପଡ଼ିଯାଇଛି। ତୃତୀୟ ଲହର ଛୋଟ ପିଲାଙ୍କୁ ଆକ୍ରାନ୍ତ କରିବାରୁ ଆଶଙ୍କା ଥିବାରୁ ଏନେଇ ପୂର୍ବ ପ୍ରସ୍ତୁତି ଅପରିହାର୍ଯ୍ୟ ହୋଇପଡ଼ିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ…

ଦିନିକିଆ ବିଶ୍ୱକପ୍ ୨୦୨୭ ଫର୍ମାଟ୍ ବଦଳାଇଲା ICC; ଜୟ ଶାହାଙ୍କ ନିଷ୍ପତ୍ତିକୁ ତୀବ୍ର ବିରୋଧ କଲେ ୪ ଦେଶର ଅଧିନାୟକ

ନୂଆଦିଲ୍ଲୀ,୧୭।୭: ଆସନ୍ତା ବର୍ଷ ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମିବିଆରେ ଅନୁଷ୍ଠିତ ହେବାକୁ ଥିବା ଦିନିକିଆ ବିଶ୍ୱକପ୍‌ର ଫର୍ମାଟ୍‌ରେ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ହଠାତ ବଡ଼…

ଭାରତକୁ ବିଶ୍ୱକପ୍ ଜିତାଇଥିବା କ୍ରିକେଟର ଏବେ ଜେଲ୍‌ରେ! ଲାଞ୍ଚ ଯାଚିବା ଅଭିଯୋଗରେ ଶ୍ରୀଲଙ୍କାରେ ଗିରଫ ହେଲେ…

କଲମ୍ବୋ,୧୭।୭: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୨୦୧୮ ଅଣ୍ଡର-୧୯ ବିଶ୍ୱକପ ବିଜେତା ଦଳର ହିରୋ ତଥା ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ ମନଜୋତ…

ହଠାତ ଲଣ୍ଡନରେ ପହଞ୍ଚିଲେ ରୋହିତଙ୍କ ମା’ବାପା, ଲର୍ଡସ ଦିନିକିଆ ପରେ ସନ୍ନ୍ୟାସ ନିଶ୍ଚିତ!

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ସଫଳ ବ୍ୟାଟରଙ୍କ ମଧ୍ୟରୁ ଅନ୍ୟତମ ରୋହିତ ଶର୍ମାଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଇଂଲଣ୍ଡ ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri