ଦଶପଲ୍ଲା,୨୨ା୯(ପ୍ରକାଶ କୁମାର ପାଣି): ଦଶପଲ୍ଲା ଦୁର୍ଗା ବଜାରସ୍ଥିତ କୁଆଁରିଆ ନଦୀ ଉପରେ ଥିବା ବ୍ରିଜଟି ବିପଦସଙ୍କୁଳ ଅବସ୍ଥାରେ ରହିଛି। ବ୍ରିଜର ବିଭିନ୍ନ ସ୍ଥାନରେ ଏକାଧିକ ଖାଲ ସୃଷ୍ଟି ହୋଇଛି। ଫଳରେ ଯାତାୟତରେ ବାଧା ସୃଷ୍ଟି ହେଉଛି। ଯାତାୟତ ବେଳେ ଉକ୍ତ ଖାଲରେ ବାଇକ୍ , ସ୍କୁଟର ପଡି ଦୁର୍ଘଟଣାଗସ୍ତ ହେଉଛି। ଚାଳକମାନେ ଆହତ ହେଉଥିବା ନଜିର ରହିଛି। ବର୍ଷା ହେଲେ ବ୍ରିଜ ଉପରେ ପାଣି ଜମି ରହୁଛି। ଏନେଇ ବିଭାଗୀୟ ଅଧିକାରୀମାନେ ଅବଗତ ଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ଅଭିଯୋଗ ହୋଇଛି। ଉକ୍ତ ବ୍ରିଜଟି ୫୭ ନଂ. ଜାତୀୟ ରାଜପଥରେ ରହିଛି। ଏବେ ପାର୍ବଣ ଋତୁ ଚାଲିଛି। ଜାତୀୟ ରାଜପଥ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହୋଇଛି।
Posted inHome, Home Left, ଆମ ଜିଲା ଖବର, ଯାଜପୁର View All
କେନାଲରେ ଫସି ରହିଥିଲା ବାର୍ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…
Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର
ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…
ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ
ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…
UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!
ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…
ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…
ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…
ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍ ଚାମ୍ପିୟନ
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…
ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…
ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…
ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…
Archives

