କଶ୍ମୀର ସମସ୍ୟାର ସମାଧାନ କରିବେ ଋଷି

ଗୁଜରନଓ୍ବାଲା,୨୭ା୧୦(ପି.ଟି.): ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ଋଷି ସୁନକ ଯେତିକି ଭାରତୀୟ ସେତିକି ପାକିସ୍ତାନୀ। ସ୍ବାଧୀନତା ପୂର୍ବରୁ ତାଙ୍କ ପୂର୍ବପୁରୁଷ ପାକିସ୍ତାନର ଗୁଜରନଓ୍ବାଲାରେ ରହୁଥିଲେ। ଋଷିଙ୍କ ଜେଜେବାପା ରାମଦାସ ସୁନକ ଓ ଜେଜେମା’ ସୁହାଗ ରାଣୀ ୧୯୩୫ ପର୍ଯ୍ୟନ୍ତ ଗୁଜରନଓ୍ବାଲରେ ବସବାସ କରୁଥିଲେ। ୧୯୪୭ରେ ବ୍ରିଟିଶ ଶାସକଙ୍କ କବଳରୁ ସ୍ବାଧୀନତା ମିଳିବା ପରେ ଦେଶ ବିଭାଜନ ହୋଇ ପାକିସ୍ତାନ ଜନ୍ମ ନେଇଥିଲା।

ବର୍ତ୍ତମାନ ସୀମାନ୍ତ ଗୁଜରନଓ୍ବାଲାର ପଞ୍ଜାବ ପ୍ରଦେଶ ଏକ ଶିଳ୍ପାଞ୍ଚଳରେ ପରିଣତ ହୋଇଛି। ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ଭାରତ-ପାକିସ୍ତାନ ମଧ୍ୟରେ ବିବାଦର ମଞ୍ଜି ସାଜିଥିବା କଶ୍ମୀର ସମସ୍ୟାର ସମାଧାନ କରିପାରିବେ ବୋଲି ଗୁଜରନଓ୍ବାଲାର ଅନେକ ଲୋକ ଆଶା ବାନ୍ଧିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀ-ଏନ୍‌ସିଆର, ଉତ୍ତରପ୍ରଦେଶ, ହରିୟାଣା ଏବଂ ଗୁଜରାଟର ୨୦ଟି ସରକାରୀ ଓ ୮ଟି ଘରୋଇ ସ୍କୁଲରେ ପିଲାମାନେ ଚାଷକରି ପରିବା ଉତ୍ପାଦନ କରିବାକୁ ସକ୍ଷମ ହୋଇପାରିଛନ୍ତି। ଏହା ସମ୍ଭବ…

‘ପାକିସ୍ତାନ ଉପରେ ଆମେରିକା-ଇରାନର ଭରସା…,’ ବିବାଦ ମଧ୍ୟରେ ପାକିସ୍ତାନର ଆଶ୍ଚର୍ଯ୍ୟଜନକ ଦାବି

ଇସଲାମାବାଦ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ପାକିସ୍ତାନ କହିଛି ଯେ ଆମେରିକା ଏବଂ ଇରାନ ଉଭୟ ମଧ୍ୟସ୍ଥତା ଭାବରେ ଏହାର ଭୂମିକା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି।…

ସନ୍ଧିକ୍ଷଣରେ ସବୁଜିମା ସ୍ବାସ୍ଥ୍ୟ

ର୍ତ୍ତମାନ ସମୟର ସବୁଠାରୁ ଉଦ୍‌ବେଗଜନକ ଚିତ୍ରଟି ଜାତିସଂଘର ଜିଏଫ୍‌ଆର୍‌ଏ ରିପୋର୍ଟରୁ ଜଣାପଡ଼ିଛି, ତାହା ହେଉଛି ଆମ ପୃଥିବୀର ବିଶେଷକରି ଜଙ୍ଗଲର ସ୍ବାସ୍ଥ୍ୟ ଓ ସ୍ଥିତି ଭଲ ନାହିଁ।…

ଆମେରିକାର ବିଶ୍ୱ ଅଭିଯାନ

ଚଳିତ ବର୍ଷ ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ ଯୋଡ଼ି ଅଚାନକ ଇରାନ୍‌ ଉପରେ ବୋମାବର୍ଷଣ କରି ଇରାନର ଶୀର୍ଷନେତା ଆୟାତୋଲ୍ଲା ଖାମନେଇ ଓ ତାଙ୍କ ପରିବାର…

ମଞ୍ଚରେ ପାକିସ୍ତାନ

ଭାରତ ସମେତ ବିଶ୍ୱର ଅଳ୍ପ କେତେକ ଦେଶ ପାକିସ୍ତାନକୁ ଏକ ଦୁର୍ଜନ ରାଷ୍ଟ୍ର ଭାବେ ଦେଖିଥାଆନ୍ତି। ଆତଙ୍କବାଦୀଙ୍କ ପାଇଁ ଏହି ଦେଶ ପରିଚିତ ଓ ତା’ର ରାଜନୈତିକ…

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

ଗ୍ରୀଡ୍‌ ଉପରେ ବୋମାମାଡ଼: ତେହରାନ୍‌ ଅନ୍ଧାରରେ

ତେହରାନ୍‌,୩୦ା୩: ତେହରାନ୍‌ ଏବଂ ଏହାର ଆଖପାଖ ଅଞ୍ଚଳର ବିଦ୍ୟୁତ୍‌ ଗ୍ରୀଡ୍‌ ଉପରେ ଇସ୍ରାଏଲ୍‌ ଶନିବାର ବୋମାମାଡ଼ କରିଛି। ଫଳରେ ତେହରାନ୍‌ ସମେତ ଅନେକ ସହରରେ ବିଦ୍ୟୁତ୍‌ ସେବା…

ଯୁଦ୍ଧକୁ ନେଇ କଂଗ୍ରେସର ରାଜନୀତି ପ୍ରବାସୀ ଭାରତୀୟଙ୍କ ପାଇଁ ବିପଦ: ମୋଦି

ନୂଆଦିଲ୍ଲୀ ,୩୦ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଏବେ ସାରା ବିଶ୍ୱରେ ସଙ୍କଟ ସୃଷ୍ଟି ହୋଇଛି। ଏଥିରେ ଭାରତ ମଧ୍ୟ ପ୍ରଭାବିତ ହୋଇଛି। କିନ୍ତୁ ଯୁଦ୍ଧକୁ ନେଇ କଂଗ୍ରେସ ଯେଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri